Posted inଜାତୀୟ

ରାହୁଲଙ୍କୁ ମୋଦିଙ୍କ କଡା ଜବାବ

ନୂଆଦିଲ୍ଲୀ,୬।୨: ବଜେଟ ଅଧିବେଶନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ନେଇ ଧନ୍ୟବାଦ ପ୍ରସ୍ତାବ ଉପରେ ଚର୍ଚ୍ଚା ଚାଲିଥିବା ବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଉପରେ ବର୍ଷିଛନ୍ତି। ସଂସଦରେ ରାହୁଲଙ୍କ କଟାକ୍ଷର ଜବାବ ଦେଇ ମୋଦି କହିଛନ୍ତି, ଏବେ ମୁଁ ସୂର୍ଯ୍ୟ ନମସ୍କାର ସଂଖ୍ୟା ବଢାଇଦେବି। ଆଉ ସୂର୍ଯ୍ୟ ନମସ୍କାର କରି ପିଠିକୁ ମଜଭୂତ କରିଦେବି। ସୂଚନାଯୋଗ୍ୟ, ବୁଧବାର ରାହୁଲ ଗାନ୍ଧୀ ଏକ ନିର୍ବାଚନ ରାଲିରେ ମୋଦିଙ୍କ ଉପରେ ଖୁବ୍‌ ବର୍ଷିଥିଲେ। ସେ କହିଥିଲେ ବର୍ତ୍ତମାନ ଦେଶର ସ୍ଥିତି ଯାହା ୬ମାସ ପରେ ଯୁବବର୍ଗ ମୋଦିଙ୍କୁ ଠେଙ୍ଗାରେ ବାଡେଇବେ। ଏବେ ମୋଦି ଏହାର ଜବାବରେ ସୂର୍ଯ୍ୟ ନମସ୍କାର କରି ମଜଭୂତ ହୋଇଯିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs SL: ବୁମରା OUT; ଶ୍ରୀଲଙ୍କା ଗସ୍ତ ପୂର୍ବରୁ BCCIର ବଡ଼ ନିଷ୍ପତ୍ତି, ଏହି ଖେଳାଳିଙ୍କୁ ସୁଯୋଗ

ନୂଆଦିଲ୍ଲୀ,୩ା୮: ଶ୍ରୀଲଙ୍କା ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ଟେଷ୍ଟ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆର ସମସ୍ୟା ବଢ଼ିଚାଲିଛି । ନୀତିଶ କୁମାର ରେଡ୍ଡୀ ଓ ହର୍ଷିତ ରାଣା ଆହତ ହୋଇ…

କୋଠାବାଡ଼ି ନିର୍ମାତାଙ୍କୁ ମିଳିବ ୪ମାସର ରିହାତି

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): ମଧ୍ୟପ୍ରାଚ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତିକୁ ନେଇ କେନ୍ଦ୍ର ନଗର ଉନ୍ନୟନ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ରିଅଲ ଇଷ୍ଟେଟ୍‌ ଓ ବିଲ୍ଡର୍ସ(କୋଠାବାଡ଼ି ନିର୍ମାତା)ଙ୍କୁ ୪ମାସର…

ବାଇକକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ବସ, ଦୁଇ ବାଇକ ଆରୋହୀ ସମେତ ୭ ଯାତ୍ରୀ ଆହତ

ମୋହନା,୩।୮( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ଥାନା ରାଇଗଣ୍ଡା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ସୋମବାର…

ଶ୍ରାବଣ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଏଣୁ ବିଭିନ୍ନ ଶୈବପୀଠରେ ସକାଳୁ ଭକ୍ତ ଙ୍କ ଭିଡ଼ ଦେଖିବାକୁ ମିଳିଛି। ବିଶେଷ କରି କାଉଡ଼ିଆମାନେ…

ଶ୍ରାବଣ ମାସର ପ୍ରଥମ ସୋମବାର; ଏହି ରାଶି ଉପରେ ରହିବ ମହାଦେବଙ୍କ କୃପା, ହେବ ଧନବର୍ଷା

ଶ୍ରାବଣ ମାସର ଏହି ପ୍ରଥମ ସୋମବାରରେ, ଚନ୍ଦ୍ର କୁମ୍ଭ ରାଶିରୁ ମୀନ ରାଶିକୁ ଗୋଚର କରିଛନ୍ତି । ମଙ୍ଗଳ ବୃଷ ରାଶିରୁ ମିଥୁନ ରାଶିକୁ ସ୍ଥାନାନ୍ତରିତ ହୋଇଛନ୍ତି…

ବୀମା ଟଙ୍କା ଲୋଭରେ ସ୍ତ୍ରୀ ଉପରେ ଗାଡ଼ି ଚଢାଇ ଦେଲେ ସ୍ବାମୀ

ହମ୍ମିରପୁର, ୩ା୮ (ଉତ୍ତର ପ୍ରଦେଶ): ୪୪ ଲକ୍ଷ ଟଙ୍କାର ବୀମା ରାଶି ହଡ଼ପ କରିବା ଲୋଭରେ ଜଣେ ସ୍ବାମୀ ନିଜ ସ୍ତ୍ରୀଙ୍କୁ ପିଟି ପିଟି ହତ୍ୟା କରିଛନ୍ତି।…

ସୂତା ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭୁବନେଶ୍ୱର,୩ା୮: ଭୁବନେଶ୍ବରସ୍ଥିତ ପାତ୍ରପଡ଼ାରେ ଥିବା ସୂତା ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ ହୋଇଯାଇଛି। ପ୍ରାପ୍ତ ସୂଚନାନୁଯାୟୀ, ସୋମବାର ପୂର୍ବାହ୍ନରେ ସୂତା ଫ୍ୟାକ୍ଟ୍ରି…

ରାସ୍ତା ନ ଥିବାରୁ ପହଞ୍ଚି ପାରିଲାନି ମହାପ୍ରୟାଣ ଯାନ, ଖଟିଆରେ ବୁହା ହେଲା ମୃତଦେହ

ଦାରିଙ୍ଗବାଡ଼ି, ୩।୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଉପାନ୍ତ ଅଞ୍ଚଳରେ ରାସ୍ତା ନଥିବାରୁ ମୃତଦେହକୁ ଖଟିଆରେ ବୁହାହେବା ଘଟଣା ଏବେ ମୋବାଇଲକୁ ମୋବାଇଲ ଭାଇରଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri