Posted inଜାତୀୟ

ରାହୁଲଙ୍କ ବିରୋଧରେ ମାନହାନି ମାମଲା

ପାଟନା, ୧୮।୪: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନାଁରେ ଗୁରୁବାର ମାନହାନି ମାମଲା ଦାଏର କରିଛନ୍ତି ବିହାର ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି। ଏକ ନିର୍ବାଚନୀ ସଭାରେ ରାହୁଲଙ୍କ ‘ସବୁ ମୋଦି ଚୋର’ ବୟାନକୁ ନେଇ ଆଇପିସି ଧାରା ୫୦୦ ଅନୁଯାୟୀ ଏହି ମାମଲା ରୁଜୁ କରାଯାଇଛି। ଏପ୍ରିଲ ୨୨ରେ ଏହାର ଶୁଣାଣି କରାଯିବ। ଗୁରୁବାର ସୁଶୀଲ ମୋଦି କହିଛନ୍ତି, ରାହୁଲଙ୍କ ଏଭଳି ମନ୍ତବ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି ଅପମାନ। ଏହାସହ ମୋଦି ସରନେମ୍‌ ଥିବା ବ୍ୟକ୍ତିଙ୍କ ଭାବନାକୁ ଆଘାତ ଦେଇଛି। ସୂଚନାଯୋଗ୍ୟ, ଉକ୍ତ ସଭାରେ ରାହୁଲ ଗାନ୍ଧୀ ରାଫାଲ ଚୁକ୍ତିରେ ଭ୍ରଷ୍ଟାଚାରକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଥିଲେ। ପୂର୍ବତନ ଆଇପିଏଲ ଅଧ୍ୟକ୍ଷ ଲଳିତ ମୋଦି ଓ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ୍‌ରୁ ଋଣ ନେଇ ବିଦେଶ ପଳାଇଥିବା ପଳାତକ ଅପରାଧୀ ନୀରବ ମୋଦିଙ୍କୁ ଇସାରାରେ ସବୁ ମୋଦି ଚୋର ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେବା ପରେ ରିଲାକ୍ସ ମୁଡ୍‌ରେ ରାହୁଲ: ଦେଖିଲେ ଫିଲ୍ମ ‘ଆର୍ଟିକଲ-୧୫’

ନୂଆଦିଲ୍ଲୀ,୫।୭: କଂଗ୍ରେସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ ରାହୁଲ ଗାନ୍ଧୀ ଏବେ ଚର୍ଚ୍ଚାରେ ରହିଛନ୍ତି। ଇସ୍ତଫାକୁ ନେଇ ଲାଗିରହିଥିବା ବିବାଦରୁ ନିଜକୁ ଦୂରେଇ ରଖିବା...

କରୋନା ଭାଇରସ ଭୟ: ରଙ୍ଗ ନୁହେଁ ଫୁଲରେ ଖେଳିଲେ ହୋଲି

ଅମୃତସର,୯।୩: କରୋନା ଭାଇରସ ଭାରତରେ ଧୀରେ ଧୀରେ କାୟା ବିସ୍ତାର କରିବାରେ ଲାଗିଛି। ଏହାଠାରୁ ଦୂରେଇ ରହିବା ପାଇଁ ସରକାରୀ ଓ ବେରସକାରୀ ସ୍ତରରେ ଆରମ୍ଭ...

ବିଦେଶରେ ବି ସାଥିରେ ରହିବେ ଏସ୍‌ପିଜି ସୁରକ୍ଷାକର୍ମୀ: ଅମାନ୍ୟ କଲେ ଯାତ୍ରା ହେବ ରଦ୍ଦ

ନୂଆଦିଲ୍ଲୀ,୭।୧୦: ଏଣିକି ବିଦେଶ ଗସ୍ତ ସମୟରେ ମଧ୍ୟ ବିଶିଷ୍ଟ ବ୍ୟକ୍ତିଙ୍କ ସାଥିରେ ଏସ୍‌ପିଜି ସୁରକ୍ଷାକର୍ମୀ ରହିବେ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ...

ୟୁପି ଛାଡ଼ୁଛନ୍ତି ପ୍ରେମୀଯୁଗଳ

ବରେଲି,୨୮ା୧୨: ଉତ୍ତରପ୍ରଦେଶରେ ଧର୍ମାନ୍ତରୀକରଣ ବା ‘ଲଭ ଜିହାଦ୍‌’ ଆଇନ ପ୍ରଚଳନ ପରେ ଅଲଗା ଧର୍ମର ପ୍ରେମୀଯୁଗଳଙ୍କୁ ଘାରିଛି ଗିରଫଦାରୀ ଭୟ। ଉଭୟ ଝିଅ ଓ ପୁଅ...

ଆଇନର ଚକ୍ରବ୍ୟୁହ, ୧୯ ବର୍ଷ ଧରି ଥାନାରେ ପ୍ରଭୁ ଶ୍ରୀକୃଷ୍ଣ …

କାନପୁର,୩୦।୮: ପୁରାଣରେ ଉଲ୍ଲେଖ କରାଯାଇଛି ଦ୍ୱାପର ଯୁଗରେ ପ୍ରଭୁ ଶ୍ରୀକୃଷ୍ଣ ବନ୍ଦୀଶାଳରେ ଜନ୍ମଗ୍ରହଣ କରିଥିଲେ। ତେବେ କଳିଯୁଗରେ ଆଇନର ଚକ୍ରବ୍ୟୁହରେ ପଡ଼ି ପ୍ରଭୁ ଶ୍ରୀକୃଷ୍ଣ ଗତ...

ପଶ୍ଚିମବଙ୍ଗରେ ପୋଷ୍ଟର ୱାର

କୋଲକାତା,୨୭ ।୨: ପାଖେଇ ଆସୁଛି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ । ଶୁକ୍ରବାର ନିର୍ବାଚନ ତାରିଖ ଘୋଷଣା ହେବା ପରେ ଶନିବାର ଏଠାରେ ଦେଖିବାକୁ ମିଳିଛି ପୋଷ୍ଟର...

ଉତ୍ତରାଧିକାରୀ ବାଛିବାକୁ ସିଜେଆଇଙ୍କୁ ଦାୟିତ୍ୱ

ନୂଆଦିଲ୍ଲୀ,୨୧।୩ (ପି.ଟି.): ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏସ୍‌.ଏ. ବୋବ୍‌ଡେ ଆଉ ମାସେ ପରେ ଅବସର ନେବାକୁ ଯାଉଥିବାବେଳେ ପରବର୍ତ୍ତୀ ସିଜେଆଇ ନିଯୁକ୍ତି ଲାଗି ସରକାର...

ପଞ୍ଜାବ ସହ ଦିଲ୍ଲୀର ବାହାଘର: ନିମନ୍ତ୍ରଣ ପତ୍ର ଭାଇରାଲ

ନୂଆଦିଲ୍ଲୀ,୧୦ ।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଦିଲ୍ଲୀ ସୀମାରେ ଆନ୍ଦୋଳନ ରତ କୃଷକମାନେ ଦିନକୁ ଦିନ ନୂଆ ନୂଆ ଉପାୟ...

Advertisement


Archives

Model This Week