ରାୟଗଡ଼ା ବନ ବିଭାଗ, ଜିଲା ଆଇନସେବା ପ୍ରାଧିକରଣ ପକ୍ଷରୁ ସ୍ବାଧୀନତା ଦିବସ ଅବସରରେ ଚାରାରୋପଣ

ରାୟଗଡ଼ା ଅଫିସ, ୧୫।୮-ଜିଲା ଆଇନ ସେବା ପ୍ରାଧିକରଣ ଓ ରାୟଗଡ଼ା ବନଖଣ୍ଡର ମିଳିତ ଆନୁକୂଲ୍ୟରେ ସ୍ବାଧୀନତା ଦିବସ ଅବସରରେ ଚାରାରୋପଣ କରାଯାଇଛି। ସ୍ଥାନୀୟ ଅଶୋକ ନଗରଠାରୁ ତୁମ୍ବିଗୁଡ଼ା ରାସ୍ତା ପାର୍ଶ୍ୱରେ ଏହି ଚାରାରୋପଣ କାର୍ଯ୍ୟକ୍ରମ କରାଯାଇଥିଲା। ଏଥିରେ ଜିଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ, ବିଚାର ବିଭାଗୟୀୟ ଅଧିକାରୀ, କୋର୍ଟ କର୍ମଚାରୀ ଉପସ୍ଥିତ ରହି ଚାରା ଲଗାଇ ଥିଲେ। ଏହି ଅବସରରେ ଲିଗାଲ ଲିଟେରାସି କ୍ଲବ ଓ ବିିଭନ୍ନ ସ୍କୁଲର ଛାତ୍ରୀଛାତ୍ରଙ୍କ ସମେତ ଶିକ୍ଷୟିତ୍ରୀଶିକ୍ଷକ ମଧ୍ୟ ଉପସ୍ଥିତ ଥିଲେ। ଏହାକୁ ଜିଲା ଆଇନ ସେବା ପ୍ରାଧିକରଣ ସଚିବ ମନୋରଞ୍ଜନ ମିଶ୍ର ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରୁ ଖସିପଡ଼ିଲା ଟ୍ରାକ୍ଟର

ବଅଁରପାଳ,୧୧।୬: ବଅଁରପାଳ ନାଲାଜ ଥାନା କନ୍ୟାବେଡ଼ ଗାଁ ନିକଟରେ ଥିବା ରେଲଓ୍ବେ ବ୍ରିଜ୍‌ ଉପରୁ ଗୁରୁବାର ଏକ ଟ୍ରାକ୍ଟର ତଳକୁ ଖସିପଡ଼ିଛି। ଫଳରେ ଟ୍ରାକ୍ଟରରେ ଥିବା...

ବାଲିଆରେ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ

ବରୀ,୨୧ା୧୦(ସ୍ବ.ପ୍ର.): ଯାଜପୁର ଜିଲାବରୀ ବ୍ଲକ ବାଲିଆ ପଞ୍ଚାୟତ ଅଧୀନ ଗଙ୍ଗାଧରପୁର ଗ୍ରାମ ପ୍ରାଥମିକ ବିଦ୍ୟାଳୟ ନିକଟରେ ରବିବାର ବରୀ ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ ଅନୁଷ୍ଠିତ...

ଧାନ ନିମ୍ନମାନ ଆଳରେ ଚାଷୀଙ୍କୁ ଶୋଷୁଛନ୍ତି ସମସ୍ତେ

ଜୟପୁର,୨୯ା୫(ଡି.ଏନ୍‌.ଏ.)-ଚାଷୀଙ୍କ ଅମଳ ରବିଧାନ କ୍ରୟ ପାଇଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ମଣ୍ଡି ଆରମ୍ଭ ହୋଇଛି। ମାତ୍ର ଚାଷୀଙ୍କ ଅମଳ ଧାନ ନିମ୍ନମାନର ଆଳ ଦେଖାଇ କୁଇଣ୍ଟାଲ...

ସାବିତ୍ରୀ ରଥ ହେବେ ଓଡ଼ିଶା ହାଇକୋର୍ଟ ବିଚାରପତି

କଟକ ଅଫିସ,୨୪ା୧:ହାଇକୋର୍ଟ ଆଡଭୋକେଟ ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟର ବିଚାରପତି ହେବେ। ସୁପ୍ରିମକୋର୍ଟଙ୍କ କଲେଜିୟମ ପକ୍ଷରୁ ସାବିତ୍ରୀଙ୍କ ନାମ ଗତ ବୁଧବାର ସୁପାରିସ କରାଯାଇଥିଲା। କଲେଜିୟମର...

ମହୁମାଛି ଆକ୍ରମଣରେ ଅବସରପ୍ରାପ୍ତ ଶିକ୍ଷକ ମୃତ

ପାଟଣା,୧୧।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ସରାସକୋଲା ପଞ୍ଚାୟତ ଡିମିରିଡିହା ଗ୍ରାମର ଜଣେ ବୃଦ୍ଧଙ୍କର ମହୁମାଛି ଆକ୍ରମଣରେ ମୃତ୍ୟୁ ଘଟିଛି । ମୃତକ ହେଲେ ଅବସରପ୍ରାପ୍ତ...

ଅବକାରୀ ଚଢ଼ାଉ, ୬ ଗିରଫ

ଢେଙ୍କାନାଳ ଅଫିସ, ୯।୧୦-ଢେଙ୍କାନାଳ ଜିଲା ଅବକାରୀ ବିଭାଗ ମୋବାଇଲ ସ୍କ୍ବାଡ୍‌ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୬ଜଣଙ୍କୁ ଗିରଫ କରାଯାଇଛି। ଭୁବନ ଥାନା ଟିପିଲେଇ...

ବଜାର ଖୋଲା, ବେପାର ମାନ୍ଦା

ପରିକ୍ଷିତ ସାହୁ, ବଇଣ୍ଡା,୭ା୧୦ – ମାସ ମାସର ଲକ୍‌ଡାଉନ, ଶଟ୍‌ଡାଉନ ପରେ ବଜାରକୁ ଖୋଲିଦିଆଯାଇଛି। ବେପାର କରିବାରେ ଆଉ ସେପରି କିଛି କଡ଼ା କଟକଣା ନାହିଁ।...

ନୀଳମାଧବଜୀଉଙ୍କ ଓଢ଼ଣ ଲାଗି ବେଶ

ଖଣ୍ଡପଡା,୩।୧୨(ସ୍ବ.ପ୍ର.)-ସୋମବାର ଓଢଣ ଷଷ୍ଠୀ ତିଥି ଅବସରରେ କଣ୍ଟିଲୋ ଶ୍ରୀନୀଳମାଧବ ଜୀଉଙ୍କ ଓଢଣ ଲାଗି ବେଶ ଆରମ୍ଭ ହୋଇଛି । ମନୁଷ୍ୟ ଶୀତ ଦାଉରୁ ରକ୍ଷାପାଇବା ପାଇଁ...

Play 250+ Trending Games
Archives

Model This Week

Why Dharitri