ରାସ୍ତା ଖୋଳି ସୀମା ଅବରୋଧ

ଗୁଣପୁର,୨୭ା୪(ଡି.ଏନ୍‌.ଏ.): ଗଜପତି ଜିଲା ସୀମାନ୍ତ ଆନ୍ଧ୍ରରେ କରୋନା ରୋଗୀ ଚିହ୍ନଟ ହେବା ପରେ ରାୟଗଡ଼ା ଜିଲା ପୋଲିସ ଓ ପ୍ରଶାସନ ପାଇଁ ଏହା ଏବେ ମୁଣ୍ଡ ବ୍ୟଥାର କାରଣ ପାଲଟିଛି। ଗୁଣପୁର ସୀମାକୁ ଲାଗି ରହିଥିବା ୪ଟି ରାଜ୍ୟର ସୀମାନ୍ତ ରାସ୍ତା ଏବଂ ୨ଟି ଜିଲା ଏପରି ୬ଟି ଅଞ୍ଚଳ ରାସ୍ତା ଉପରେ ଏବେ କଟକଣା କଡ଼ାକଡ଼ି କରାଯାଇଛି। ଜଗନ୍ନାଥପୁର, ଗୋଠଳପଦର, ସୁଲୁଡ଼ି, କାଟିକି, କତାଗୁଡ଼ା, ବାଡିଗାଁ ଭାୟା ଗାଦିଆଖଳା ଗୁଣପୁରର ୪ଟି ରାଜ୍ୟ ସୀମାନ୍ତରେ ପୋଲିସ ପକ୍ଷରୁ ଚେକ ପୋଷ୍ଟ କରାଯିବ ସହ ଯାତାୟତ ଉପରେ ସତର୍କ ଦୃଷ୍ଟି ରଖାଯାଇଛି। ସେହିପରି ରାୟଗଡ଼ା-ଗଜପତି ଜିଲା ସୀମାନ୍ତ କତାଗୁଡ଼ାଠାରେ ମଧ୍ୟ ପୋଲିସ ଚେକ ପୋଷ୍ଟ କରାଯାଇ ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖାଯାଇଛି। ଗଜପତି-ରାୟଗଡ଼ା ସୀମାନ୍ତ ବାଡିଗାଁ ଭାୟା ଗୁଣପୁର ରାସ୍ତାକୁ ଖୋଳି ଦିଆଯାଇ ଅବରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ କର୍ମୀ ନୈନା ସାହୁ ମୃତ୍ୟୁ ମାମଲା: ହତ୍ୟା ମାମଲା ରୁଜୁ କଲା ପୋଲିସ

କେନ୍ଦୁଝର,୯ା୨(ସ୍ବ.ପ୍ର.): ସାମାଜିକ କର୍ମୀ ନୈନା ସାହୁଙ୍କ ମୃତ୍ୟୁ ଘଟଣାରେ ପୋଲିସ ଗୁରୁବାର ହତ୍ୟା ମାମଲା ରୁଜୁ କରିଛି। ଡିଏସ୍‌ପି କ୍ରାଇମ ଏହି ମାମଲାକୁ ତଦାରଖ କରୁଛନ୍ତି।...

ଶ୍ରୀକ୍ଷେତ୍ରକୁ ଜଗିଛି ଅଚଳ ସିସିଟିଭି କ୍ୟାମେରା

ପୁରୀ ଅଫିସ, ୧୯।୧୨ : ଅନ୍ତର୍ଜାତୀୟ ପର୍ଯ୍ୟଟନ ସହର ଶ୍ରୀକ୍ଷେତ୍ର। ଦୈନିକ ଏଠାକୁ ଦେଶ ବିଦେଶର ଲକ୍ଷାଧିକ ଭକ୍ତ ଆସିଥାନ୍ତି। ସେମାନେ ମହାପ୍ରଭୁଙ୍କ ଦର୍ଶନ କରିବା...

କେସି ହାଇସ୍କୁଲରୁ ଇଂଲିଶ୍‌ ମାଧ୍ୟମ ସ୍କୁଲ ସ୍ଥାନାନ୍ତର ଦାବି: ପୁଣି ତେଜିଲା ଆନ୍ଦୋଳନ

ବ୍ରହ୍ମପୁର ଅଫିସ,୨୫ା୬- ଗୋଷାଣୀନୂଆଗଁାସ୍ଥିତ ପୁରାତନ କେସି ହାଇସ୍କୁଲ ପରିସରରେ ଚାଲିଥିିବା ବେଆଇନ ଇଂଲିଶ ମାଧ୍ୟମ ସ୍କୁଲକୁ ଉଚ୍ଛେଦ ନେଇ ପୁଣି ତୀବ୍ର ବିରୋଧ ହୋଇଛି। ସୋମବାର...

ବାଇକ୍‌ ସହ ପୋଲ ତଳକୁ ଖସିପଡ଼ିଲେ, ଚାଲିଗଲା ଜୀବନ ଗଲା

ପାଟଣା,୨୨ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ମାଛଗଡ଼ ସାହାରପଡ଼ା ରାସ୍ତାର ପଇତାମଜା ନିକଟରେ ଏକ ପୋଲ ତଳକୁ ଖସି ପଡ଼ି ଜଣେ ୪୬ ବର୍ଷୀୟ ବାଇକ ଆରୋହୀଙ୍କ ଜୀବନ...

ବିଦ୍ୟୁତ ଆଘାତରେ ମୋଟର ମେକାନିକ ମୃତ

ବ୍ରହ୍ମପୁର ଅଫିସ,୨୫ା୮-ବିଦ୍ୟୁତ ଆଘାତରେ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିତ୍ସିତ ହେଉଥିବା ଜଣେ ମୋଟର ମେକାନିକଙ୍କ ଶନିବାର ରାତିରେ ମୃତ୍ୟୁ ଘଟିଛି। ସେ...

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଚାଷୀ

ଦେଓଗାଁ,୯ା୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକର ବିଭିନ୍ନ ପାକ୍ସରେ ନା ନା ଅବ୍ୟବସ୍ଥା ମଧ୍ୟରେ ଧାନ କିଣା ଚାଲିଛି। ମିଲର୍ସ, ଧାନ ବେପାରୀ ତଥା ପାକ୍ସରେ...

ସାଧାରଣ ଲୋକଙ୍କ ପାଇଁ ବନ୍ଦ ହେଲା ତୈଳ ବିଶୋଧନାଗାର ରାସ୍ତା

ପାରାଦୀପ,୫ା୮(ସ୍ବ.ପ୍ର.): ପାରାଦୀପ ତୈଳ ବିଶୋଧନାଗାର ରାସ୍ତାରେ ଫାଟକ ଲଗାଇବାକୁ ନେଇ ୨ବର୍ଷ ତଳେ ଅନେକ ବିବାଦ ମୁଣ୍ଡ ଟେକିଥିଲା। ଏପରି କି ଇଡ୍‌କୋ ଉକ୍ତ ଫାଟକକୁ...

ହାଇଓ୍ବା ଲୁଟ୍‌ ଘଟଣା, ୨ ଟ୍ରକ୍‌ ଡ୍ରାଇଭର କୋର୍ଟ ଚାଲାଣ

ଧର୍ମଶାଳା/ଜେନାପୁର,୧୧।୧୨(ଡି.ଏନ୍‌.ଏ.)- ଜେନାପୁର ପୋଲିସ ମଙ୍ଗଳବାର ହାଇଓ୍ବା ଲୁଟ୍‌ ଅଭିଯୋଗରେ ୨ ଜଣ ଡ୍ରାଇଭରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ଘଟଣାରେ ପୋଲିସ ଚୋରି...

Advertisement
Archives

Model This Week