Posted inଜାତୀୟ

ରାହୁଲ ହାରିଲେ: ଏବେ ଇସ୍ତଫା ଦେବେ କି ସିଦ୍ଧୁ?

ନୂଆଦିଲ୍ଲୀ, ୨୪।୫: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି ଉତ୍ତର ପ୍ରଦେଶର ଆମେଠି ଲୋକ ସଭା ଆସନରୁ ହାରିଗଲେ, ଏବେ ଇସ୍ତଫା ଦେବେ କି ସିଦ୍ଧୁ? ଏହି ପ୍ରଶ୍ନ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ପଞ୍ଜାବ ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିବା ନବଜୋତ୍‌ ସିଂ ସିଦ୍ଧୁ ହେଲେ ନିର୍ବାଚନୀ ପ୍ରଚାର ବେଳେ କହିଥିଲେ ଆମେଠିରୁ ଯଦି ରାହୁଲ ହାରିଯିବେ ତେବେ, ମୁଁ ରାଜନୀତିରୁ ସନ୍ୟାସ ନେଇଯିବି। ତାଙ୍କର ଏହି ମନ୍ତବ୍ୟ ତାଙ୍କ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି କରିଛି। ସିଦ୍ଧୁ ରାଜନୀତିରୁ ସନ୍ୟାସ କେବେ ନେବେ ବୋଲି ସୋସିଆଲ ମିଡିଆ ବ୍ୟବହାରକାରୀ ପ୍ରଶ୍ନ କରିଛନ୍ତି। ସୂଚନାଯୋଗ୍ୟ, ଭାଜପା ଛାଡି କଂଗ୍ରେସରେ ଯୋଗଦେବା ପରେ ସିଦ୍ଧୁ ବିବାଦୀୟ ହୋଇପଡିଛନ୍ତି। ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂହଙ୍କ ସହ ଝଗଡା ଯୋଗୁ ତାଙ୍କ ମନ୍ତ୍ରୀ ପଦ ବି ଯିବାର ଆଶଙ୍କା ସୃଷ୍ଟି ହୋଇଛି। କୌଣସି ନା କୌଣସି ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାରେ ରହୁଥିବା ସିଦ୍ଧୁଙ୍କ ପାଇଁ ଦଳ ପଞ୍ଜାବରେ ଖରାପ ପ୍ରଦର୍ଶନ କଲା ବୋଲି ପଞ୍ଜାବ ମୁଖ୍ୟମନ୍ତ୍ରୀ ଅଭିଯୋଗ କରିଛନ୍ତି। ଏହିସମୟରେ ସିଦ୍ଧୁଙ୍କ ରାହୁଲ ମନ୍ତବ୍ୟ ତାଙ୍କୁ ପାଇଁ ମୁଣ୍ଡବିନ୍ଧାର କାରଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଟ୍ୟୁବର ସବ୍ୟସାଚୀ ଅମିତାଭଙ୍କ ଗିରଫକୁ ନେଇ ଚର୍ଚ୍ଚା: ଜୋର୍‌ ଧରିଛି ରାଜନୀତି

କେନ୍ଦୁଝର,୨୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ମୁଖ୍ୟାଳୟ ସର୍କିଟ ହାଉସ୍‌ରେ କାର୍‌ ଧକ୍କାରେ ସେଠାକାର କର୍ମଚାରୀଙ୍କ ବାଇକ୍‌ ଭାଙ୍ଗିବା ଏବଂ ଜଗୁଆଳିଙ୍କୁ ଜାତିଆଣ ଆକ୍ଷେପ କରିବା ଅଭିଯୋଗରେ ୟୁଟ୍ୟୁବର…

କଲେଜ କ୍ୟାଣ୍ଟିନରେ ପ୍ରଥମ ଭେଟ…କିଏ ଏହି ଏହି ଶ୍ରୀନାଥ? ଯାହାଙ୍କୁ ଅନ୍ଧ ଭାବରେ ବିଶ୍ୱାସ କରନ୍ତି ବିଜୟ

ଥିରୁଭାନନ୍ତପୁରମ,୨୨।୫: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥଲାପତି ବିଜୟ ଗୁରୁବାର ତାଙ୍କ କ୍ୟାବିନେଟର ବିସ୍ତାର କରିଛନ୍ତି। ଏହି ସମାରୋହରେ ୨୩ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଥିଲେ । ରାଜ୍ୟପାଳ…

କେତେ ତାପମାତ୍ରାରେ ତରଳିଯାଏ ମଣିଷ ଚର୍ମ? ଜାଣନ୍ତୁ ଆମ ଶରୀର କେତେ ଗରମ ସହିପାରିବ…

ପ୍ରଚଣ୍ଡ ସୂର୍ଯ୍ୟ ଏବଂ ରେକର୍ଡ ଭାଙ୍ଗି ଯାଉଥିବା ଗରମ ସମସ୍ତଙ୍କୁ କଷ୍ଟରେ ପକାଇଛି। ଯେତେବେଳେ ପାରଦ 45 ଡିଗ୍ରୀ ସେଲସିୟସ ଅତିକ୍ରମ କରେ, ଏହା କେବଳ ଝାଳ…

ହର୍ମୁଜରେ ବଢି ଚାଲିଛି ସମସ୍ୟା ଉପରେ ସମସ୍ୟା, ଦେଖି ଚାହିଁ ଖର୍ଚ୍ଚ କରନ୍ତୁ LPG

ନୂଆଦିଲ୍ଲୀ/ତେହରାନ,୨୨।୫: ଇରାନ ସହିତ ସଂଘର୍ଷ ଯୋଗୁ ପଶ୍ଚିମ ଏସିଆରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ଆଉ ଏକ ନିରାଶାଜନକ ଖବର ସାମ୍ନାକୁ ଆସିଛି। ଏହି ସମୟରେ, ସମସ୍ତଙ୍କ…

ପଛରେ ପଡିଗଲେ କୋହଲି: ଜାଣନ୍ତୁ କାହା ପାଖରେ ଅଛି ଅରେଞ୍ଜ-ପର୍ପଲ କ୍ୟାପ୍‌

ନୂଆଦିଲ୍ଲୀ,୨୨।୫: ଇଣ୍ଡିଆନ ପ୍ରିମିୟର ଲିଗ (IPL 2026) ର ୧୯ତମ ସଂସ୍କରଣରେ ୬୬ଟି ମ୍ୟାଚ ଖେଳାଯାଇଛି। ଲିଗ ପର୍ଯ୍ୟାୟରେ ଆଉ ୪ଟି ମ୍ୟାଚ ବାକି ଅଛି। ତିନୋଟି…

୨୦୨୯ ନିର୍ବାଚନରେ ଭାଜପା-କଂଗ୍ରେସକୁ ଟକ୍କର ଦେବ କକ୍‌ରୋଚ ଜନତା ପାର୍ଟି! ରାତାରାତି ବଢିଗଲା…

ନୂଆଦିଲ୍ଲୀ,୨୨।୫: ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ଦ୍ୱାରା ଦିଆଯାଇଥିବା ‘କାକରୋଚ’ (ଅସରପା) ବୟାନ ପରଠାରୁ ସୋସିଆଲ ମିଡିଆରେ ଏକ ନୂଆ ବିତର୍କ ଆରମ୍ଭ ହୋଇଯାଇଛି। ଏହି ବୟାନର…

୧୨ ଦିନ ମଧ୍ୟରେ ଶୁଭେନ୍ଦୁ ସରକାରଙ୍କ ପ୍ରଥମ ୟୁ-ଟର୍ଣ୍ଣ, ଗଣମାଧ୍ୟମକୁ ନେଇ ନେଲେ ଏଭଳି ନିଷ୍ପତ୍ତି

କୋଲକାତା,୨୨।୫: ଶୁଭେନ୍ଦୁ ଅଧିକାରୀଙ୍କ ନେତୃତ୍ୱରେ ଭାଜପା ସରକାର ପଶ୍ଚିମବଙ୍ଗରେ ଦାୟିତ୍ୱ ଗ୍ରହଣ କରିବାର ୧୨ ଦିନ ବିତିଗଲାଣି। ଏହି ସମୟ ମଧ୍ୟରେ ପ୍ରଶାସନ ଦ୍ରୁତ ଗତିରେ ନିଷ୍ପତ୍ତି…

ଜାରି ହେଲା ପେଟ୍ରୋଲ-ଡିଜେଲର ନୂଆଦର, କେଉଁଠି କମିଲା ତ କେଉଁଠି ବଢ଼ିଲା?

ନୂଆଦିଲ୍‌ଲୀ,୨୨।୫: ଅନ୍ତର୍ଜାତୀୟ ସ୍ତରରେ ଅଶୋଧିତ ତୈଳ ମୂଲ୍ୟରେ ଅସ୍ଥିରତା ମଧ୍ୟରେ, ଦେଶର ସରକାରୀ ତୈଳ କମ୍ପାନୀଗୁଡ଼ିକ ଆଜି ପେଟ୍ରୋଲ ଏବଂ ଡିଜେଲର ନୂତନ ଦର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri