ରାସ୍ତା ନାହିଁ, ନଦୀପାଣିରେ ପଶି ଡାକ୍ତରଖାନା ଗଲେ ଗର୍ଭବତୀ

ରାୟଗଡ଼ା ଅଫିସ,୨୧।୧୨: ରାୟଗଡ଼ା ଜିଲାରେ ପୁଣି ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। ଗ୍ରାମରେ ରାସ୍ତା ନ ଥିବାରୁ ଜଣେ ଗର୍ଭବତୀଙ୍କୁ ଶନିବାର ଚଲାଇ ଚଲାଇ ୩ କିଲୋମିଟର ନେବା ପରେ ଝାବତୀ ନଦୀ ପାର କରାଯାଇଛି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ସହରରୁ ମାତ୍ର ୫ କିଲୋମିଟର ଦୂର ସିରିପାଡ଼ି  ଗ୍ରାମରେ। ଏହି ଗ୍ରାମର କମଲେଶ ହୁଇକାଙ୍କ ସ୍ତ୍ରୀ ସୁନୁ ହୁଇକାଙ୍କ ଅସହ୍ୟ ଗର୍ଭ ଯନ୍ତ୍ରଣା ହେବାରୁ ପରିବାର ସମେତ ଗ୍ରାମବାସୀ ବୋହି ବୋହି ପାଦଚଲା ରାସ୍ତାରେ ଆଣିବା ପରେ ଝାବତୀ ନଦୀ ପାର କରାଇଥିଲେ। ନଦୀ ଅପରପାର୍ଶ୍ୱରେ ଅଙ୍ଗନୱାଡ଼ି ଦିଦି ଓ ଆଶାକର୍ମୀ ଅପେକ୍ଷା କରି ରହିଥିଲେ। ପରେ ଦିଦିମାନଙ୍କ ଦ୍ୱାରା ଗର୍ଭବତୀଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କର ଏକ କନ୍ୟା ସନ୍ତାନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri