ରାସ୍ତା ନିର୍ମାଣରେ ବିଳମ୍ବ: ଟାୟାର୍‌ ଜାଳି ରାସ୍ତାରୋକୋ

ମହାକାଳପଡ଼ା,୪।୯(ଡି.ଏନ.ଏ.): ମହାକାଳପଡା ବ୍ଲକ ଅଧୀନ ବିଜୟ ନଗର-ଓରତ ମୁଖ୍ୟ ପୂର୍ତ୍ତ ରାସ୍ତା ନିର୍ମାଣ ବିଳମ୍ବ ପ୍ରତିବାଦରେ ସ୍ଥାନୀୟ ଓଳିଆ ଗ୍ରାମରେ ଲୋକମାନେ ଟାୟାର ଜାଳି ରାସ୍ତା ରୋକ କରିଛନ୍ତି। ଯାହା ଫଳରେ ବସ, ଟ୍ରକ, ବାଇକ, ଜରୁରୀ କାଳୀନ ସେବା ଗାଡି ସମେତ ପଥଚାରି ଯାତାୟତରେ ସମସ୍ୟା ହେଉଛି। ମିଳିଥିବା ସୁଚନା ଅନୁସାରେ, ଏହି ପୂର୍ତ୍ତ ବିଭାଗ ଦ୍ୱାରା ପରିଚାଳିତ ଏହି ନିର୍ମାଣ କାର୍ଯ୍ୟକୁ ଠିକାଦାରମାନେ ମନମୁଖୀ ଭାବେ କରୁଛନ୍ତି। ଫଳରେ ଟିକେ ବର୍ଷା ହେଲେ କାଦୁଅ ପାଣି ପଚର ପଚର ହେଉଥିବା ନେଇ ଅସନ୍ତୋଷ ଦେଖିବାକୁ ମିଳିଛି। ଏ ସମ୍ପର୍କରେ କେନ୍ଦ୍ରାପଡା ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ସରୋଜ କୁମାର ନାୟକଙ୍କ ମତାମତ ନିଆଯିବାପରେ ଯେ କହିଥିଲେ, ବର୍ଷା ଯୋଗୁ ନିର୍ମାଣ ବାଧାପ୍ରାପ୍ତ ହେଉଛି। ଦିନେ ଦୁଇ ମଧ୍ୟରେ କାର୍ଯ୍ୟ ଆରମ୍ଭ ହେବ ବୋଲି ଯନ୍ତ୍ରୀ କହିଛନ୍ତି। ରାସ୍ତା ନିର୍ମାଣ ପ୍ରତିବାଦରେ ଓଳିଆ ଗ୍ରାମରେ ରାସ୍ତାରୋକୋ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ଚାମେଲିଙ୍କୁ ନ୍ୟାୟ ଦାବିରେ ବିକ୍ଷୋଭ ସମାବେଶ:ଥାନା ସମ୍ମୁଖରେ ପୋଲିସ ପଇଁତରା

ମହାକାଳପଡ଼ା,୧୩।୬(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବିଡ଼ିଓ ଚାମ୍ବରରେ ତିଖିରୀ ସରପଞ୍ଚ ଚାମେଲୀ ଓଝା ଭିଡ଼ିଓ ରେକର୍ଡକୁ ନେଇ ବିଡ଼ିଓ ରବି ନାରାୟଣ ଆଚାର୍ଯ୍ୟ ଥାନାରେ…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଅବକାରୀ ବିଭାଗର SI-ASI ସସ୍‌ପେଣ୍ଡ

କେନ୍ଦ୍ରାପଡ଼ା/ରାଜନଗର,୧୧ା୬(ଜଗନ୍ନାଥ ଧଳ/ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ବାରଦିଆ ଗ୍ରାମର ବିନୋଦ ଦାସଙ୍କୁ ଅବକାରୀ ଥାନାରେ ଥାର୍ଡ ଡିଗ୍ରୀ ମାମଲାରେ ଅବକାରୀ କମିଶନର ଅବକାରୀ…

ସାଙ୍ଗଙ୍କୁ ଘରୁ ଡାକିନେଇ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ରାଜନଗର,୧୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ପଟାମୁଣ୍ଡାଇ ବ୍ଲକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କଜଳବନ୍ଧ ଗ୍ରାମରେ ବୁଧବାର ରାତିରେ ଏକ ଦୁଖଃଦ ତଥା ଅଭାବନୀୟ ଘଟଣା ଘଟିଯାଇଛି। ରାତି…

ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ, ତୁରନ୍ତ କାର୍ଯ୍ୟ ସାରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ

ମହାକାଳପଡ଼ା,୧୧ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡା ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା ବୈଠକ ବ୍ଲକ ସଭା ଗୃହରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri