ନବରଙ୍ଗପୁର,୧୨ା୨(ବି.ପ୍ର.): କାମଳ ରୋଗରେ ଆକ୍ରାନ୍ତ ରୋଗୀଙ୍କୁ ଦେଶୀ ଚିକିତ୍ସା ପାଇଁ ଅଟୋରେ ନେଉଥିବା ସମୟରେ ରାସ୍ତାରେ ମୃତ୍ୟୁ ଘଟିଥିଲା ା ଅଟୋ ଚାଳକ ମୃତଦେହ ନେଇ ପାରିବେ ନାହିଁ ବୋଲି କହିଥିଲେ। ଅଟୋ ଚାଳକ ମାନବିକତା ଭୁଲିଯାଇ ମୃତଦେହକୁ ରାସ୍ତାରେ ଛାଡି ଚାଲି ଯାଇଥିଲେ। ଏଭଳି ଏକ ଘଟଣା ନବରଙ୍ଗପୁର ଜିଲା କୋଷାଗୁମୁଡା ବ୍ଲକରେ ଦେଖା ଦେଇଛି।
କୋଷାଗୁମୁଡା ବ୍ଲକ କୋଟାଗାଁ ପଞ୍ଚାୟତ ଅଧୀନ ତାରାଗାଁର ଉଷା ଭତରା(୨୧)ଙ୍କ ଶରୀର ଅସୁସ୍ଥ ଥିବାରୁ ବି.ଏମ. ସେମଳା ଗାଁରେ ଥିବା ବାପା ଘରେ ରହୁଥିଲେ । ସେ କାମଳ ରୋଗରେ ଆକ୍ରାନ୍ତ ଥିବା ଜାଣିବା ପରେ ପରିବାର ଲୋକ ବିଭିନ୍ନ ଡାକ୍ତରଖାନା ନେଇ ଚିକିତ୍ସା କରାଇଥିଲେ। ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ନ ଘଟିବାରୁ ଛତିଶଗଡ ବସ୍ତର ଜିଲା ଅଧୀନ ଆଡବାଲଠାରେ ଦେଶୀ ଚିକିତ୍ସା ପାଇଁ ଏକ ଅଟୋରେ ନେଉଥିଲେ। ବଡ ଆମ୍ବଡା ଗାଁ ରାସ୍ତା ନିକଟରେ ଉଷାଙ୍କ ମୃତ୍ୟୁ ଘଟିଥିଲା। ମୃତଦେହ ଅଟୋରେ ନେବେ ନାହିଁ ବୋଲି ଅଟୋ ଚାଳକ କହି ରାସ୍ତା କଡରେ ହିଁ ଓହ୍ଲାଇ ଦେଇଥିଲେ। ମୃତଦେହ ଘରକୁ କିପରି ନେବେ ସେଥିପାଇଁ ପରିବାର ଲୋକ ବ୍ୟତିବ୍ୟସ୍ତ ହୋଇପଡିଥିଲେ। ପରେ ସ୍ଥାନୀୟ ବାସିନ୍ଦା କୋଷାଗୁମୁଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଯୋଗାଯୋଗ କରିବା ପରେ ମହାପ୍ରୟାଣ ଗାଡିକୁ ଡକାଇଥିଲେ। ମହାପ୍ରୟାଣ ଗାଡି ପହଞ୍ଚି ମୃତଦେହ ବି.ଏମ. ସେମଳାରେ ନେଇ ଛାଡିଥିଲା।
Posted inଆମ ଜିଲା ଖବର, ନବରଙ୍ଗପୁର, ରାଜ୍ୟ View All

ହେଡ୍କ୍ୱାର୍ଟର୍ସରେ ରହିବାକୁ ଶିକ୍ଷକଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): କରୋନା ପାଇଁ ସାରା ରାଜ୍ୟରେ ଗତ ୬ମାସରୁ ଊର୍ଦ୍ଧ୍ୱ ହେବ ସ୍କୁଲ ବନ୍ଦ ରହିଛି। ଏବେ ଅନ୍ଲାଇନ୍ରେ ପାଠପଢ଼ା ଚାଲିଥିଲେ ମଧ୍ୟ...

