Posted inଜାତୀୟ

ରାହୁଲ ଗାନ୍ଧୀଙ୍କୁ ମିଳୁନି ସିମ୍‌ କାର୍ଡ ଅବା ବ୍ୟାଙ୍କ ଋଣ: ନାମ ସାଜିଛି ବାଧକ

ଇନ୍ଦୋର,୩୦।୭: ମଧ୍ୟପ୍ରଦେଶ ଇନ୍ଦୋରରେ ବାସ କରୁଥିବା ଜଣେ ଯୁବକଙ୍କ ନାମ ରାହୁଲ ଗାନ୍ଧୀ ଥିବାରୁ କୌଣସି କମ୍ପାନୀର ମୋବାଇଲ୍‌ ସିମ୍‌ କାର୍ଡ ତାଙ୍କୁ ମିଳିପାରୁନି। ସେ ବ୍ୟାଙ୍କରେ ଋଣ ପାଇଁ ଆବେଦନ କଲେ ମଧ୍ୟ ବ୍ୟାଙ୍କ ତାଙ୍କର ପରିଚୟ ପତ୍ର ନେଇ ସନ୍ଦେହ କରୁଛନ୍ତି। ଏହା ତାଙ୍କର ନକଲି ପରିଚୟ ପତ୍ର ବୋଲି କେତେକ କହୁଛନ୍ତି। ସ୍ଥାନୀୟ ବିମାନ ବନ୍ଦର ସ୍ଥିତ ଅଖଣ୍ଡନଗରରେ ୨୩ ବର୍ଷ ବୟସ୍କ ରାହୁଲ ବାସ କରନ୍ତି। ତାଙ୍କ ପିତା ରାଜେଶ ଗାନ୍ଧୀ କପଡ଼ା ବ୍ୟବସାୟ କରନ୍ତି। ରାହୁଲ ନିଜ ନାମକୁ ନେଇ ବ୍ୟତିବ୍ୟସ୍ତ ହେବା ପରେ ଏବେ ନିଜ ନାମ ଶେଷରେ ତାଙ୍କ ସମ୍ପ୍ରଦାୟ ନାମ ମାଲବ୍ୟକୁ ଯୋଡ଼ିବାକୁ ବାଧ୍ୟ ହୋଇଛନ୍ତି। ଫଳରେ ତାଙ୍କ ନାମ ରାହୁଲ ଗାନ୍ଧୀ ମାଲବ୍ୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେକ୍ସ ରାକେଟ ଚଳାଉଥିଲେ ଭାଜପା ନେତା

ନୂଆଦିଲ୍ଲୀ, ୨୫ା୭: ମେଘାଳୟ ଭାଜପା ଉପାଧ୍ୟକ୍ଷ ବର୍ନାର୍ଡ ଏନ୍‌. ରିମ୍ପୁ ମରାକ୍‌ଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆସିଛି। ଓ୍ବେଷ୍ଟଗାରୋ ହିଲ୍ସ ଜିଲା ସଦର ମହକୁମା ତୁରା...

ଦେଶରେ ୨୩୬ ଓମିକ୍ରନ୍‌ ଆକ୍ରାନ୍ତ, ୧୬ ରାଜ୍ୟରେ ଆତଙ୍କ…

ନୂଆଦିଲ୍ଲୀ, ୨୩।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୬ ରାଜ୍ୟରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା...

ଏଆଇଏଫଏଫ ନିର୍ବାଚନ ସପ୍ତାହେ ଘୁଞ୍ଚାଇଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୨୨।୮ : ସୁପ୍ରିମକୋର୍ଟ ଅଲ୍‌ ଇଣ୍ଡିଆ ଫୁଟବଲ ଫେଡ଼େରେଶନ (ଏଆଇଏଫଏଫ) ନିର୍ବାଚନକୁ ଏକ ସପ୍ତାହ ସ୍ଥଗିତ ରଖିଛନ୍ତି। ଫିଫା ଏଆଇଏଫଏଫକୁ ନିଲମ୍ବିତ କରିଥିବାରୁ କେନ୍ଦ୍ର...

ଶୀତରେ ଥରୁଥିଲେ ଭିକାରି, ପାଖରେ ଗାଡ଼ି ଅଟକାଇଲେ ଡିଏସ୍‌ପି; ପରେ ଯାହା ଘଟିଲା ଜାଣିଲେ ଆଖିରେ ଆସିଯିବ ଲୁହ

ଏମିତି ଅନେକ ଥର ହୋଇଛି କି ରାସ୍ତାକଡ଼ରେ ଭିକ ମାଗୁଥିବା ବ୍ୟକ୍ତି ମଧ୍ୟ ଅନେକ ପାଣ୍ଡିତ୍ୟର ଅଧିକାରୀ। ଏହାର ଅନେକ ଉଦାହରଣ ମଧ୍ୟ ରହିଛି। ସେହିପରି...

ମଧ୍ୟ ପ୍ରଦେଶର ପୈତୃକ ଗ୍ରାମରେ ହେବ ଶରଦଙ୍କ ଶେଷକୃତ୍ୟ, ଦିଲ୍ଲୀରେ ଶେଷ ଦର୍ଶନ

ନୂଆଦିଲ୍ଲୀ,୧୩ ।୧: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶରଦ ଯାଦବଙ୍କ ଅନ୍ତିମ ସଂସ୍କାର ୧୪ ଜାନୁୟାରୀରେ ମଧ୍ୟ ପ୍ରଦେଶରେ ଥିବା ତାଙ୍କ ପୈତୃକ ଗ୍ରାମରେ ଅର୍ଥାତ୍ ହୋଶଙ୍ଗାବାଦରେ କରାଯିବ...

ଭିକ ମାଗି ଧନୀ: ମାସକୁ ରୋଜଗାର ୭୫ ହଜାର

ନୂଆଦିଲ୍ଲୀ,୨୮।୨: ଭିକ ମାଗି ମାସକୁ ରୋଜଗାର ୭୫ ହଜାର ଟଙ୍କା। ପାଖରେ ୭୦ ଟଙ୍କାର ଦୁଇ ଦୁଇଟି ଆପାର୍ଟମେଣ୍ଟ୍‌। ଏସବୁ ଯେକେହି ଶୁଣିଲେ ଆଶ୍ଚର୍ଯ୍ୟ ହେବେ।...

ଅଯୋଧ୍ୟା ଶୁଣାଣିର ସିଧାପ୍ରସାରଣ ନେଇ ପିଟିଶନ: ନିଷ୍ପତ୍ତି ନେବେ ସିଜେଆଇଙ୍କ ଖଣ୍ଡପୀଠ

ନୂଆଦିଲ୍ଲୀ,୭ା୯,(ପି.ଟି./ଆଇଏଏନ୍‌ଏସ୍‌): ଅଯୋଧ୍ୟାସ୍ଥିତ ରାମ ଜନ୍ମଭୂମି-ବାବ୍ରି ମସ୍‌ଜିଦ୍‌ ବିବାଦ ମାମଲା ଦୈନନ୍ଦିନ ଶୁଣାଣିର ସିଧାପ୍ରସାରଣ ଓ ରେକର୍ଡିଂ ହେବ କି ନାହିଁ ତାହା ଭାରତର ପ୍ରଧାନ ବିଚାରପତି...

୮ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କଲେ ଦୂର ସମ୍ପର୍କୀୟ

ବସ୍ତି,୧୩।୯: ଜଣେ ୧୬ ବର୍ଷୀୟ ନାବାଳକ ପଡ଼ୋଶା ଘରର ୮ ବର୍ଷୀୟା ଝିଅଙ୍କୁ ବଳାତ୍କାର କରିଛନ୍ତି। ଉତ୍ତରପ୍ରଦେଶର ବସ୍ତି ଜିଲାରେ ରବିବାର ଏଭଳି ଘଟଣା ଘଟିଛି।...

Advertisement
Archives

Model This Week