ରାସ୍ତା ନିର୍ମାଣ ଦାବିରେ ଜିଲାପାଳଙ୍କ ଅଫିସ ଆଗରେ ଗ୍ରାମବାସୀଙ୍କ ବିକ୍ଷୋଭ

ବରଗଡ଼ ଅଫିସ,୨୧।୧୨: ବରଗଡ଼ ଜୀରାନଦୀରେ ପୋଲ ନିର୍ମାଣ ଦୁଇବର୍ଷ ତଳୁ ସରିଛି। ମାତ୍ର ରାସ୍ତା ନିର୍ମାଣ ହୋଇ ପାରି ନାହିଁ। ଫଳରେ ଏପର୍ଯ୍ୟନ୍ତ ପୋଲ ନିର୍ମାଣର କୌଣସି ସୁଫଳ ମିଳି ନାହିଁ ବୋଲି ଅଭିଯୋଗ ହୋଇଛି। ଏ ନେଇ ବରଗଡ଼ ବ୍ଲକ ଅନ୍ତର୍ଗତ ରୋହିଣିଆଁରୁ ଖୁଣ୍ଟପାଲି ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ଦାବିରେ ଶନିବାର ୮ଟି ଗ୍ରାମର ଶତାଧିକ ଗ୍ରାମବାସୀ ବରଗଡ଼ ଜିଲାପାଳଙ୍କ ଅଫିସ ଆଗରେ ଧାରଣାରେ ବସିବା ସହିତ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏଥିରେ ଖୁଣ୍ଟପାଲି, ତୁରୁଙ୍ଗା, ତୁମଗାଁ, ଲିଙ୍ଗରାଜ, ବାଦପାଲି, ବେହେରା, କୁସନପୁରୀ ଆଦି ଗ୍ରାମର ଗ୍ରାମବାସୀ ସାମିଲ ଅଛନ୍ତି। ରାସ୍ତା ନିର୍ମାଣ ନେଇ ଠୋସ୍‌ ପ୍ରତିଶ୍ରୁତି ନ ମିଳିବା ପର୍ଯ୍ୟନ୍ତ ସେମାନେ ଧାରଣାରୁ ଓହରିବେ ନାହିଁ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ୍‌ ଗେମ୍‌ ପାଇଁ ନାବାଳକଙ୍କୁ ହତ୍ୟା ମାମଲା: ମୁଖ୍ୟ ଅଭିଯୁକ୍ତ ଲକି କୋର୍ଟ ଚାଲାଣ

କୋରାପୁଟ,୧୭।୪(ସ୍ବ.ପ୍ର.): କୋରାପୁଟ ଟାଉନ ଥାନା ଅଧୀନ ମସିପୁଟ ଗ୍ରାମରେ ମୋବାଇଲ୍‌ ଗେମ୍‌କୁ ନେଇ ଜଣେ ନାବାଳକକୁ ତାଙ୍କର ଦୁଇ ସାଙ୍ଗ ପଥରରେ ଛେଚି ହତ୍ୟା କରିବା...

ଛୋଟ ପିଲାଙ୍କୁ ଖାଦ୍ୟ ବାଣ୍ଟିଲେ ଆଶାକର୍ମୀ

ବିଞ୍ଝାରପୁର,୬।୪(ଡି.ଏନ.ଏ): ସ୍ବଳ୍ପ ଦରମା ସତ୍ତ୍ୱେ ବିଞ୍ଝାରପୁର ବ୍ଲକ ଘଣ୍ଟିଆଳି ପଞ୍ଚାୟତ ଲେଙ୍କାସାହିର ଆଶାକର୍ମୀ ତିଳୋତ୍ତମା ବେହେରା ନିଜସ୍ବ ଉଦ୍ୟମରେ ଗ୍ରାମର ବିଭିନ୍ନ ପରିବାରରେ ଥିବା ଛୋଟ...

