Posted inଜାତୀୟ

‘ରାହୁଲ କହିଲେ ବାରାଣସୀରୁ ଲଢ଼ିବି’

ଓ୍ବାୟାନାଡ୍‌,୨୨ା୪: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କହିଲେ ବାରାଣସୀ ଲୋକ ସଭା ଆସନରୁ ନିର୍ବାଚନ ଲଢ଼ିବେ ବୋଲି ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରବିବାର କହିଛନ୍ତି। ରାହୁଲ ପ୍ରାର୍ଥୀ ହୋଇଥିବା କେରଳର ଓ୍ବାୟନାଡ୍‌ରେ ପ୍ରଚାର ପାଇଁ ୨ ଦିନିଆ ଗସ୍ତରେ ଭଉଣୀ ପ୍ରିୟଙ୍କା ଯାଇଥିଲେ। ଫେରିବା ବେଳେ ପ୍ରିୟଙ୍କା ଗଣମାଧ୍ୟମକୁ କହିଛନ୍ତି, ସେ ବାରାଣସୀରେ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ ଅଛନ୍ତି। ତେବେ ଏଥିପାଇଁ ରାହୁଲଙ୍କ ଅନୁମତି ଆବଶ୍ୟକ। ପ୍ରକାଶ ଯେ ବାରାଣସୀ ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂସଦୀୟ କ୍ଷେତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷେ ପର୍ଯ୍ୟନ୍ତ ସୁନା ନ କିଣିଲେ କ’ଣ ଶସ୍ତା ହୋଇଯିବ ସୁନା? ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୫: ଭାରତୀୟ ପରିବାରରେ ସୁନା ସର୍ବଦା ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଆସିଛି, ତାହା ଅଳଙ୍କାର ଆକାରରେ ହେଉ କିମ୍ବା ନିବେଶ ଭାବରେ। ତଥାପି, ଭାରତ ବିଶ୍ୱର…

ସରକାର ଗଠନର ଗୋଟିଏ ଦିନ ପରେ ଦେଖାଦେଲାଣି ଫାଟ, ଅସନ୍ତୋଷ ପ୍ରକାଶ କଲେ ସହଯୋଗୀ …

ଚେନ୍ନାଇ,୧୧।୫: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କ ଶପଥ ଗ୍ରହଣ ସମାରୋହ ସମୟରେ ଏକ ବିବାଦ ସୃଷ୍ଟି ହୋଇଥିଲା ଯେତେବେଳେ, ଜାତୀୟ ସଙ୍ଗୀତ(ଜନଗଣ ମନ) ଏବଂ ରାଷ୍ଟ୍ରଗୀତ(ବନ୍ଦେ ମାତରମ)…

ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ନିଷ୍ପତ୍ତି: ଭାରତ-ବାଂଲାଦେଶ ସୀମାରେ ଲାଗିବ ତାରବାଡ଼

କୋଲକାତା,୧୧।୫: ପଞ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବା ପରେ ଶୁଭେନ୍ଦୁ ଅଧିକାରୀ ସୋମବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇ ଦେବାକୁ ଘୋଷଣା…

ସୋମନାଥ ଅମୃତ ମହୋତ୍ସବରେ ଯୋଗଦେଲେ ମୋଦି, କଲେ ପୂଜାର୍ଚ୍ଚନା

ପ୍ରଭାସପାଟନା,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମନାଥ ମନ୍ଦିରରେ ଆୟୋଜିତ ‘ଅମୃତ ମହୋତ୍ସବ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ମନ୍ଦିରରେ ପୂଜା କରିଥିଲେ ଏବଂ ପ୍ରାର୍ଥନା କରିଥିଲେ।…

‘ନିର୍ବାଚନ ଶେଷ ହେବା ପରେ ମନେ ପଡିଲା ସଙ୍କଟ କଥା…’ ସୁନା ନ କିଣିବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅପିଲ ପରେ ବର୍ଷିଲେ ଅଖିଳେଶ

ନୂଆଦିଲ୍ଲୀ,୧୧।୫: ଇରାନରେ ସଂଘର୍ଷରୁ ସୃଷ୍ଟି ହୋଇଥିବା ସଙ୍କଟ ମଧ୍ୟରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକମାନଙ୍କୁ ସୁନା ନ କିଣିବା ଏବଂ ତେଲ ବ୍ୟବହାର କମ କରିବାକୁ ନିବେଦନ…

ମୋଦିଙ୍କ ବୟାନ ପରେ ସୁନାକୁ ନେଇ ବଢୁଛି ଚର୍ଚ୍ଚା, ଜାଣନ୍ତୁ ଦେଶକୁ କେଉଁଠୁ ଆସୁଛି ସୁନା, ଭାରତୀୟ ସୁନା ନ କିଣିଲେ କ’ଣ ହେବ

ନୂଆଦିଲ୍ଲୀ,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବର୍ଷ ପାଇଁ ସୁନା କିଣିବାରୁ ନିବୃତ୍ତ ରହିବାକୁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ସେ କହିଛନ୍ତି ଯେ, ଜାତୀୟ ସ୍ବାର୍ଥ ପାଇଁ,…

ମୋଦିଙ୍କ ବଡ଼ ଉପଦେଶ, କହିଲେ ଘରୁ ରହି କାମ କରିବାକୁ…

ନୂଆଦିଲ୍ଲୀ,୧୧।୫:  ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ବିଶ୍ୱ ବଜାରରେ ତୈଳ ସଙ୍କଟ ଦେଖାଦେଇଥିବାବେଳେ ଭାରତରେ ପେଟ୍ରୋଲ ଓ ଡିଜେଲ ଦର ବଢ଼ିବା ଆଶଙ୍କା କରାଯାଉଛି। ପଶ୍ଚିମ ଏସିଆ ସଙ୍କଟ…

ରାହୁଲଙ୍କୁ ମହଙ୍ଗା ପଡ଼ିଲା ଥାଲାପତିଙ୍କ ସହ ଇନଷ୍ଟା ରିଲ ଶେୟାର କରିବା

ନୂଆଦିଲ୍ଲୀ,୧୧।୫: ତାମିଲନାଡୁରେ ବିଜୟ ଥାଲାପତିଙ୍କ ଶପଥ ଗ୍ରହଣ ସମାରୋହ ସମୟରେ, ଟିଭିକେ ମୁଖ୍ୟ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସହ ମଞ୍ଚ ଉପରେ ଏକ ରିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri