Posted inଜାତୀୟ

ରାହୁଲଙ୍କ ବିକଳ୍ପ: କାର୍ଯ୍ୟକାରୀ ଅଧ୍ୟକ୍ଷ ପାଇଁ ଦୌଡ଼ରେ ୪ ସଦସ୍ୟ

ନୂଆଦିଲ୍ଲୀ,୧୨।୬: କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପଦରୁ ଇସ୍ତଫା ଦେବା ନେଇ ଅଡ଼ି ବସିଛନ୍ତି। ତେବେ ରାହୁଲଙ୍କ ବିକଳ୍ପ ଭାବେ କାହାକୁ ଚୟନ କରାଯିବ ସେ ନେଇ ଚିନ୍ତାରେ ପଡ଼ିଛନ୍ତି କଂଗ୍ରେସର ବରିଷ୍ଠ ନେତୃତ୍ୱ। ତେବେ କାର୍ଯ୍ୟକାରୀ ଅଧ୍ୟକ୍ଷ ପଦ ପାଇଁ ଦୌଡ଼ରେ କଂଗ୍ରେସର ୪ ସଦସ୍ୟଙ୍କ ନାମ ନେଇ ଚର୍ଚ୍ଚା ହେଉଛି। ସେମାନଙ୍କ ମଧ୍ୟରେ ସଚିନ୍‌ ପାଇଲଟ୍‌, ଅଶୋକ ଗେହଲଟ୍‌, ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଜ୍ୟୋତିରାଦିତ୍ୟ ସିନ୍ଧିଆ ଆଦିଙ୍କ ନାମ ଆଗରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେଜରିଓ୍ବାଲଙ୍କ ପାଇଁ ଭୋଟ ମାଗିଲେ ପରିବାର

ନୂଆଦିଲ୍ଲୀ, ୧୯।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରସୋରରେ ଚାଲିଛି। ରବିବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପାଇଁ ତାଙ୍କ ପରିବାର ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି।...

୨୪ରେ ନୂଆଦିଲ୍ଲୀରେ ପହଞ୍ଚିବ ଭାରତ ଯୋଡ଼ୋ ଯାତ୍ରା

ନୂଆଦିଲ୍ଲୀ,୧୯।୧୨: ଭାରତ ଯୋଡ଼ୋ ଯାତ୍ରା ୨୪ରେ ନୂଆଦିଲ୍ଲୀରେ ପହଞ୍ଚିବ। ଦିଲ୍ଲୀ ପରେ ପଦଯାତ୍ରା ଉତ୍ତରପ୍ରଦେଶ, ହରିୟାଣା, ପଞ୍ଜାବ ଅତିକ୍ରମ କରି ଜମ୍ମୁ-କଶ୍ମୀରରେ ଜାନୁୟାରୀ ୨୬ରେ ଶେଷ...

ପ୍ରଥମ ଥର ପାଇଁ ମୋଦି ସରକାରକୁ ସମାଲୋଚନା କଲେ ଅନୁପମ

ନୂଆଦିଲ୍ଲୀ, ୧୨ା୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଡ଼ ସମର୍ଥକ ଭେଟେରାନ ଆକ୍ଟର ଅନୁପମ ଖେର ପ୍ରଥମ ଥର ପାଇଁ ଭାଜପା ସରକାରକୁ ସମାଲୋଚନା କରିଛନ୍ତି।...

ଫଡନବିଶଙ୍କୁ ଶୁଭେଚ୍ଛା ଜଣାଇଲେ ଶିବସେନା ନେତା

ମୁମ୍ବାଇ,୯।୧୧: ମହାରାଷ୍ଟ୍ର ରାଜନୀତିର ଗଣିତ ଏବେବି ଅଡୁଆ ହୋଇ ରହିଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ତାଙ୍କ ପଦରୁ ଇସ୍ତଫା ଦେବା ପରେ ଏହାକୁ ନେଇ...

ବିପିଏଲ୍‌ ତାଲିକାରୁ ୧୨ ପ୍ରତିଶତ ମୁକ୍ତି ପାଇଛନ୍ତି…

ରାଞ୍ଚି, ୫।୬ : ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ରାଞ୍ଚିଠାରେ ଆଦିବାସୀ ସମ୍ମିଳନୀକୁ ସମ୍ବୋଧିତ କରି କହିଛନ୍ତି ଯେ ଯେତେବେଳେ ଭାରତରେ...

ଯୁଗ ବଦଳିଯାଏ କିନ୍ତୁ ବିଶ୍ୱାସ ଚିରସ୍ଥାୟୀ

ଗାନ୍ଧୀନଗର,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୁଜରାଟ ଗସ୍ତରେ ଅଛନ୍ତି। ମା’ଙ୍କ ୧୦୦ତମ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଭାଇ ପଙ୍କଜ ମୋଦିଙ୍କ ଘରେ...

ରାଜନୈତିକ ଦଳର ପଞ୍ଜୀକରଣ ରଦ୍ଦ ଲାଗି କ୍ଷମତା ଚାହୁଁଛି ଇସି

ନୂଆଦିଲ୍ଲୀ,୨୭।୬(ପି.ଟି.): ଦୁର୍ନୀତିରେ ଲିପ୍ତ ଥିବା ଅଣସ୍ବୀକୃତିପ୍ରାପ୍ତ ଦଳଗୁଡ଼ିକୁ ଚିହ୍ନଟ କରି ସେଗୁଡ଼ିକୁ ହଟାଇବା ପ୍ରକ୍ରିୟା ଚାଲିଥିବାବେଳେ ରାଜନୈତିକ ଦଳଗୁଡ଼ିକର ପଞ୍ଜୀକରଣ ରଦ୍ଦ କରିବା ଲାଗି ନିର୍ବାଚନ...

ଜିତିଲେ ମୁଖ୍ୟମନ୍ତ୍ରୀ

ଅଗରତାଲା,୨।୩: ତ୍ରିପୁରାରେ ପୁଣି ଭାଜପା ସରକାର ଗଢିବାକୁ ଯାଉଛି। ୬୦ଟି ଆସନ ବିଶିଷ୍ଠ ତ୍ରିପୁରା ବିଧାନସଭାରେ ଭାଜପା ୩୪ଟି ଆସନରେ ଏପର୍ଯ୍ୟନ୍ତ ଆଗୁଆ ଅଛି। ସେହିପରି...

Advertisement
Archives

Model This Week