ଟାଙ୍ଗୀରେ ପାନୀୟ ଜଳ ସମସ୍ୟା : ୧୦ ହଜାରରୁ ଊର୍ଦ୍ଧ୍ୱ ଲୋକ ହନ୍ତସନ୍ତ

ଟାଙ୍ଗୀ(ଖୋର୍ଦ୍ଧା),୭ା୬(ଡି.ଏନ.ଏ.) : ସମ୍ପ୍ରତି ଟାଙ୍ଗୀରେ ପାନୀୟ ଜଳ ଯୋଗାଣ ବ୍ୟାହତ ହୋଇଛି। ଏଥିଯୋଗୁ ଘୋର ପାନୀୟ ଜଳ ସମସ୍ୟା ଦେଖାଦେଇଛି। ତେବେ ପ୍ରଶାସନିକ ଅବହେଳା ଏଥିପାଇଁ...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା

ଭଣ୍ଡାରିପୋଖରୀ,୩।୫(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ସରସଦା ଗ୍ରାମରେ ସୋମବାର ସକାଳେ ଅଗ୍ନିକାଣ୍ଡ ଘଟଛି। ଏଥିରେ ଗ୍ରାମର ନୃସିଂହ ଜେନାଙ୍କ ୨ ବଖରା ଓ ଚୌଧୁରୀ...

ଲଗାଣ ବର୍ଷାରେ ଘର ଭାଙ୍ଗିଲା, ଘରେ ପଶିଲା ପାଣି

କୋକସରା,୬।୯(ଡି.ଏନ.ଏ.)-ନୂଅଁାଖାଇ ପରେ ଅଞ୍ଚଳରେ ଖୁସିର ବାତାବରଣ ଲାଗି ରହିଥିବା ବେଳେ କଳାହାଣ୍ଡି ଜିଲା କୋକସରା ବ୍ଲକରେ ଗତ ଦୁଇ ଦିନ ଧରି ଲଗାଣ ବର୍ଷା ହୋଇଛି।...

୬୨ତମ ସାର୍ବଜନୀନ ଦୁର୍ଗାପୂଜା: କେସିଙ୍ଗାରେ ରାବଣ ପୋଡ଼ି ଉତ୍ସବ

କେସିଙ୍ଗା, ୮।୧୦(ଡି.ଏନ୍‌.ଏ.): କେସିଙ୍ଗା ସହରସ୍ଥିତ ଦୁର୍ଗାପୂଜା ମଣ୍ଡପରେ ଗତ ୨୯ ତାରିଖରୁ ଆରମ୍ଭ ହୋଇଥିବା ୬୨ତମ ସାର୍ବଜନୀନ ଦୁର୍ଗାପୂଜା ମଙ୍ଗଳବାର ସମ୍ପୂର୍ଣ୍ଣ ହୋଇଛି। ଏହି ଉପଲକ୍ଷେ...

ତୃତୀୟ ଦିନରେ ୧୭୫ ନାମାଙ୍କନପତ୍ର ଦାଖଲ

କୋକସରା,୧୯ା୧(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଜାରି ରହିଛି। ବୁଧବାର କଳାହାଣ୍ଡି ଜିଲା କୋକସରା ବ୍ଲକର ୨୨ଟି ପଞ୍ଚାୟତରେ ଥିବା ସମିତି...

ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ: ବନ କର୍ମଚାରଙ୍କୁ ନିସ୍ତୁକ ପିଟିଲେ

ପରଜଙ୍ଗ, ୩୧।୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ପାଳସାହି ଗ୍ରାମରେ ଗୁରୁବାର ରାତିରେ ହାତୀ ଘଉଡ଼ାଇବାକୁ ଯାଇଥିବା ବେଳେ ବନ କର୍ମଚାରୀଙ୍କ ଉପରେ ମରଣାନ୍ତକ ଆକ୍ରମଣ...

Advertisement
Archives

Model This Week