Posted inଜାତୀୟ

ରାହୁଲ ଗାନ୍ଧୀ ଦେଶର ମନୋବଳକୁ ଦୁର୍ବଳ କରୁଛନ୍ତି: ରବିଶଙ୍କର ପ୍ରସାଦ

ନୂଆଦିଲ୍ଲୀ,୨୭।୫: କରୋନା ଭାଇରସକୁ ନେଇ ଦେଶରେ ଜାରି ହୋଇଥିବା ଲକ୍‌ଡାଉନ୍‌ ଏବଂ ଚାଇନା-ନେପାଳ ସହ ହୋଇଥିବା ସୀମା ବିବାଦକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାଜପା ସରକାରକୁ ସମାଲୋଚନା କରିଛନ୍ତି। ଏହାସହ ଚୀନ ଏବଂ ନେପାଳ ସହ କ’ଣ ସମସ୍ୟା ରହିଛି ତାହା ସରକାର ସ୍ପଷ୍ଟ କରନ୍ତୁ ବୋଲି ସେ କହିଛନ୍ତି। ଏହାର ଜବାବରେ ଭାଜପା ନେତା ତଥା ଆଇନ ମନ୍ତ୍ରୀ ରବିଶଙ୍କ ପ୍ରସାଦ କହିଛନ୍ତି, ନରେନ୍ଦ୍ର ମୋଦିଙ୍କ ଭାରତକୁ କେହି ଆଖି ଉଠାଇ ଚାହିଁ ପାରିବେ ନାହିଁ। ରାହୁଲ ଏଭଳି ମନ୍ତବ୍ୟ ଦେଇ ଦେଶର ମନୋବଳକୁ ଦୁର୍ବଳ କର ରାଜନୈତିକ ଫାଇଦା ହାସଲ କରିବାକୁ ଚାହୁଁଛନ୍ତି ବୋଲି ଆଇନ ମନ୍ତ୍ରୀ କହିଛନ୍ତି। ଲକ୍‌ଡାଉନ୍‌ ଯୋଗୁ ଦେଶରେ କରୋନା ନିୟନ୍ତ୍ରଣରେ ରହିଛି। ଏହାକୁ ସମାଲୋଚନା କରିବା ହାସ୍ୟାସ୍ପଦ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଅଧିକାରୀ ଚାକିରିରୁ ନିଲମ୍ବିତ: କଡ଼ା କାର୍ଯ୍ୟାନୁଷ୍ଠାନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୨୫।୯: ରାଜ୍ୟର ଦୁଇ ବରିଷ୍ଠ ଅଧିକାରୀ ଅରୁଣ ବିଶ୍ୱାଳ ଓ ସୁଜିତ ରାଉଳଙ୍କୁ ନିଲମ୍ବନ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ…

୩୦ରେ ଓଡ଼ିଶା ବନ୍ଦ ଡାକରା: ପାଠ୍ୟପୁସ୍ତକ ତ୍ରୁଟିକୁ ନେଇ…

ଭୁବନେଶ୍ୱର,୨୫।୯: ଆସନ୍ତା ୩୦ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି ନବ ନିର୍ମାଣ କୃଷକ ସଂଗଠନ। ପାଠ୍ୟପୁସ୍ତକରେ ତ୍ରୁଟି ଏବଂ ଏହାକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?