Posted inଖେଳ

ରାହୁଲଙ୍କ ଶତକ

ମାଉଣ୍ଟ ମଙ୍ଗୁନୁଇ,୧୧।୨- ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ଏଠାରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଶତକ ହାସଲ କରିଛନ୍ତି। ସେ ୧୦୩ ବଲର ସମ୍ମୁଖୀନ ହୋଇ ୯ ଚୌକା ଓ ଗୋଟିଏ ଛକା ସହାୟତାରେ ୧୦୧ ରନ୍‌ କରି ଅପରାଜିତ ଅଛନ୍ତି। ଭାରତୀୟ ଦଳ ୬୨ ରନ୍‌ରେ ୩ ଉଇକେଟ ହରାଇ ସଙ୍କଟରେ ଥିବାବେଳେ ରାହୁଲ ବ୍ୟାଟିଂ କରିବାକୁ ଆସିଥିଲେ। ତାଙ୍କ ଶତକ ଯୋଗୁ ୪୫.୧ ଓଭର ସୁଦ୍ଧା ଭାରତୀୟ ଦଳ ୪ ଉଇକେଟ ହରାଇ ୨୫୬ ରନ୍‌ କରିଛି। ରାହୁଲଙ୍କ ସହ ମନୀଷ ପାଣ୍ଡେ ୩୮ ରନ୍‌ କରି ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦ୍ୟୁମ୍ନଙ୍କୁ ମନ୍ତ୍ରୀ ପଦ ଦେବାକୁ ବଢ଼ୁଛି ଅନୁରୋଧ: ଗଞ୍ଜାମରୁ ୨ ଜଣକୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିବା ସମ୍ଭାବନା

ଭଞ୍ଜନଗର,୨୮।୫(ବାବୁଲା ପ୍ରଧାନ): ଦୀର୍ଘ ୧୦ ମାସର ନୀରବତା ପରେ ପୁଣି ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲିଥିବା ୬ ମନ୍ତ୍ରୀ ପଦବୀ ପୂରଣ ସହ କିଛି ପୁରୁଣା ମନ୍ତ୍ରୀଙ୍କ ପଦବୀ…

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri