ରିଜର୍ଭ ପୋଲିସ ପକ୍ଷରୁ ରନ୍ଧାଖାଦ୍ୟ ବଣ୍ଟନ

ବଲାଙ୍ଗୀର ଅଫିସ, ୧୫ା୪: ବଲାଙ୍ଗୀର ରିଜର୍ଭ ପୋଲିସ କନ୍‌ଷ୍ଟେବଲମାନେ କରୋନା ଲକ୍‌ଡାଉନ୍‌ ସମୟରେ ଗରିବ ଲୋକଙ୍କୁ ସହାୟତା ଯୋଗାଇବାକୁ ଆଗେଇ ଆସିଛନ୍ତି ା ରିଜର୍ଭ ପୋଲିସ କର୍ମଚାରୀମାନେ ବ୍ୟକ୍ତିଗତ ଅର୍ଥ ସଂଗ୍ରହ କରି ସମାଜର ନିହାତି ଗରିବ ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଇଛନ୍ତି ା ବଲାଙ୍ଗୀର ସହରର ସାଲେପାଲି, ରେଲୱେ ଷ୍ଟେଶନ୍‌ ସହ ଅନ୍ୟ ଅଞ୍ଚଳରେ ଏହି କାର୍ଯ୍ୟକ୍ରମ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରୁ ମାଛଧରି ଫେରିବା ବେଳେ ବୁଡ଼ିଗଲା ଡଙ୍ଗା: ୨ ମତ୍ସଜୀବୀଙ୍କ ମୃତ୍ୟୁ, ଜଣେ ଗୁରୁତର

ପାରାଦୀପ,୧୨।୬(ସ୍ବ:ପ୍ର:): ସମୁଦ୍ରରୁ ମାଛଧରି ଫେରିବା ବେଳେ ମହାନଦୀ ମୂହାଣରେ ଡଙ୍ଗା ବୁଡି ୨ ମତ୍ସଜୀବୀଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ...

ପୁରୀର ରାଘବ ଦାସ ମଠ ଉଚ୍ଛେଦ ମାମଲା: ନିୟମ ଅନୁଯାୟୀ ପଦକ୍ଷେପ ନେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୭ା୯: ପୁରୀ ଶ୍ରୀମନ୍ଦିରର ୭୫ମିଟର ଭିତରେ ଥିବା ମଠ ଏବଂ ଅନ୍ୟାନ୍ୟ ନିର୍ମାଣ ଗୃହଗୁଡିକୁ ପ୍ରଶାସନ ପକ୍ଷରୁ ଭଙ୍ଗାଯାଉଛି। ତେବେ ୭୫ମିଟର ବାହାରେ ଥିବା...

ଖାଦ୍ୟ ବ୍ୟାଗ କାନ୍ଧେଇ ଦେଢ କି.ମି. ଚାଲିଲେ ସରପଞ୍ଚ

ଖଇରା, ୩୧।୫(ଡି.ଏନ.ଏ)-କରୋନା ମୁକାବିଲା ଲାଗି ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରାଯାଇଛି। ପ୍ରବାସରୁ ଫେରି ପଞ୍ଚାୟତ ସଙ୍ଗରୋଧରେ ରହୁଥିବା ଲୋକଙ୍କୁ ରହିବା, ଖାଇବା, ପିଇବା ବ୍ୟବସ୍ଥା...

ସ୍ବାବଲମ୍ବୀ କରିଛି ଛେଳି ଚାଷ

ସମ୍ବଲପୁର ଅଫିସ,୮ା୩ (ବ୍ୟୁରୋ) ସମ୍ବଲପୁର ଜିଲା ଯୁଯୁମୁରା ବ୍ଲକ ଝାଙ୍କପାଲି ପଞ୍ଚାୟତ ମୁଣ୍ଡେର (ଖଲିଆପାଲିର)ର ମନ୍ଦାକିନୀ ଭୋଇ। ସ୍ବାମୀ କୂଳମଣି ମୁଣ୍ଡେର, ଗୋଟିଏ ପୁଅ ଓ ଗୋଟିଏ...

କ୍ୱାରାଣ୍ଟାଇନକୁ ଗଲେ ପଶ୍ଚିମବଙ୍ଗ ଫେରନ୍ତା

ରସାଳପୁର, ୨୩।୪(ଡି.ଏନ୍‌.ଏ.)-ପଶ୍ଚିମବଙ୍ଗ ଫେରନ୍ତାଙ୍କ ପାଇଁ ଏବେ ଓଡ଼ିଶା ସରକାରଙ୍କ ଚିନ୍ତା ବଢିଯାଇଛି। ବାଲେଶ୍ୱର, ଭଦ୍ରଖ, ଯାଜପୁରରେ ୩ଦିନ ଧରି ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।...

ଜମା ଅର୍ଥ ଦେଉନି ସାହାରା ଇଣ୍ଡିଆ

ଛତ୍ରପୁର, ୧୬।୧୦(ଡି.ଏନ.ଏ.)-ଛତ୍ରପୁର ସାହାରା ଇଣ୍ଡିଆ କାର୍ଯ୍ୟାଳୟ ଜମାଅର୍ଥ ଫେରାଉ ନ ଥିବା ନେଇ ଜଣେ ଜମାକାରୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସୂଚନା ଥାଉକି, ଗଞ୍ଜାମ...

ଆଖଣ୍ଡଳମଣିଙ୍କ ପାଇଁ ଆସିଲା ଲଗ୍ନ ଚିଟାଉ

ଆରଡ଼ି, ୧୯।୫ (ଡି.ଏନ.ଏ.) – ଭଦ୍ରକ ଜିଲାର ପ୍ରସିଦ୍ଧ ବାବା ଆଖଣ୍ଡଳମଣିଙ୍କ ପୀଠ ଶନିବାର ଉତ୍ସବମୁଖର ରହିଥିଲା। ଆସନ୍ତା ଜୁନ୍‌ ୭ ତାରିଖରେ ଦେବଦେବ ମହାଦେବଙ୍କ...

୪ କିମି ଚାଲି ଦୁର୍ଗମ ଅଞ୍ଚଳରେ ପହଞ୍ଚିଲେ ବିଡିଓ

ତେନ୍ତୁଳିଖୁଣ୍ଟି,୧୨।୧(ଡି.ଏନ.ଏ)- ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ପୂଜାରିଗୁଡା ପଞ୍ଚାୟତର ଦୁର୍ଗମ ଅଞ୍ଚଳ କାଦମାଳି ଗ୍ରାମକୁ ଯିବା ପାଇଁ ରାସ୍ତା ନାହିଁ। କେବଳ ପଡିଛି ପାଦଚଲା ରାସ୍ତା।...

Play 250+ Trending Games
Archives

Model This Week

Why Dharitri