ରାୟଗଡ଼ାରେ ତ୍ରିରଙ୍ଗା ଉଡ଼ାଇଲେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ

ରାୟଗଡ଼ା ଅଫିସ,୨୬।୧: ରାୟଗଡ଼ା ଜିଲା ସଦର ମହକୁମାସ୍ଥିତ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ପଡ଼ିଆରେ ରବିବାର ୭୧ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏଥିରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏକ ଗାଡ଼ି ଯୋଗେ ସେ ପରେଡ୍‌ ପରିଦର୍ଶନ କରିଥିଲେ। ତାଙ୍କ ଅଭିଭାଷଣରେ କହିଛନ୍ତି, ଆଜିର ଦିନ ଗର୍ବର ଦିନ। ଏହିଦିନ ସମ୍ବିଧାନ ପ୍ରଣୟନ ହୋଇଛି ଏବଂ ମହିଳା ଶିଶୁଙ୍କ ବିକାଶ ପାଇଁ ସେ ସଦା ସର୍ବଦା କାମ କରିବେ। ଏହି ପରିପ୍ରେକ୍ଷୀରେ ପୂର୍ବରୁ ହୋଇଥିବା ପ୍ରତିଯୋଗିତାରେ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା। ମୁଖ୍ୟ ଅତିଥି ଦ୍ୱାରା ଏଥିରେ ଜିଲାପାଳ ପ୍ରମୋଦ କୁମାର ବେହେରା, ଏସ୍‌ପି ଶ୍ରବଣ ବିବେକ ଏମ୍‌, ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ ପ୍ରମୁଖ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ପ୍ରଧାନଙ୍କୁ କାହିଁକି ବଞ୍ଚାଉଛନ୍ତି ସରକାର? ବଡ଼ ଖୁଲାସା କଲେ ପ୍ରିୟଙ୍କା ଚତୁର୍ବେଦୀ, ମୋଦିଙ୍କ ‘ଖାସ୍‌ ରତ୍ନ’ କହି…

ନୂଆଦିଲ୍ଲୀ,୨୦।୭: ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିନରୁ ହିଁ ଶିକ୍ଷା ବ୍ୟବସ୍ଥା ଏବଂ NEET-UG ପେପର ଲିକ୍‌ ମାମଲାକୁ ନେଇ କେନ୍ଦ୍ର ସରକାରଙ୍କ ବିରୋଧରେ ଆକ୍ରମଣାତ୍ମକ ମନୋଭାବ…

ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେଲେ ଜିଲାପାଳ

ତୁମୁଡିବନ୍ଧ,୨୦ା୭(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିପ୍ସ ଫର୍ମ ଆଇଏଏସ୍‌ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ସାପ କାମୁଡ଼ାରେ ଶାଶୁ ମୃତ, ବୋହୂ ଗୁରୁତର 

ନନ୍ଦାହାଣ୍ଡି, ୨୦।୭ (ପ୍ରତୀପ କୁମାର ଦାଶ): ଗୋଟିଏ ପରିବାରର ୨ ଜଣଙ୍କୁ ଏକ ସାପ କାମୁଡ଼ି ଦେଇଛି। ଏଥିରେ ଶାଶୁଙ୍କ ମୃତ୍ୟୁ ହୋଇଥିବା ବେଳେ ବୋହୂ ଗୁରୁତର…

ସ୍ବର ଉଠାଉଥିବା ପିଲାଙ୍କ ଉପରେ କରାଯାଉଛି ଲାଠିଚାର୍ଜ: ଯୁବ-ବିରୋଧୀ ପ୍ରଧାନମନ୍ତ୍ରୀ କହି ବର୍ଷିିଲେ ରାହୁଲ

ନୂଆଦିଲ୍ଲୀ, ୨୦।୭: ଦିଲ୍ଲୀରେ ‘କକରୋଚ ଜନତା ପାର୍ଟି’ (CJP) ପକ୍ଷରୁ ଚାଲିଥିବା ବିରୋଧ ପ୍ରଦର୍ଶନ ମଧ୍ୟରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କେନ୍ଦ୍ର…

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ…

ଗୁଡାରିରୁ ଭୁବନେଶ୍ୱର ବସ୍‌ ସେବା ପାଇଁ ସ୍ବର ଉଠାଇଲେ ଭୃଗୁ: ଦାବି ପୂରଣ ନ ହେଲେ…

ଗୁଡାରି,୨୦।୭,(ପ୍ରମୋଦ କୁମାର ପତି ) : ଭୁବନେଶ୍ୱରରେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଚିନ୍ତନ ବୈଠକ ସଭାପତି ଭୃଗୁ ବକ୍ସିପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ଦିନେ ତାଙ୍କୁ କୋଳରେ ଧରିଥିଲେ ମେସି, ଆଜି ପଡ଼ିଆରେ ହରାଇବା ପରେ କହିଲେ..

ନୂଆଦିଲ୍ଲୀ,୨୦।୭: ଫାଇନାଲରେ ଆର୍ଜେଣ୍ଟିନାକୁ ୧-୦ରେ ପରାସ୍ତ କରି ସ୍ପେନ ୨୦୨୬ ଫିଫା ବିଶ୍ୱକପ ଟାଇଟଲ ଜିତିଛି। ଏହି ମ୍ୟାଚରେ ପ୍ରଶଂସକଙ୍କ ଆଖି ସମସ୍ତ ଷ୍ଟାର ଖେଳାଳିଙ୍କ ଉପରେ…

ବଡ଼ଧରଣର ଚଢ଼ାଉ: ୧୦ ଲକ୍ଷରୁ ଅଧିକ ମହୁଲ ପୋଚ ନଷ୍ଟ ; ପୋଲିସ, ଅବକାରୀ ଟିମ୍‌କୁ ଦେଖି ମାଫିଆ…

ପାଟଣା ,୨୦।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଅବକାରୀ ସୁପରିଟେଣ୍ଡେଟ୍‌ ତେଜରାତ ଯାନିଙ୍କ ନିର୍ଦ୍ଦେଶରେ ସୋମବାର ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ପଞ୍ଚାୟତ ହୀରାପଶି ଗ୍ରାମରେ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri