ରାହୁଲ ଜୈନଙ୍କ ଗୀତରେ ଝୁମିଲେ ଦର୍ଶକ

ଛତ୍ରପୁର,୬ା୧୨(ଡି.ଏନ.ଏ)- ଛତ୍ରପୁର ଷ୍ଟାଡିୟମରେ ଆୟୋଜିତ ଗଞ୍ଜାମ ଜିଲାସ୍ତରୀୟ ଲୋକକଳା ମହୋତ୍ସବ ତଥା ଛତ୍ରପୁର ମହୋତ୍ସବ ଗୁରୁବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଦ୍ୱିତୀୟ ସନ୍ଧ୍ୟାର ଉଦଘାଟନୀ କାର୍ଯ୍ୟକ୍ରମରେ ଅତିଥି ଭାବେ ଦକ୍ଷିଣାଳ ଆର୍‌ଡିସି ଟି. ଆଓ, ଡିଆରଡିଏ ପିଡି ଇଂ. ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ବ୍ରହ୍ମପୁର ମହାନଗର ନିଗମର କମିଶନର ଚକ୍ରବର୍ତ୍ତୀ ସିଂ ରାଠୋର, ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ଯୋଗଦେଇଥିଲେ। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଅଧ୍ୟକ୍ଷତା କରିଥିଲେ। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିରଞ୍ଚି ନାରାୟଣ ପ୍ରଧାନ ଏହାକୁ ସଂଯୋଜନା କରିଥିଲେ। ଏହି ସନ୍ଧ୍ୟାରେ ଖଲ୍ଲିକୋଟ ବ୍ଲକ ପଥରାର ଓଡିଶୀ ମୃଦଙ୍ଗ ବାଦନ ସଂଘ ପକ୍ଷରୁ ଗଞ୍ଜାମ ଲୋକ ନୃତ୍ୟ, ଆର୍‌ ବିଂଛଣାପଲ୍ଲୀର ଅନୁରାଗ ଫୋଲକ୍‌ ଡ୍ୟାନ୍ସ ଏକାଡେମୀ ପକ୍ଷରୁ ଆନିମଲ ମାସ୍କ ଡ୍ୟାନ୍ସ, ଛତ୍ରପୁର କିଲର ବିଟ୍‌ , ଖଲ୍ଲିକୋଟ ଏମ. ଟି. ଡ୍ୟାନ୍ସ ଗ୍ରୁପ୍‌ , ବ୍ରହ୍ମପୁର ଲିସମ୍‌ ଡ୍ୟାନ୍ସ ଏକାଡେମୀର ମଡର୍ନ ଡ୍ୟାନ୍ସ, ଭଞ୍ଜନଗରର ମୁଭ୍‌ ଦ ୱାଲ୍ଡ ପକ୍ଷରୁ ୱେଷ୍ଟର୍ନ ଡ୍ୟାନ୍ସ, ବ୍ରହ୍ମପୁର ଓଡିଶୀ ନୃତ୍ୟୟନ ପକ୍ଷରୁ ଓଡିଶୀ, ଛତ୍ରପୁର ପ୍ରଗତି କଳା କେନ୍ଦ୍ର ପକ୍ଷରୁ ସମ୍ବଲପୁରୀ, ବଲାଙ୍ଗୀରର କୃଷ୍ଣପ୍ରିୟା କଳାପରିଷଦ ପକ୍ଷରୁ ଘୁଡୁକି ନାଚ ଓ ସ୍ବାତିଶ୍ରୀ ପଣ୍ଡାଙ୍କ ପକ୍ଷରୁ ଓଡିଶୀ ନୃତ୍ୟ ପରିବେଷଣ କରାଯାଇଥିଲା।
ପରେ ବଲିଉଡ୍‌ କଳାକାର ରାହୁଲ ଜୈନ ଓ ତାଙ୍କ ଟିମ୍‌ ପକ୍ଷରୁ ମେଗା ଶୋ ପରିବେଷଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…

ଜୁନାଗଡ଼ ରୋଡ୍‌ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍‌ର ଶୁଭାରମ୍ଭ କଲେ ଏମ୍‌ପି: ୨୨ରୁ ଗଡ଼ିବ ଟ୍ରେନ୍‌…

ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ ​​କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍…

ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri