ରାହୁଲଙ୍କ ନାମାଙ୍କନ ବୈଧ

ଆମେଠି,୨୨।୪: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଜନ୍ମ ପ୍ରମାଣ ପତ୍ର ତଥା ଏମ୍‌ ଫିଲ୍‌ ଡିଗ୍ରୀ ନେଇ ଭାଜପାର କିଛି ସଦସ୍ୟଙ୍କ ପକ୍ଷରୁ ରିଟର୍ଣ୍ଣିଂ ଅଫିସରଙ୍କ ପାଖରେ ଅଭିଯୋଗ ଦାଖଲ କରାଯାଇଥିଲା। ସୋମବାର ରିଟର୍ଣ୍ଣିଂ ଅଫିସର ଦାଖଲ ହୋଇଥିବା ସମସ୍ତ କାଗଜପତ୍ର ଯାଞ୍ଚ୍‌ ପରେ ଏହା ବୈଧ ବୋଲି ଘୋଷଣା କରିଛନ୍ତି। ରାହୁଲଙ୍କ ଓକିଲ କେ.ସି କୌଶିକ୍‌ ସମସ୍ତ ପ୍ରମାଣ ପତ୍ର ଦାଖଲ କରାଯାଇଥିବା କହିଛନ୍ତି। ଏସବୁର ଯାଞ୍ଚ୍‌ ପରେ ରିଟର୍ଣ୍ଣିଂ ଅଫିସର ଦାଖଲ ପ୍ରମାଣ ପତ୍ରକୁ ବୈଧ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେରରେ ବ୍ରଜକିଶୋର ୨୨୦୦୩ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୨୬ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୨୨୦୦୩ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ଏହି ରାଉଣ୍ଡରେ...

ରାଜନଗରରେ ବିଜେଡି ୬୧୦୦ ଭୋଟରେ ଆଗୁଆ

ରାଜନଗର, ୨୩।୫ (ଡି.ଏନ୍‌.ଏ.)- ରାଜନଗର ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ଧ୍ରୁବ ସାହୁ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ପ୍ରାର୍ଥୀ ଅଂଶୁମାନ ମହାନ୍ତିଙ୍କଠାରୁ ୬୧୦୦ ଭୋଟରେ ଆଗରେ...

ବାଇକ୍‌ରେ ହେଲିପ୍ୟାଡକୁ ଗଲେ ପ୍ରିୟଙ୍କା

କୁଶୀନଗର,୨୮।୨: ଉତ୍ତରପ୍ରଦେଶର କୁଶୀନଗରରେ ମାର୍ଚ୍ଚ ୩ରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ବିଭିନ୍ନ ଦଳ ପକ୍ଷରୁ ପ୍ରଚାରକୁ ଜୋରଦାର କରାଯାଇଥିବା ବେଳେ ଭୋଟରଙ୍କୁ ଆକୃଷ୍ଟ...

ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

ହାଇଦ୍ରାବାଦ,୨୮ା୩(ଆଇଏଏନ୍‌ଏସ୍‌): ତେଲେଙ୍ଗାନାରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିପୁଳ ବିଜୟ ପରେ ଶାସକ ତେଲେଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) ସାଧାରଣ ନିର୍ବାଚନର ମଇଦାନକୁ ଓହ୍ଲାଇଛି। ବିରୋଧୀ...

ବହୁ ଆଗରେ ସୂର୍ଯ୍ୟ ପାତ୍ର

ବ୍ରହ୍ମପୁର ଅଫିସ,୨୩।୫- ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀରେ ବହୁ ଆଗରେ ରହିଛନ୍ତି ବିଜେଡି ପ୍ରାର୍ଥୀ ସୂର୍ଯ୍ୟନାରାୟଣ ପାତ୍ର। ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ତାଙ୍କୁ ମିଳିଛି...

ଜଗତ୍‌ସିଂହପୁର ଜିଲାରେ ଶଙ୍ଖନାଦ

ଜଗତ୍‌ସିଂହପୁର ଅଫିସ, ୨୪।୫ : ୨୦୧୯ ନିର୍ବାଚନ ଫଳାଫଳକୁ ନେଇ ଲାଗି ରହିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଜଗତ୍‌ସିଂହପୁର ଲୋକସଭା ଆସନ ସମେତ ଜିଲାର ୪...

ଭୋଟିଂ ସମୟରେ ମୁହାଁମୁହିଁ ହେଲେ ଭାଜପା-କଂଗ୍ରେସ କର୍ମୀ: ଟେକା ପଥର ମାଡ଼

ଚଣ୍ଡିଗଡ଼,୨୧।୧୦: ହରିୟାଣା ବିଧାନସଭା ନିର୍ବାଚନରେ ଭୋଟିଂ ସମୟରେ ଭାଜପା-କଂଗ୍ରେସ କର୍ମୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୬ ଜଣ ଆହତ ହୋଇଥିବା ପୋଲିସ ପକ୍ଷରୁ ସୂଚନାର ଦିଆଯାଇଛି।...

ତାଳଚେରରେ ବ୍ରଜକିଶୋର ୧୪୦୩୭ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୧୭ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୧୪୦୩୭ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ଏହି ରାଉଣ୍ଡରେ...

Advertisement
Archives

Model This Week