ରାସ୍ତା କଡ଼ରେ ଜଣଙ୍କୁ ଜାଳିଦେଲେ ଦୁର୍ବୃତ୍ତ

ଗୋପାଳପୁର,୮ା୫(ଡି.ଏନ୍‌.ଏ.)- ବ୍ରହ୍ମପୁର ପୋଲିସର ଦିଗପହଣ୍ଡି ଓ ଗୋଳନ୍ଥରା ଥାନା ସୀମାବର୍ତ୍ତୀ ଅଞ୍ଚଳରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତା କଡ଼ରେ ଜଣଙ୍କୁ ଦୁର୍ବୃତ୍ତମାନେ ପୋଡି ଦେଇଛନ୍ତି। ଗୁରୁବାର ସନ୍ଧ୍ୟାରେ ଗୋଳନ୍ଥରା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି।
ପ୍ରକାଶ ଯେ, ଗୋଳନ୍ଥରା ଥାନା ଅନ୍ତର୍ଗତ ଟାମଣା ଛକଠାରୁ ୫ଶହ ମିଟର ଦୂର ମୁଖ୍ୟରାସ୍ତା କଡରେ ଗୁରୁବାର ସକାଳେ ନିଅଁା ଜଳୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ପାଖକୁ ଯିବାରୁ ଟାୟାର ଓ କାଠରେ ଏକ ମୃତଦେହ ପୋଡାଯାଇଥିବା ବେଳେ ନିଅଁା ଜଳୁଥିଲା। ଏନେଇ ସେମାନେ ଦିଗପହଣ୍ଡି ଥାନାକୁ ଖବର ଦେଇଥିଲେ। ଥାନା ଅଧିକାରୀ ବସନ୍ତ ସେଠୀ ସାଇଣ୍ଟିଫିକ୍‌ ଟିମ୍‌ ଓ ଡଗ୍‌ସ୍କ୍ବାଡ ସହ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ଘଟଣା ଘଟିଥିବା ସ୍ଥାନଟି ତାଙ୍କ ଅଞ୍ଚଳର ହୋଇ ନ ଥିବାରୁ ସେ ଗୋଳନ୍ଥରା ଥାନାକୁ ଖବର ଦେଇଥିଲେ। ଗୋଳନ୍ଥରା ଥାନା ଅଧିକାରୀ ବାବୁଲି ନାୟକ ଓ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ ସନ୍ଧ୍ୟାରେ ସେଠାରେ ପହଞ୍ଚତ୍ଥିଲେ। ପରେ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର, ଅତିରିକ୍ତ ଏସ୍‌ପି ପ୍ରଶାନ୍ତ କୁମାର ମିଶ୍ର, ଚିକିଟି ଏସ୍‌ଡିପିଓ ସୁରେନ୍ଦ୍ର ନାଥ ମୁର୍ମୁ ପହଞ୍ଚତ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ କରିଥିଲେ। ଘଟଣାସ୍ଥଳଟି କେଉଁ ଥାନା ଅଞ୍ଚଳରେ ଯାଉଛି ସ୍ପଷ୍ଟ ହୋଇ ନ ଥିବାରୁ ମାମଲା ରୁଜୁ ହୋଇନାହଁ। ଅନ୍ୟପକ୍ଷରେ ରାତି ହୋଇଥିବାରୁ ଶୁକ୍ରବାର ସକାଳୁ ସାଇଣ୍ଟିଫିକ୍‌ ଟିମ୍‌ ତଦନ୍ତ କରିବ ବୋଲି ଜଣାପଡିଛି। ଘଟଣାସ୍ଥଳରେ ୨ଟି ଥାନା ପକ୍ଷରୁ ପୋଲିସ ଜଗି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବା ବ୍ୟବସାୟୀଙ୍କ ଉପରେ ମାଡ଼ିଗଲା ଟ୍ରକ, ଜଣଙ୍କ ଜୀବନ ଗଲା; ୨ ଗୁରୁତର

ରସୁଲପୁର,୪ା୯(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ବାରବାଟୀ ପଞ୍ଚାୟତର ଓଡ଼ଙ୍ଗ ଠାରେ ଶୁକ୍ରବାର ଭୋର୍‌ ସମୟରେ ୧୬ନଂ ଜାତୀୟ ରାଜପଥ ଉପରେ ବସୁଥିବା ଦୈନିକ ପରିବା...

ଭିଜିଲାନ୍ସ ଜାଲରେ ଫରେଷ୍ଟର : ଏକକାଳୀନ ୪ ସ୍ଥାନରେ ଚାଲିଛି ଚଢ଼ାଉ

ବୌଦ୍ଧ,୨୬।୯(ସ୍ବ.ପ୍ର.): ବୌଦ୍ଧ ଓ ଫୁଲବାଣୀ ଭିଜିଲାନ୍ସ ପକ୍ଷରୁ ବୌଦ୍ଧର କେନ୍ଦୁପତ୍ର ବିଭାଗରେ କାର୍ଯ୍ୟରତ ଫରେଷ୍ଟର ଜଗବନ୍ଧୁ ପାତ୍ରଙ୍କ ଘରେ ଚଢ଼ାଉ ଚାଲିଛି। ଗୁରୁବାର ସକାଳୁ ଭିଜିଲାନ୍ସ...

ବେଆଇନ ମାଙ୍କଡ଼ା ପଥର ବୋଝେଇ ଗାଡ଼ି ଓଲଟିଲା

ବେଗୁନିଆ, ୨୩। ୮ (ଡି.ଏନ.ଏ.)- ବେଆଇନ ଭାବେ ପଥର ଖଣିରୁ ଗୁରୁବାର ବିଳମ୍ବିତ ରାତିରେ ମାଙ୍କଡା ପଥର ବୋଝେଇ କରି ପଳାଇ ଯାଉଥିବା ଏକ ମିନି...

ବୃଦ୍ଧା ମା’ଙ୍କ ଉପରେ ଇଟା ଲଦିଦେଲେ ପୁଅବୋହୂ

ଯାଜପୁର ଅଫିସ,୪ା୪: ଯାଜପୁର ଜିଲା ମଙ୍ଗଳପୁର ଥାନା ଅନ୍ତର୍ଗତ ଦତ୍ତପୁର ଗ୍ରାମରେ ସମ୍ପତ୍ତି ଲୋଭରେ ବୃଦ୍ଧା ମା’ଙ୍କୁ ଇଟାରେ ପୋତି ଦେଇଥିବା ଭଳି ଏକ ଅଭାବନୀୟ...

ପିପିଇ କିଟ୍‌ ନ ଥିବାରୁ ଚିକିତ୍ସା କଲେନି, ଚାଲିଗଲା ଜୀବନ

ବ୍ରହ୍ମପୁର ଅଫିସ,୧।୮: ଗଞ୍ଜାମ ଜିଲାରେ ପୁଣି ଜଣେ ରୋଗୀଙ୍କ ଚିକିତ୍ସାରେ ଅବହେଳା କରାଯାଇଥିବା ଅଭିଯୋଗ ଆସିଛି। ପିପିଇ କିଟ ନ ଥିବା ଦର୍ଶାଇ ଶୁକ୍ରବାର ବ୍ରହ୍ମପୁରସ୍ଥିତ...

ହାଇୱା ଧକ୍କାରେ ଚାଲିଗଲା ଖବରଦାତାଙ୍କ ଜୀବନ

କେନ୍ଦୁଝର,୧୨ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଟାଉନ ଥାନା ଜୁଡ଼ିଆ ଘାଟି ନିକଟ ୪୯ ନମ୍ବର ଜାତୀୟ ରାଜପଥ ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ନିକଟରେ ରବିବାର ଏକ ହାଇୱା...

କଳାହାଣ୍ଡିରେ କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ

ଭବାନୀପାଟଣା,୧୫।୨: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଆଜି ଓଡିଶା ବନ୍ଦ ଡାକରା ଦିଆଯାଇଛି। କଳାହାଣ୍ଡି ଜିଲାରେ ଏହାର ପ୍ରଭାବ ପଡିଛି। କେନ୍ଦ୍ରର ଭାଜପା...

ତପ୍ତପାଣି ଘାଟିରେ ଓଲଟିଲା ମିନିବସ୍‌: ଜଣେ ମୃତ, ୨୫ ଆହତ

ଦିଗପହଣ୍ଡି,୨୧ା୫(ଡି.ଏନ.ଏ.)-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ତପ୍ତପାଣି ଘାଟିରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୫ଟାରେ ଏକ ମିନିବସ ଓଲଟି ପଡ଼ିବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୫ରୁ...

Advertisement
Archives

Model This Week