ରାସ୍ତା ମରାମତି ଦାବିରେ ଜମନକିରା ୫୩ ନମ୍ବର ରାଜ୍ୟ ରାଜପଥ ଅବରୋଧ

ଜମନକିରା, ୨୧।୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଗୌଡ଼ପାଲିଠାରୁ ଦେବଗଡ଼ ପର୍ଯ୍ୟନ୍ତ ୫୩ ନମ୍ବର ରାଜ୍ୟ ରାଜପଥର ପ୍ରାୟ ୯୦ କିଲୋମିଟର ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ସଙ୍କଟାପର୍ଣ୍ଣ ରହିଛି। ରାସ୍ତା ମରାମତି ନେଇ ଅଞ୍ଚଳବାସୀ ବାରମ୍ବାର ଦାବି କରି ଆସୁଥିଲେ ହେଁ ବିଭାଗ ଏବଂ ସମ୍ପୃକ୍ତ ଠିକାଦାର ସଂସ୍ଥା ପ୍ରତିଶ୍ରୁତି ଦେଇ ଠକିଚାଲିଛନ୍ତି। ଏ ନେଇ ବୁଧବାର ଅଞ୍ଚଳବାସୀ ଜମନକିରା ମୁଖ୍ୟଛକଠାରେ ୫୩ ନମ୍ବର ରାଜ୍ୟ ରାଜପଥକୁ ଅବରୋଧ କରିଛନ୍ତିି। ଖବର ଲେଖାଯିବା ପର୍ଯ୍ୟନ୍ତ ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରୁଛନ୍ତି । ରାସ୍ତା ମରାମତି କାମ ଆରମ୍ଭ ନ ହେବା ପର୍ଯ୍ୟନ୍ତ ରାସ୍ତାରୋକୋ ଜାରିରହିବ ବୋଲି ଆନ୍ଦୋଳନକାରୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଗଞ୍ଜେଇ ଚାଲାଣ: କାର୍‌ ଜବତ, ୨ଅଟକ

ପଟାଙ୍ଗି,୨୫।୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ପଟାଙ୍ଗି ପୋଲିସ ବୁଧବାର ଏକ ଗଞ୍ଜେଇ ବୋଝେଇ କାର୍‌ (ଓଡି୧୦ଏଲ୍‌୫୭୨୧)କୁ ଜବତ କରିଛି। ଏଥିରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଅଟକ ରଖି...

ପରିବାର ସଦସ୍ୟଙ୍କ ହାତ,ଗୋଡ଼ ବାନ୍ଧି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା, ସୁନା ଅଳଙ୍କାର

ସାକ୍ଷୀଗୋପାଳ,୩।୮(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅନ୍ତର୍ଗତ ରେଳଷ୍ଟେଶନ ନିକଟ ଯାଦବ ନିବାସରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁଇ ପରିବାରର ୭ ସଦସ୍ୟଙ୍କ ମୁଣ୍ଡରେ ପିସ୍ତଲ...

ମାନ୍ୟତା ମିଳିଲେ ଗୁରୁତ୍ୱ ବଢ଼ିବ

ବାଲେଶ୍ୱର ଅଫିସ, ୨୧।୭: ପରିବେଶ ସନ୍ତୁଳନ ରକ୍ଷା ସହ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଲାଗି ସରକାର ସମୁଦ୍ର ଉପକୂଳରେ ଜଙ୍ଗଲ ସୃଷ୍ଟି କରିବାକୁ ବିଭିନ୍ନ ଯୋଜନା...

ଆଳିରେ ଖୁଲମ୍‌ଖୁଲା ଚାଲିଛି ଚୋରାମଦ କାରବାର

ଆଳି,୪।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଅଞ୍ଚଳରେ ଦିନକୁ ଦିନ ଚୋରାମଦ କାରବାର ଖୁଲମ୍‌ଖୁଲା ଭାବେ ବଢ଼ିଚାଲିଛି। ଚୋରାମଦ ବେପାରୀମାନେ ଦିନରାତି ଏହି କାରବାରରେ ଲିପ୍ତ ରହୁଥିବା...

ଦୟାନଦୀ ଡାହାଣ ପାର୍ଶ୍ୱ ନଦୀବନ୍ଧ ଭୁଶୁଡ଼ିଲା

କଣାସ,୧୦।୨(ସ୍ବ.ପ୍ର.): କଣାସ ବ୍ଲକରେ ପ୍ରବାହିତ ହେଉଥିବା ମୁଖ୍ୟନଦୀ ଦୟାନଦୀର ବାମ ପାର୍ଶ୍ୱ ନଦୀବନ୍ଧ ବସନ୍ତପୁର ନିକଟରେ ୧୦୦ ମିଟରରୁ ଊର୍ଦ୍ଧ୍ୱ ଗତ ୩୦ ତାରିଖରେ ନଦୀ...

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଅଭିଯୁକ୍ତ ଗିରଫ

ଆସିକା,୨ା୯(ଡି.ଏନ୍‌.ଏ.): ବାଡୁଳା ଗ୍ରାମର ଜଣେ ଯୁବକ ଭଞ୍ଜନଗରର ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଥିବା ଗାଙ୍ଗପୁର ଥାନାରେ ଅଭିଯୋଗ ହୋଇଛି। ପୋଲିସ ଶନିବାର...

ହଳଦିଆପଦରକୁ ବ୍ରହ୍ମପୁର ବସ୍‌ଷ୍ଟାଣ୍ଡ ଅକ୍ଟୋବର ୨ରୁ

ବ୍ରହ୍ମପୁର ଅଫିସ,୨୮ା୮- ବ୍ରହ୍ମପୁର ବସ୍‌ଷ୍ଟାଣ୍ଡର ସ୍ଥାନାନ୍ତର ନେଇ ରହିଥିବା ସମସ୍ୟାର ଏବେ ଅନ୍ତ ଘଟିବ। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରେ ହଳଦିଆପଦର ବସ୍‌ଟର୍ମିନାଲକୁ ବ୍ରହ୍ମପୁର ବସ୍‌ଷ୍ଟାଣ୍ଡ...

ଲକ୍ଷାଧିକ ଟଙ୍କାର ୨ ହାତୀ ଦାନ୍ତ ଜବତ

କେନ୍ଦୁଝର, ୯।୧୧(ସ୍ବ.ପ୍ର.): ଭୂୟାଁ ଓ ଜୁଆଙ୍ଗ ପିଢ଼ ରେଞ୍ଜ ଅଧୀନ ନୁଣଘର ଗ୍ରାମରେ ଚଢାଉ କରି ବନ ବିଭାଗ ୨ଟି ହାତୀ ଦାନ୍ତ ଜବତ କରିଛି।...

Advertisement
Archives

Model This Week