ରାୟଗଡ଼ାରେ ବିଜେଡିର ହିମିରିକା ଆଗୁଆ

ରାୟଗଡ଼ା ଅଫିସ୍‌, ୨୩।୫: ରାୟଗଡା ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରଥମ ରାଉଣ୍ଡ ଗଣତିରେ ବିଜେଡି ଆଗୁଆ ରହିଛି। ବିଜେଡିର ପ୍ରାର୍ଥୀ ଲାଲ୍‌ ବିହାରୀ ହିମିରିକା ୩୫୯ ଭୋଟରେ ଆଗୁଆ ରହିଛନ୍ତି। ହିମିରିକାଙ୍କୁ ୧୫୪୬ ଭୋଟ ମିଳିଥିବାବେଳେ କଂଗ୍ରେସର ଆପ୍ପଲୁ ସ୍ବାମୀ କାଡ୍ରାକାଙ୍କୁ ୧୧୮୭ ଏବଂ ଭାଜପାର ବସନ୍ତ ଉଲ୍ଲାକାଙ୍କୁ ୨୨୫ ଭୋଟ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରପାରିରେ ପୂର୍ବତନ ବାଚସ୍ପତି ଶରତ କର

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କରଙ୍କ ସୋମବାର ଅପରାହ୍ନରେ ପରଲୋକ ଘଟିଛି। ବାର୍ଦ୍ଧକ୍ୟରେ ପୀଡ଼ିତ କର ୮୧ ବର୍ଷ ବୟସରେ ଭୁବନେଶ୍ୱରର ଏକ...

ଆସନ୍ତା ଦୁଇଦିନ ଝଡ଼ବର୍ଷା, ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୩ା୩(ବ୍ୟୁରୋ): ଗତ କିଛିଦିନ ହେବ କାଳବୈଶାଖୀ ଯୋଗୁ ତାତି ନିୟନ୍ତ୍ରଣରେ ରହିଛି। ଦିନର ସର୍ବୋଚ୍ଚ ତାପମାତ୍ରା ୩୦ରୁ ୩୮ ଡିଗ୍ରୀ ସେଲ୍‌ସିୟସ ମଧ୍ୟରେ ରହିଛି। ଆସନ୍ତା...

ପୁରୀକୁ ଚାଲିବ ବନ୍ଦେ ଭାରତ ଟ୍ରେନ୍‌

ପୁରୀ ଅଫିସ୍‌/ ସାକ୍ଷୀଗୋପାଳ (ସ୍ବ.ପ୍ର./ଡି.ଏନ୍‌.ଏ.) ଭୁବନେଶ୍ୱର, ୨୦।୮(ବ୍ୟୁରୋ) ଦେଶରେ ଚାଲିବାକୁ ଥିବା ୭୫ଟି ବନ୍ଦେ ଭାରତ ଟ୍ରେନ ମଧ୍ୟରୁ ଗୋଟିଏ ପୁରୀକୁ ଚଳାଚଳ କରିବ। ପୁରୀ...

ଓସ୍କାର ଦୌଡ଼ ପାଇଁ ‘ଗଲିବୟ’ ମନୋନୀତ: ଭାରତର ଶ୍ରେଷ୍ଠ ୨୮ ଚଳଚ୍ଚିତ୍ର ତାଲିକାରେ ‘କଣ୍ଠୋ’

ଭୁବନେଶ୍ୱର, ୨୨।୯ (ବ୍ୟୁରୋ): ଚଳିତବର୍ଷ ଓସ୍କାର ପୁରସ୍କାର ଦୌଡ଼ରେ ସାମିଲ୍‌ ହେବାକୁ ପ୍ରଥମ ପର୍ଯ୍ୟାୟରେ ଭାରତର ୨୮ ଚଳଚ୍ଚିତ୍ରକୁ ବଛାଯାଇଥିଲା। ଏଥିମଧ୍ୟରେ ଅକ୍ଷୟ ପରିଜାଙ୍କ ବେଙ୍ଗଲୀ...

ଆତ୍ମସମର୍ପଣ କଲେ ଫେରାର ଅଭିଯୁକ୍ତ

ଭୁବନେଶ୍ୱର,୨୬।୪(ବ୍ୟୁରୋ):ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ଓ ଭାରତୀୟ ପର୍ଯ୍ୟଟନ ନିଗମ (ଆଇଟିଡିସି) ନାଁରେ ପୃଥକ୍‌ ଠକେଇ ମାମଲାରେ ଫେରାର ଥିବା ଅନ୍ୟତମ ଅଭିଯୁକ୍ତ ବିକାଶ...

କ୍ୱାରସମ୍‌ର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ/ବାଲେଶ୍ୱର,୪।୮: ଓଡ଼ିଶା ବାଲେଶ୍ୱରର ଚାନ୍ଦିପୁରସ୍ଥିତ କ୍ଷେପଣାସ୍ତ୍ର ଘାଟିରୁ କ୍ୱାରସମ୍‌ (କୁଇକ୍‌ ରିଆକସନ୍‌ ସର୍ଫେସ୍‌-ଟୁ-ଏୟାର ମିଜାଇଲ୍‌)ର ସଫଳ ପରୀକ୍ଷଣ ହୋଇଛି। ରବିବାର ପୂର୍ବାହ୍ନ ୧୧ଟା ୫ରେ ଏହି...

ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୦ା୯(ବ୍ୟୁରୋ):ଆସନ୍ତା ୧୩ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ...

କାର୍ଯ୍ୟକ୍ଷମ ହେଉନି ଦୁଗ୍ଧ ଶୀତଳୀକରଣ କେନ୍ଦ୍ର

ଛେଣ୍ଡିପଦା,୧୨।୧୧(ସ୍ବ.ପ୍ର.) ଦୁଗ୍ଧ ଉତ୍ପାଦନ ବଢ଼ାଇବା ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ସେଥିପାଇଁ ଗ୍ରାମାଞ୍ଚଳର ଦୁଗ୍ଧ ଚାଷୀମାନଙ୍କୁ ଅଧିକରୁ ଅଧିକ ଗୋପାଳନ ପାଇଁ ପ୍ରୋତ୍ସାହିତ କରୁଛନ୍ତି। ବ୍ୟାଙ୍କ...

Advertisement
Archives

Model This Week