Posted inଜାତୀୟ

ରାସ୍ତାରେ ପଡିଲା ବିଡା ବିଡା ଟଙ୍କା, ଗୋଟାଇବାକୁ ଲୋକଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦିତା

କୋଲକାତା,୨୧।୧୧: ବିରାଟ ଅଟ୍ଟାଳିକା ଉପରୁ ବିଡା ବିଡା ଟଙ୍କା ପଡୁଛି। ରାସ୍ତାରେ ଟଙ୍କା ଗୋଟାଇବାକୁ ଲୋକଙ୍କ ମଧ୍ୟରେ ଏକପ୍ରକାର ପ୍ରତିଦ୍ୱନ୍ଦିତା ଚାଲିଛି। ଏଭଳି ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଛି ପଶ୍ଚିମବଙ୍ଗର କୋଲକାତା ସହରରେ। ଏକ ଘରୋଇ ସଂସ୍ଥାର ଏକ କାର୍ଯ୍ୟାଳୟ ଉପରେ ଡିଆରଆଇ ଅଧିକାରୀ ଚଢାଉ କରାଯାଇଥିଲା। ଚଢାଉ ସୂଚନା ପାଇବା ପରେ ଅଟ୍ଟାଳିକା ଭିତରେ ଏକ ଗାଧୁଆ ଘର ଭିତରୁ ରାସ୍ତାକୁ ଟଙ୍କା ବିଡା ଫୋପଡାଯାଇଥିଲା। ଏହି କାର୍ଯ୍ୟାଳୟରେ ଆମଦାନୀ ଏବଂ ରପ୍ତାନୀ କାର୍ଯ୍ୟ ହୋଇଥାଏ। ତେବେ ଏଥିରେ କିଛି ବଡ ଧରଣର ଠକେଇ ଅଭିଯୋଗ ହୋଇଥିଲା। ଯାହାକୁ ଆଧାର କରି ଚଢାଉ ଉକରାଯାଇଥିଲା। ଚଢାଉ ଭୟରେ ଅଟ୍ଟାଳିକାର ଅଷ୍ଟମ ମହଲାରୁ ୫୦୦ ଏବଂ ୨୦୦୦ଟଙ୍କିଆ ନୋଟ ରାସ୍ତାକୁ ଫୋପଡା ଯାଇଥିଲା ବୋଲି ଜଣାପଡିଛି। ପାଖାପାଖି ୩.୭୪ ଟଙ୍କା ଫିଙ୍ଗାଯାଇଥିବା ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୟାନସର୍‌ ମେଡିସିନକୁ ମିଳିଲା ମଞ୍ଜୁରୀ: ରୋଗୀଙ୍କ ପାଇଁ ବଡ଼ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୭।୮: ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ (FDA) ମେଟାଷ୍ଟାଟିକ ପାନକ୍ରିଏଟିକ କ୍ୟାନସର୍‌ ରୋଗର ଚିକିତ୍ସା ପାଇଁ ରେଭଲ୍ୟୁସନ ମେଡିସିନ୍ସର ନୂତନ ଔଷଧ ‘ରାସୋକ’କୁ ଅନୁମୋଦନ କରିଛି।…

୩୦୦ରୁ ଅଧିକ ଭାରତୀୟଙ୍କ ପତ୍ତା ମିଳୁନି, ଚିନ୍ତାରେ ପରିବାର: କେଉଁ ରାଜ୍ୟରୁ କେତେ ନିଖୋଜ ଜାଣନ୍ତୁ…

କାଠମାଣ୍ଡୁ,୨୭।୮: ନେପାଳରେ ପ୍ରବଳ ବନ୍ୟା ଓ ଭୂସ୍ଖଳନ ଭୟଙ୍କର ଧ୍ୱଂସଲୀଳା ରଚିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ଏପର୍ଯ୍ୟନ୍ତ ୧୬୨ ଜଣଙ୍କ ମୃତ୍ୟୁ ନିଶ୍ଚିତ ହୋଇଛି। ମୃତକଙ୍କ ସଂଖ୍ୟା…

