Posted inଜାତୀୟ

ରାହୁଲ ଗାନ୍ଧୀଙ୍କୁ ଅହଙ୍କାରର ଚାପୁଡା ମାରିଛନ୍ତି କୋର୍ଟ: ସମ୍ବିତ ପାତ୍ର

ନୂଆଦିଲ୍ଲୀ, ୨୦।୪: ମୋଦି ସାଙ୍ଗିଆ ମାମଲାରେ ରାହୁଲ ଗାନ୍ଧୀଙ୍କ ଦାଖଲ ଯାଚିକାକୁ ସୁରଟର ସେସନ କୋର୍ଟ ଖାରଜ କରିଦେଇଛନ୍ତି। ଏ ନେଇ ଭାଜପା ସୁରଟ ସେସନ କୋର୍ଟର ରାୟକୁ ପ୍ରଶଂସା କରି କହିଛନ୍ତି, ଏହା ନ୍ୟାୟପାଳିକା ଏବଂ ଲୋକଙ୍କ ପାଇଁ ବିଜୟ। ଭାଜପା ନେତା ସମ୍ବିତ ପାତ୍ର କହିଛନ୍ତି, କୋର୍ଟଙ୍କ ରାୟରେ ଗାନ୍ଧୀ ପରିବାରର ଅହଙ୍କାର ଚୂର୍ଣ୍ଣ ହୋଇଛି ବିଶେଷ କରି ରାହୁଲ ଗାନ୍ଧୀଙ୍କୁ ଚାପୁଡ଼ା ବାଜିଛି।

ସମ୍ବିତ ପାତ୍ର ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି, ଏହି ରାୟରେ ପ୍ରମାଣିତ ହୋଇଛି ଯେ ଆଇନ୍‌ ସମସ୍ତଙ୍କ ପାଇଁ ସମାନ।
ସୂଚନାଯୋଗ୍ୟ, ସୁରଟର ସେସନ କୋର୍ଟର ଜଜ୍‌ ଆରପି ମୋଗ୍ରା ରାହୁଲ ଗାନ୍ଧୀଙ୍କ ଦାଖଲ ଯାଚିକାକୁ ଖାରଜ କରିଦେଇଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ବିମାନ ଉଡ଼ାଇବା ପୂର୍ବରୁ ମଦ ପିଇଦେଇଥିଲେ ଏୟାରଇଣ୍ଡିଆ ପାଇଲଟ: ଆଉ ତା’ପରେ…

ଓଟାଓ୍ବା,୧।୧: କାନାଡାର ଭାନକୁଭର ବିମାନବନ୍ଦରରେ ଜଣେ ଏୟାର ଇଣ୍ଡିଆ ପାଇଲଟଙ୍କୁ ନିଶାସକ୍ତ ଅବସ୍ଥାରେ ଅଟକ ରଖାଯାଇଛି। ଡିସେମ୍ବର ୨୩, ୨୦୨୫ରେ ଭାନକୁଭର-ଦିଲ୍ଲୀ (ଭିଏନା ଦେଇ) ଉଡ଼ାଣ...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

ନୂଆବର୍ଷ ପାଳନବେଳେ ବଡ଼ଧରଣର ବିସ୍ଫୋରଣ: ଅନେକ ମୃତ

ବର୍ନ,୧।୧: ସ୍ବିଜରଲାଣ୍ଡ ପ୍ରସିଦ୍ଧ ସହର କ୍ରାନ୍ସ-ମୋଣ୍ଟାନାରେ ନୂତନ ବର୍ଷ ପାଳନ ସମୟରେ ଏକ ବାରରେ ବିସ୍ଫୋରଣ  ଘଟିଛି। ଅନେକ ଲୋକ ପ୍ରାଣ ହରାଇଛନ୍ତି ଏବଂ ଅନେକ...

ବର୍ଷର ଶେଷ ଦିନରେ ଜମିଲା ଆମିଷ ବଜାର, ୭ କୋଟିର ଖାଇଦେଲେ ରାଜଧାନୀବାସୀ

ଭୁବନେଶ୍ୱର,୧।୧(ଅନୁରାଧା ମହାରଣା)- ବର୍ଷର ଶେଷ ଦିନରେ ଭୁବନେଶ୍ୱରରେ ଆମିଷ ବ୍ୟବସାୟ ଜମିଥିଲା। ପ୍ରାୟ ୭ କୋଟି ୩୦ ଲକ୍ଷ ଟଙ୍କାର ଆମିଷ କିଣିଛନ୍ତି ଗ୍ରାହକ। ଖାସି...

ବିମାନବନ୍ଦରକୁ ଘେରି ରହିଛି କୁହୁଡ଼ି: ରନ୍‌ଓ୍ବେରେ ଫସିଲା ଅନେକ ବିମାନ

ଭୁବନେଶ୍ୱର,୧ା୧: ଗୁରୁବାର ସକାଳେ ଇଂରାଜୀ ନବବର୍ଷ ୨୦୨୬ର ପ୍ରଥମ ଦିନ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଘନ କୁହୁଡ଼ି ଯୋଗୁ ବିମାନ ଚଳାଚଳ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri