Posted inଜାତୀୟ

ରାସ୍ତାରେ ଥିବା ଖାଲଖମାରେ ଗଛ ଲଗାଇ ପ୍ରତିବାଦ ଜଣାଇଲେ ବାସିନ୍ଦା

ହାଇଦ୍ରାବାଦ,୧୮।୧୧: ବାରମ୍ବାର କୌଣସି ସମସ୍ୟା ନେଇ ପ୍ରଶାସନ ନିକଟରେ ଗୁହାରି କରିବା ପରେ ଏହାର ସମାଧାନ ନ ହେଲେ ବେଳେବେଳେ ଲୋକେ ଅଜବ ପ୍ରତିବାଦ ଜଣାଇଥାନ୍ତି। ଏଭଳି ଏକ ପ୍ରତିବାଦ କରିଛନ୍ତି ତେଲେଙ୍ଗାନା ହାଇଦ୍ରାବାଦ୍‌ସ୍ଥିତ ପୀର୍ଜାଡ଼ିଗୁଡ଼ା ଅଞ୍ଚଳର ବାସିନ୍ଦା। ସେମାନେ ଗତ ସେପ୍ଟେମ୍ବରଠାରୁ ଲଗାତାର ସ୍ଥାନୀୟ ପ୍ରଶାସନ ନିକଟରେ ରାସ୍ତାଘାଟରେ ଥିବା ଖାଲଖମା ଠିକ୍‌ କରିବା ପାଇଁ ଗୁହାରି କରିବା ପରେ ମଧ୍ୟ ସମସ୍ୟାର ସମାଧାନ ନ ହେବାରୁ ଏକ ଅଜବ ପ୍ରତିବାଦ କରିଛନ୍ତି। ସେମାନେ ମିଳିତ ଭାବେ ରାସ୍ତାର ଖାଲଖମାରେ ଗଛ ଲଗାଇଛନ୍ତି। ଏହାକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଚେନ୍‌ ଗିଳିଦେଲେ ଚୋର, ପେଟରୁ ଚେନ୍‌ ବାହାର କରିବା ପାଇଁ ଏମିତି ଉପାୟ ଖୋଜିଲା ପୋଲିସ

ବିକାନେର,୨୫।୮: ପୋଲିସକୁ ଚକ୍‌ମା ଦେବା ପାଇଁ ଚୋର ଭିନ୍ନ ଭିନ୍ନ ପନ୍ଥା ଆପଣାଇଥାଏ। କିନ୍ତୁ ପୋଲିସଠାରୁ ବର୍ତ୍ତିବା ସବୁବେଳେ ତା’ ପାଇଁ ସମ୍ଭବ ହୋଇ ନ...

ସଂସଦରେ ଅଚଳାବସ୍ଥା ଜାରି

ନୂଆଦିଲ୍ଲୀ,୧୫।୩: ସଂସଦରେ ବୁଧବାର କ୍ରମାଗତ ତୃତୀୟ ଦିନ ଧରି ଅଚଳାବସ୍ଥା ଜାରି ରହିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବ୍ରିଟେନର କେମ୍ବ୍ରିଜ୍‌ ୟୁନିଭର୍ସିଟିରେ ଭାରତୀୟ ଗଣତନ୍ତ୍ର...

ବର୍ଷାଋତୁ ପୂର୍ବରୁ ବୁଢ଼ା ପାହାଡ଼ ହେବ ମାଓମୁକ୍ତ: ଆରମ୍ଭ ହେବ ଅପରେଶନ୍‌ ଅଲ୍‌ଆଉଟ୍‌

ରାଞ୍ଚି ୨୫।୫: ବର୍ଷାଋତୁ ପୂର୍ବରୁ ଛତିଶଗଡ଼ ଏବଂ ଝାଡ଼ଖଣ୍ଡ ମଧ୍ୟରେ ଥିବା ବୁଢ଼ା ପାହାଡ଼ ଅଞ୍ଚଳକୁ ମାଓମୁକ୍ତ କରାଯିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଛି। ଏଠାରେ...

ପାନ୍ଥର୍ସ ପାର୍ଟି ସୁପ୍ରିମୋ ଭୀମ ସିଂଙ୍କ ପରଲୋକ

ଶ୍ରୀନଗର,୩୧।୫: ଜମ୍ମୁ କଶ୍ମୀର ନ୍ୟାଶନାଲ ପାନ୍ଥର୍ସ ପାର୍ଟିର ସୁପ୍ରିମୋ ପ୍ରଫେସର ଭୀମ ସିଂଙ୍କ ଦେହାନ୍ତ ହୋଇଛି। ସେ ମଙ୍ଗଳବାର ସକାଳେ ଜମ୍ମୁର ବକ୍ସି ନାଗର ହସ୍ପିଟାଲରେ...

ଭିଟା ମାଟିକୁ ଫେରିବେ କଶ୍ମୀର ପଣ୍ଡିତ: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ କରିଛି ଯୋଜନା

ଶ୍ରୀନଗର,୨୧।୭: ଜମ୍ମୁ-କଶ୍ମୀରକୁ ପୁଣି କଶ୍ମୀର ପଣ୍ଡିତ ଫେରାଇ ଆଣିବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଯୋଜନା ଆରମ୍ଭ ହୋଇଛି। ଗତ ଏକମାସ ଧରି ଏନେଇ ସ୍ବରାଷ୍ଟ୍ର...

ରାଷ୍ଟ୍ରପତିଙ୍କ ନିକଟକୁ ଗଲା ନିର୍ଭୟା ଅଭିଯୁକ୍ତଙ୍କ କ୍ଷମା ଆବେଦନ

ନୂଆଦିଲ୍ଲୀ,୬।୧୨: ରାଜଧାନୀ ଦିଲ୍ଲୀରେ ଦୀର୍ଘ ୭ ବର୍ଷ ତଳେ ଘଟିଥିବା ବହୁଚର୍ଚ୍ଚିତ ନିର୍ଭୟା ବଳାତ୍କାର ଘଟଣାର ଏବେ ସମାଧାନ ହେବାକୁ ଯାଉଛି। ହାଇଦ୍ରାବାଦ ପରେ ନିର୍ଭୟା...

ପର ଘରେ ବାସନ ମାଜୁଥିଲେ ମୋଦିଙ୍କ ମା’

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମା’ ହୀରାବେନଙ୍କ ଶୁକ୍ରବାର ସକାଳେ ୧୦୦ ବର୍ଷ ବୟସରେ ଅହମ୍ମଦାବାଦର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଛି। ହୀରାବେନ ଗୁଜରାଟର ପାଲନପୁରରେ...

ତେଲେଙ୍ଗାନାରେ ଭାଜପାର ମିଶନ ଜାରି! ଇସ୍ତଫା ଦେଲେ ଟିଆର୍‌ଏସ୍‌ ବିଧାୟକ

ହାଇଦ୍ରାବାଦ,୧୨।୬: ତେଲେଙ୍ଗାନା ରାଷ୍ଟ୍ର ସମିତିର ବରିଷ୍ଠ ନେତା ତଥା ତେଲେଙ୍ଗାନାର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ଇ. ରାଜେନ୍ଦ୍ର ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। କିଛି ଦିନ ପୂର୍ବରୁ...

Advertisement
Archives

Model This Week