ପୁଣି କ୍ରାଶ୍‌ ହେଲା ବିମାନ: ସବୁକିଛି ଚୁର୍‌ମାର୍‌, ବିମାନରେ ଥିଲେ…

ଲକ୍ଷ୍ନୌ,୨୭।୮: ଉତ୍ତର ପ୍ରଦେଶର କାନପୁରରେ ଏକ ବଡ଼ଧରଣର ବିମାନ ଦୁର୍ଘଟଣା ଘଟିଛି। ଗଙ୍ଗା ବ୍ୟାରେଜ ନିକଟରେ ଏକ ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଉଭୟ ପାଇଲଟଙ୍କ…

କିଏ ଏହି ଅନୟା ବାଙ୍ଗର, ଆପଣ ତାଙ୍କ ବିଷୟରେ କେତେ ଜାଣନ୍ତି? ଜାଣନ୍ତୁ ଜୀବନ କାହାଣୀ

ନୂଆଦିଲ୍ଲୀ,୨୭।୮: କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଦ୍ୱାରା ସମ୍ପ୍ରଦାୟ କ୍ରିକେଟ ଖେଳିବାକୁ ଅନୁମତି ଦିଆଯିବା ପରେ ଅନାୟା ବାଙ୍ଗର ବହୁତ ଚର୍ଚ୍ଚାର ବିଷୟ ହୋଇଛନ୍ତି। ସେ ସମ୍ପ୍ରତି ଖେଳକୁ…

ଟିମ ଇଣ୍ଡିଆରେ ସ୍ଥାନ ପାଇଲେ ଦ୍ରାବିଡ-ସେହ୍ବାଗଙ୍କ ପୁଅ: ଏହି ଦେଶ ବିପକ୍ଷରେ ଖେଳିବେ ଦିନିକିଆ ସିରିଜ୍‌

ନୂଆଦିଲ୍ଲୀ,୨୭।୮: ପୂର୍ବତନ ଟିମ ଇଣ୍ଡିଆ ଅଧିନାୟକ ରାହୁଲ ଦ୍ରାବିଡ ଏବଂ କିମ୍ବଦନ୍ତୀ ଓପନର ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଏବେ ଟିମ ଇଣ୍ଡିଆ ଜର୍ସି ପିନ୍ଧି ନଜର ଆସିବେ।…

ଆମ୍ବଗଛରେ ଝୁଲୁଛି ପୁଷ୍ପାଞ୍ଜଳୀଙ୍କ ମୃତଦେହ, ଦେହରେ….

ପାଟଣା,୨୭ା୮(ବୀର କିଶୋର ଦାଶ): ପାଟଣା ଥାନା ଡାଳପକା ପଞ୍ଚାୟତର ବନବୀର ଗ୍ରାମର ଆମ୍ବଗଛରୁ ଜଣେ ଯୁବତୀଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି । ମୃତ ଯୁବତୀ ଜଣକ…

ଏତେ ଅଧିକ ବଢିଯିବ ଅଣ୍ଡା ଦାମ୍‌, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ, ୨୭।୮: ପିଆଜ, ଚିନି ଓ ଡାଲିର ବଢ଼ୁଥିବା ଦର ମଧ୍ୟରେ ଏବେ ଅଣ୍ଡାର ଦାମ ମଧ୍ୟ ବହୁତ ବଢ଼ିବାର ଆଶଙ୍କା ରହିଛି। ଗତ ଏକ ବର୍ଷ…

ବିବାହର ୨ ବର୍ଷ ପରେ ଗୁମର ଖୋଲିଲେ ଶୋଭିତା: ନାଗା ଚୈତନଙ୍କ ସହ…

ମୁମ୍ବାଇ: ବିବାହର ପ୍ରାୟ ଦୁଇ ବର୍ଷ ପରେ ଶୋଭିତା ତାଙ୍କ ବୈବାହିକ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ଅଭିନେତ୍ରୀ ଶୋଭିତା ଧୂଲିପାଲା ଏବଂ ନାଗା ଚୈତନ୍ୟ ୨୦୨୪ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri