ରାୟଗଡ଼ା ଭୋଟ ଗଣତି କେନ୍ଦ୍ରରେ ଅବ୍ୟବସ୍ଥା ଅଭିଯୋଗ: ହୋ ହଲ୍ଲା କଲେ ଏଜେଣ୍ଟ

ରାୟଗଡ଼ା ଅଫିସ, ୨୩।୫-
ସାଧାରଣ ନିର୍ବାଚନ ଫଳାଫଳକୁ ଲୋକେ ଅପେକ୍ଷା କରି ରହିଥିବା ବେଳେ ଏହା ମଧ୍ୟରେ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ତେବେ ରାୟଗଡ଼ା ଜିଲା ସଦର ମହକୁମାସ୍ଥିତ ଗୋବିନ୍ଦ ଚନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ
ଭୋଟ ଗଣତିକେନ୍ଦ୍ରରେ ଅବ୍ୟବସ୍ଥାକୁ ନେଇ ଏଜେଣ୍ଟମାନେ ହୋ ହଲ୍ଲା କରିଛନ୍ତି। ସେଠାରେ ବସିବା ଦୂରର କଥା ଠିଆ ହେବାକୁ ମଧ୍ୟ ଜାଗା ନ ଥିବା ସେମାନେ ଅଭିଯୋଗ କରିଛନ୍ତି। ଖବରପାଇ ଜିଲାପାଳ ପ୍ରମୋଦ କୁମାର ବେହେରା ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ପରେ ଭୋଟ ଗଣତି ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିବିଆଇ ହାତରେ ଧରାପଡ଼ିଲେ ଇଓଡ୍‌ବ୍ଲ୍ୟୁ କନ୍‌ଷ୍ଟେବଳ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଭୁବନେଶ୍ୱର ଆସି ସାଢ଼େ ୪ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ସିବିଆଇ ହାତରେ ଦିଲ୍ଲୀ ଅର୍ଥନୈତିକ ଅପରାଧ ଶାଖା(ଇଓଡ୍‌ବ୍ଲ୍ୟୁ )ର କନ୍‌ଷ୍ଟେବଳ ଅମିତ୍‌...

ଦୁଇଦିନ ୧୪ ଜିଲାରେ ଝଡ଼ବର୍ଷା

ଭୁବନେଶ୍ୱର, ୪।୪(ବ୍ୟୁରୋ): ରାଜ୍ୟର କିଛି ଜିଲାରେ ଦୁଇଦିନ ହେବ ବର୍ଷା ହୋଇଥିବାରୁ ଲୋକଙ୍କୁ ଗରମରୁ ଆସ୍ବସ୍ତି ମିଳିଛି। ଶନିବାର ଫୁଲବାଣୀରେ ସର୍ବାଧିକ ୧୬ମିମି ବର୍ଷା ହୋଇଥିବାବେଳେ...

ସହର ସୀମାରେ ସଜାଗ ପୋଲିସ

ଢେଙ୍କାନାଳ ଅଫିସ, ୨୩।୩: ମହାମାରୀ କରୋନାକୁ ପ୍ରତିହତ କରିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ଢେଙ୍କାନାଳ ଜିଲାକୁ ସୋମବାର ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାପରେ ଜିଲା ପ୍ରଶାସନ...

ତେଲେଙ୍ଗାନାରେ ଓଡ଼ିଆ ଶ୍ରମିକଙ୍କ ଝୁଲନ୍ତା ମୃତଦେହ ଜବତ

ଲାଠୋର,୮।୧: ତେଲେଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ବଲାଙ୍ଗୀର ଜିଲା ତୁରେକେଲା ଥାନା ଅନ୍ତର୍ଗତ ଖରଲି ଗ୍ରାମର ଠଣସୁନ୍ଦର ତାଣ୍ଡି(୪୫)ଙ୍କ ବୁଧବାର ରାତିରେ ମୃତ୍ୟୁ ଘଟିଛି। ହେଲେ...

ଜାଲ୍‌ ଦସ୍ତଖତରେ ଆଧାର ପଞ୍ଜୀକରଣ, ସଂଶୋଧନ

ରସୁଲପୁର,୧୬ା୫(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ଓକାକ୍‌ କମ୍ପ୍ୟୁଟର ଲ୍ୟାବ୍‌ ପକ୍ଷରୁ ୨ ସ୍ବୀକୃତିପ୍ରାପ୍ତ ଆଧାରକେନ୍ଦ୍ର ଖୋଲାଯାଇଥିଲା। ତେବେ କେନ୍ଦ୍ର ପରିଚାଳକ ଆଧାର ପଞ୍ଜୀକରଣ ଓ ତ୍ରୁଟି...

ଲୟୋଲାରେ ସିନର୍ଜୀ -୨୦୨୨

ଭୁବନେଶ୍ୱର, ୭।୮(ବ୍ୟୁରୋ): ଲୟୋଲା ସ୍କୁଲ ପରିସରରେ ଶନିବାର ଷଷ୍ଠ ବାର୍ଷିକ ପ୍ରଦର୍ଶନୀ ସିନର୍ଜୀ -୨୦୨୨ ଅନୁଷ୍ଠିତ ହୋଇଯାଇଛି। ଦୁଇ ବର୍ଷ ପରେ ନିଜ ଲୁକ୍‌କାୟିତ ପ୍ରତିଭାର...

CORONAVIRUS UPDATE: ବାଲେଶ୍ୱରରୁ ଆଉ ଜଣେ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ୧୭୫ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୫।୫(ବ୍ୟୁରୋ): ବାଲେଶ୍ୱରରୁ ଆଉ ଜଣେ କରୋନା ପଜିଟିଭ୍‌ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ କରୋନା ପଜିଟିଭ୍‌ ସଂଖ୍ୟା ୨୪ରେ ପହଞ୍ଚିଛି। ସେହିଭଳି ରାଜ୍ୟରେ...

ସାଇକେଲ ଚଢ଼ି ବାହା ହେବାକୁ ଗଲେ ଶୁଭ୍ରାଂଶୁ

ଭୁବନେଶ୍ୱର, ୧୯।୫ (ବ୍ୟୁରୋ): ତେଲ ଓ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ୍‌ ବୃଦ୍ଧି ସାଧାରଣ ଲୋକଙ୍କୁ ହନ୍ତସନ୍ତ କରୁଛି। ସାମାଜିକ ବ୍ୟବସ୍ଥାକୁ ବିଗାଡି ଦେଉଛି। ଆନ୍ଦୋଳନ, ଧର୍ମଘଟର...

Advertisement
Archives

Model This Week