ପ୍ରସନ୍ନଙ୍କୁ ଧର୍ମେନ୍ଦ୍ରଙ୍କ ପ୍ରଶ୍ନ: ପଶ୍ଚିମ ଓଡ଼ିଶାର ବିକାଶ ହେବ ବୋଲି କହି ଆଣିଥିଲ, ମୁଖ୍ୟମନ୍ତ୍ରୀ କାହିଁକି ଛାଡ଼ି ଚାଲିଗଲେ
ଭୁବନେଶ୍ୱର/ବରଗଡ଼ ଅଫିସ,୧୮।୧୦(ବ୍ୟୁରୋ): ଆଉ ତିନି ଦିନ ପରେ ବିଜେପୁର ଉପନିର୍ବାଚନ। ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କ ପାଇଁ ପ୍ରଚାର ମଙ୍ଗ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଧରିଥିବା...

ପାନିର୍ ଲାଗି ବଡା ଗୁଲ୍ଗୁଲା, ଠେଲାପେଲା
ବଲାଙ୍ଗୀର ଅଫିସ, ୧ା୫ – ବଲାଙ୍ଗୀର ମ୍ୟୁନିସିପାଲିଟି ଅଧୀନ ୧୭ ନମ୍ବର ୱାର୍ଡ ଅନ୍ତର୍ଗତ ବିଷ୍ଣୁମୁଣ୍ଡା ଓ ଖଲିଆପାଲି ଅଞ୍ଚଳରେ ପାନୀୟ ଜଳସମସ୍ୟା ଏକ ସାଧାରଣ...

ମଦ ପିଇବାକୁ ଟଙ୍କା ନ ଦେବାରୁ ଠେଙ୍ଗାରେ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା
ଝାରସୁଗୁଡ଼ା ଅଫିସ,୧୭।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଏମ୍ସିଏଲ୍ ରାମପୁର କଲୋନୀ ଏମ୍କ୍ୟୁ-୧୪ନମ୍ବର କ୍ବାଟରର୍ସରେ ଏକ ଅଭାବନୀୟ ଘଟଣା ଘଟିଛି। ମଦ ପିଇବା ପାଇଁ...

ଚେଇଁ ଶୋଇଛି ଗ୍ରାମ୍ୟ ଉନ୍ନୟନ ବିଭାଗ:ଭୁବନ-ଯାଜପୁର ରାସ୍ତା ଡେଥ୍ ଜୋନ୍
ଭୁବନ, ୧୫।୬ (ଡି.ଏନ.ଏ.)ଢେଙ୍କାନାଳ ଜିଲା ଭୁବନରୁ ଯାଜପୁର ଜିଲାକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରମୁଖ ରାସ୍ତା ଡେଥ୍ ଜୋନ୍ ପାଲଟିଛି। ଖାଲଖମାରେ ଭର୍ତ୍ତି...

ସେଦିନର ବିଭୀଷିକାକୁ ଭୁଲିନାହାନ୍ତି ବରୀବାସୀ
ବରୀ,୨୯ା୮(ଡି.ଏନ.ଏ.): ୨୦୨୦ ଅଗଷ୍ଟ ମହାବନ୍ୟାର କରାଳ ରୂପକୁ ବର୍ଷେ ପରେ ବି ବରୀବାସୀ ଭୁଲି ପାରିନାହାନ୍ତି। ବ୍ରାହ୍ମଣୀ ଓ ଖରସ୍ରୋତା ନଦୀରେ ୧୦ରୁ ଊର୍ଦ୍ଧ୍ୱ ଘାଇ...

ରାସ୍ତାକଡ଼ରେ ଛିଡା ହୋଇଥିବା ଗାଡିକୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ
ଛେଣ୍ଡିପଦା,୨୮।୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ଥାନା କୋଶଳା ଦେଇ ଯାଇଥିବା ୬୩ନଂ ରାଜ୍ୟ ରାଜପଥର କୋଶଳା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ୨ ପିକଅପ୍ ଭ୍ୟାନକୁ ଧକ୍କା...

ଗୁଟ୍ଖା କାରଖାନାରେ ଚଢ଼ାଉ: ୩ ଗିରଫ, ମାଲିକ ଫେରାର
ବ୍ରହ୍ମପୁର ଅଫିସ,୭୮-ସଦର ଥାନା ପୋଲିସ ସୋମବାର ରାତିରେ ଭୈରବନଗରରେ ବେଆଇନ ଭାବେ ଚାଲିଥିବା ଏକ ଗୁଟ୍ଖା କାରଖାନାରେ ଚଢାଉ କରିଥିଲା। ସେଠାରୁ ବହୁ ପରିମାଣର ଗୁଟ୍ଖା...