ରାସ୍ତାରେ ଜଳିଗଲା ଆଇରନ ବୋଝେଇ ଟ୍ରକ୍‌

ଠାକୁରମୁଣ୍ଡା,୨୦ା୧(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଯଶୀପୁର ଥାନା ଅଧୀନ କେନ୍ଦୁଝର-ଯଶୀପୁର ୪୯ନଂ. ଜାତୀୟ ରାଜପଥରେ ରବିବାର ସକାଳେ ଏକ ୧୨ଚକିଆ ଆଇରନ ବୋଝେଇ ଟ୍ରକ୍‌ରେ ନିଆଁ ଲାଗି ଜଳିଯାଇଛି। ଡ୍ରାଇଭର ଓ ହେଲ୍‌ପର ଅଳ୍ପକେ ନିଆଁରୁ ବର୍ତ୍ତି ଯାଇଛନ୍ତି। କେନ୍ଦୁଝରରୁ ଆଇରନ ବୋଝେଇ କରି ଝାଡ଼ଖଣ୍ଡର ହୋତା ଅଞ୍ଚଳକୁ ଯାଉଥିବା ବେଳେ କୌଣସି କାରଣରୁ ଟ୍ରକ୍‌ (ନଂ.ଓ୦୯ଏଫ୍‌-୫୬୪୩)ରେ ନିଆଁ ଲାଗିଯାଇଥିଲା। ନିଆଁ ଲାଗିଯାଇଥିବା ଜାଣି ଡ୍ରାଇଭର ଟ୍ରକ୍‌କୁ ସୁରକ୍ଷିତ ଭାବେ ରାସ୍ତା କଡ଼ରେ ରଖି ଲିଭାଇବାକୁ ଚେଷ୍ଟା କରି ବିଫଳ ହୋଇଥିଲେ। ପରେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଯଶୀପୁର ଥାନା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୀଳଗିରିକୁ ପଶିଲେ ୪୫ରୁ ଊର୍ଦ୍ଧ୍ୱ ହାତୀ, ଲୋକେ ଆତଙ୍କିତ

ସଜନାଗଡ଼,୨୫।୧୧(ଡି.ଏନ୍‌.ଏ.): ଝାଡ଼ଖଣ୍ଡ ଜଙ୍ଗଲରୁ ନିୟମିତ ଭାବେ ୨୦୧୦ ମସିହାରୁ ହାତୀପଲ ବାଲେଶ୍ୱର ଜିଲା ନୀଳଗିରି ବନାଞ୍ଚଳକୁ ଚାଲିଆସୁଛନ୍ତି। ଝାଡ଼ଖଣ୍ଡ ଦଲମା ଜଙ୍ଗଲରୁ ହାତୀପଲ ଆସି ଓଡ଼ିଶା...

ବରା ଉପରେ ପିଆଜ ପ୍ରଭାବ

ଢେଙ୍କାନାଳ ଅଫିସ, ୭।୧୨ – ପିଆଜ ଦରକୁ ନେଇ ସବୁଠି ଏବେ ଚର୍ଚ୍ଚା। ରୋଷେଇ ଘରେ ସବୁଠାରୁ ବେଶି ଖୋଜା ପଡୁଥିବା ଏହି ଅତ୍ୟାବଶ୍ୟକ ପରିବା...

ଶ୍ରୀକ୍ଷେତ୍ରକୁ ଜଗିଛି ଅଚଳ ସିସିଟିଭି କ୍ୟାମେରା

ପୁରୀ ଅଫିସ, ୧୯।୧୨ : ଅନ୍ତର୍ଜାତୀୟ ପର୍ଯ୍ୟଟନ ସହର ଶ୍ରୀକ୍ଷେତ୍ର। ଦୈନିକ ଏଠାକୁ ଦେଶ ବିଦେଶର ଲକ୍ଷାଧିକ ଭକ୍ତ ଆସିଥାନ୍ତି। ସେମାନେ ମହାପ୍ରଭୁଙ୍କ ଦର୍ଶନ କରିବା...

ବେଆଇନ ବାଣ କାରଖାନାରେ ଚଢ଼ାଉ,୩ ଗିରଫ

ଆସିକା,୧୦ା୯(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଆସିକା ଥାନା ନଳବଣ୍ଟା ଗ୍ରାମରେ ବେଆଇନ ଭାବେ ଚାଲିଥିବା ୭ ବାଣ କାରଖାନା ଉପରେ ପୋଲିସ ସୋମବାର ଚଢ଼ାଉ କରିଥିଲା। ସେଠାରୁ...

ରୌଦ୍ରତାପରେ ଜଳୁଛି ଟିଟିଲାଗଡ଼, ବଲାଙ୍ଗୀର

  ବଲାଙ୍ଗୀର ଅଫିସ, ୨୬ା୫ ବଲାଙ୍ଗୀର ଜିଲାରେ ଗତ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ଜାରି ରହିଛି ା ରାଜ୍ୟର ସର୍ବାଧିକ ତାପମାତ୍ରା ଟିଟିଲାଗଡ଼ରେ ରେକର୍ଡ...

ଶାରିଶୂଆକୁ ସଜେଇବାକୁ ନିଆଗଲା ପଦକ୍ଷେପ : ସ୍ଥାନ ଅନୁଧ୍ୟାନ ପାଇଁ ପହଞ୍ଚିଲେ ଇଞ୍ଜିନିୟରିଂ ଟିମ୍‌

ଖଇରା, ୨୯।୮(ଡି.ଏନ.ଏ)-ବଦଳିବ ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡର ସୌନ୍ଦର୍ଯ୍ୟ। ଖଣି ମାଫିଆମାନଙ୍କ ଲୋଲୁପ ଦୃଷ୍ଟିରୁ ବାହାରି ଏବେ ପର୍ଯ୍ୟଟକମାନଙ୍କ ପାଇଁ ନୂଆ...

ଗଛରେ ପିଟିହେଲା ବାଇକ୍‌ : ୨ ଯୁବକ ମୃତ

ସିମୁଳିଆ,୨୦।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମାର୍କୋଣା ଅଞ୍ଚଳରେ ଲକ୍ଷ୍ମୀପୂଜା ଅବସରରେ ଅପେରା ଦେଖିବା ପାଇଁ ଆସି ଦୁଇ ଯୁବକ ରବିବାର ଭୋର୍‌ ୪ଟାରେ ବାଇକ୍‌...

ବ୍ୟବସାୟୀଙ୍କୁ ଗୁଳିମାଡ଼, ୧୫ହଜାର ଲୁଟ୍‌

କେନ୍ଦୁଝର,୨୬।୪( ସ୍ବ.ପ୍ର./ଡି.ଏନ.ଏ.)- କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ବାଁପାର ଗ୍ରାମ ନିକଟରେ ଗୁରୁବାର ରାତି ପ୍ରାୟ ୧୦ଟାରେ ଦିଲୀପ ବେହେରା ନାମକ ବ୍ୟବସାୟୀଙ୍କୁ ଗୁଳି ମାଡ଼...

Coronavirus Update

Archives

Model This Week

Why Dharitri