ରାସ୍ତା ତଳକୁ ଖସିଲା ବାଇକ୍‌, ଜଣେ ମୃତ

ଝୁମ୍ପୁରା, ୨୮।୧୧ (ଡି.ଏନ.ଏ.)-ବାରିଆ ଥାନାଞ୍ଚଳ ଅନ୍ତର୍ଗତ ବରାହପଶି ଜଙ୍ଗଲ ରାସ୍ତାରେ ଗୁରୁବାର ଅପରାହ୍ନରେ ଏକ ବାଇକ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ଯିବାରୁ ହିମାଂଶୁ ମହାନ୍ତ ନାମକ ଜଣେ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ, ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ଯୁବକ ଦ୍ୱୟଙ୍କର ଘର ସଦର ଥାନା ଅଞ୍ଚଳର ଖପରାଖାଇ ଗ୍ରାମରେ। ଆହତ ଯୁବକଙ୍କୁ ଚିକିତ୍ସା ଲାଗି କେନ୍ଦୁଝର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୋଲିସ ଡାକ୍ତରଖାନାରେ ପହଞ୍ଚିବାପରେ ମୃତଦେହ ବ୍ୟବଚ୍ଛେଦ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭୂତ ଛଡ଼ାଇବା ନାଁରେ ନାବାଳକଙ୍କୁ ଜୋତାଧୂଆଁ ଦେବା ଘଟଣା: ଗିରଫ ହେଲେ ଗୁଣିଆ ଦମ୍ପତି

ଭୋଗରାଇ, ୧୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା ଥାନା ଅଧୀନ ମହାଗବ ଅଞ୍ଚଳର ଜଣେ ରୋଗଗ୍ରସ୍ତ ନାବାଳକଙ୍କୁ ଭୂତ ଲାଗିଥିବା କହି ଗୁଣିଆ ଦମ୍ପତି ଜୋତାପୋଡ଼ି...

ଆମ୍ବ ଚାଷୀଙ୍କ ବଇରି ସାଜିଛନ୍ତି ହାତୀ

ଚମ୍ପୁଆ, ୧୬।୬ (ଡି.ଏନ.ଏ.)- କେନ୍ଦୁଝର ଜିଲାର ଉପାନ୍ତ ଚମ୍ପୁଆ ସେକ୍ସନ ଅଧୀନ ବନାଞ୍ଚଳରେ ମାସେ ହେବ ହାତୀ ଉପଦ୍ରବ ଜାରିିରହିଛି। ସେମାନେ ଦିନରେ ଝାଡଖଣ୍ଡ ବନାଞ୍ଚଳରେ...

ଦୁଇଓଳି ଖାଦ୍ୟ ଯୋଗାଡ଼ ଚିନ୍ତା

ଖଇରା, ୧୫।୬(ଡି.ଏନ୍‌.ଏ.)-ରାତି ପାହିଲେ ଖାଦ୍ୟ ଚିନ୍ତା। ଯେଉଁ ବୟସରେ ମା’ ବାପାଙ୍କ ସ୍ନେହ ଶ୍ରଦ୍ଧା ମଧ୍ୟରେ ରହି ହସିଖେଳି ଦିନ କାଟିବା କଥା, ସେଠାରେ ସେମାନଙ୍କୁ...

‘କରୋନା’ ସଚେତନତା କାର୍ଯ୍ୟକ୍ରମରେ ଯାତ୍ରା କଳାକାର ଦୈତାରୀ, ଦାମ

ଔପଦା,୧୯।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ସଦର ବଜାର ଓ ଗଡ଼ସାହି ହାଟରେ ଗୁରୁବାର ଅପରାହ୍ନରେ କରୋନା ସଚେତନତା କାର୍ଯ୍ୟକ୍ରମ କରାଯାଇଥିଲା। ଜନହିତ ଯୁବକ ସଂଘ ପକ୍ଷରୁ...

ବନବିଭାଗ ପକ୍ଷରୁ ସହାୟତା

ଜଳେଶ୍ୱର, ୧୦।୬(ସ୍ବ.ପ୍ର)-ବିଳମ୍ବରେ ହେଲେ ମଧ୍ୟ ବାଲେଶ୍ୱର ଜିଲାର ରାଇବଣିଆ ଅଞ୍ଚଳରେ ଚଳିତବର୍ଷ ବାରମ୍ବାର ହାତୀ ଉପଦ୍ରବରେ କ୍ଷତିଗ୍ରସ୍ତ ହୋଇଥିବା ଲୋକଙ୍କୁ ବନବିଭାଗ ପକ୍ଷରୁ କ୍ଷତିପୂରଣ ପ୍ରଦାନ...

ହଜି ଯାଉଛି ଅସନପାଟର ପରିଚୟ

କେନ୍ଦୁଝର, ୧୦ା୭ (ସ୍ବ.ପ୍ର.)- କେନ୍ଦୁଝର ଜିଲାର କଳା ସଂସ୍କୃତି ନିଆରା। ଏକଦା ଏଠାରେ ସାମରିକ କଳାର ପ୍ରତୀକ ସ୍ବରୂପ ଛଉ ନୃତ୍ୟର ପ୍ରସିଦ୍ଧି ରହିଥିଲା। ଝୁମ୍ପୁରା...

ନବନିର୍ବାଚିତ ଏମ୍‌ପି ଏବଂ ବିଧାୟକଙ୍କ ପାଟଣା ଗସ୍ତ : ଲୋକଙ୍କ ନିକଟତର ହେବାକୁ କର୍ମୀଙ୍କୁ ପରାମର୍ଶ

ପାଟଣା,୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ଅଞ୍ଚଳକୁ ନବନିର୍ବାଚିତ ପାଟଣା ବିଧାୟକ ଜଗନ୍ନାଥ ନାଏକ ଓ ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ ଗସ୍ତ କରିଛନ୍ତି। ନିର୍ବାଚିତ...

ପାଟଣାର ପୂର୍ବତନ ବିଧାୟକ ରାମରାୟ ଗୁରୁତର

ପାଟଣା,୧୯ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାମରାୟ ମୁଣ୍ଡା ବାର୍ଦ୍ଧକ୍ୟ ଜନିତ ରୋଗର ଶିକାର ହୋଇ ପ୍ରଥମେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ...

Advertisement
Archives

Model This Week