ରିଜର୍ଭ ବ୍ୟାଙ୍କ ମୁଦ୍ରାନୀତି କମିଟି ବୈଠକ ଆରମ୍ଭ: ୬ରେ ସୁଧହାର ଘୋଷଣା

ମୁମ୍ବାଇ,୪-୬: ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ସୋମବାର ଠାରୁ ୩ ଦିନିଆ ଦ୍ୱିମାସିକ ମୁଦ୍ରାନୀତି କମିଟି(ଏମ୍‌ପିସି) ବୈଠକ ଆରମ୍ଭ ହୋଇଛି। ଆସନ୍ତା ୬ରେ ଏହି କମିଟି ମୁଦ୍ରା ନୀତି ଘୋଷଣା କରିବେ। ତେବେ ଏଥର ମୁଦ୍ରାନୀତିରେ ରେପୋ ରେଟ୍‌ ପୁନର୍ବାର ୦.୨୫% ହ୍ରାସ ପାଇବ ବୋଲି ଆଶାକରାଯାଉଛି। ଏହାପୂର୍ବରୁ କେନ୍ଦ୍ରୀୟ ବ୍ୟାଙ୍କ ଦୁଇଥର ତାଙ୍କ ମୁଦ୍ରାନୀତିରେ ୦.୨୫% ଲେଖାଏ ରେପୋ ରେଟ୍‌ ହ୍ରାସ କରିଛନ୍ତି। ସାଧାରଣ ନିର୍ବାଚନ ପରେ ରିଜର୍ଭ ବ୍ୟାଙ୍କର ଏହା ପ୍ରଥମ ମୁଦ୍ରାନୀତି ସମୀକ୍ଷା ବୈଠକ ଅନୁଷ୍ଠିତ ହେଉଛି। କୋଟାକ ମହିନ୍ଦ୍ରା ବ୍ୟାଙ୍କ ଏମ୍‌ଡି ଉଦୟ କୋଟାକ କହିଛନ୍ତି ଯେ, ଧିମା ଅର୍ଥନୀତିକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ବ୍ୟାଙ୍କ ସୁଧ ହାର କମାଇବା ଆବଶ୍ୟକ। ସେହିପରି ସିଆଇଆଇ ମହାନିର୍ଦ୍ଦେଶକ ଚନ୍ଦ୍ରଜିତ ବାନାର୍ଜୀ କହିଛନ୍ତି ଯେ, ଅର୍ଥନୀତିକୁ ପ୍ରୋତ୍ସାହନ ଜାରି ରଖିବାକୁ ହେଲେ ସୁଧ ହାର ହ୍ରାସ କରିବାକୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ ୧୩ରେ ଜଲାନ କମିଟିର ବୈଠକ

ନୂଆଦିଲ୍ଲୀ,୩୧-୫: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ନିକଟରେ କେତେ ବଳକା ଅର୍ଥ ରହିବା ଉଚିତ୍‌ ସେ ସମ୍ପର୍କରେ ତର୍ଜମା ପାଇଁ ପୂର୍ବତନ ଗଭର୍ନର ବିମଳ ଜଲାନଙ୍କ ଅଧ୍ୟକ୍ଷତାରେ...

ଏ ହେଉଛନ୍ତି ଭାରତର ସବୁଠୁ ଧନୀ ମହିଳା: ମିଡିଆରେ କରୁଥିଲେ କାମ…

ଚଳିତ ବର୍ଷ ହୁରୁନ ଇଣ୍ଡିଆ କୋଟକ ଓ୍ବେଲ୍ଥ ସହ ମିଶି ଭାରତର ସବୁଠାରୁ ଧନୀ ୧୦୦ ମହିଳାଙ୍କ ତାଲିକା ପ୍ରକାଶ କରିଛି। ଏହି ତାଲିକାର ସବୁଠୁ...

ଓପିଟିସିଏଲ୍‌କୁ ସିବିଆଇପି ପୁରସ୍କାର

ଭୁବନେଶ୍ୱର,୫।୩: ରାଜ୍ୟର ପ୍ରମୁଖ ସରକାରୀ ଉଦ୍ୟୋଗ ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌)ର କାର୍ଯ୍ୟଦକ୍ଷତାକୁ ଜାତୀୟ ସ୍ତରରେ ସ୍ବୀକୃତି ସାଙ୍ଗକୁ ସମ୍ମାନ ଦିଆଯାଇଛି।...

ବିତ୍ତୀୟ ଏବଂ ଆର୍ଥତ୍କ ପଦକ୍ଷେପ ଜରୁରୀ:ଏସ୍‌ବିଆଇ ରିସର୍ଚ୍ଚ

ମୁମ୍ବାଇ,୧୮-୩: କରୋନା ଯୋଗୁ ଉତ୍ପାଦନ ହ୍ରାସ ଏବଂ ସାମଗ୍ରୀର ଦରଦାମ ବଢ଼ିବା ଭଳି ସମସ୍ୟାକୁ କମ୍‌ କରିବା ଲାଗି ଅର୍ଥ ବ୍ୟବସ୍ଥାକୁ ସହାୟତା କରିବାର ଆବଶ୍ୟକତା...

ଜମ୍ମୁରେ ରେଲ୍‌ଓ୍ବେ ତିଆରି କରୁଛି ଦେଶର ପ୍ରଥମ କେବଲ ବ୍ରିଜ୍‌

ନୂଆଦିଲ୍ଲୀ,୨୯।୭: ଭାତତୀୟ ରେଲ୍‌ଓ୍ବେ ପକ୍ଷରୁ ଜମ୍ମୁରେ ଦେଶର ପ୍ରଥମ କେବଲ ବ୍ରିଜ୍‌ ନିର୍ମାଣ କରାଯାଉଛି। କଟ୍‌ରା ଏବଂ ରିୟାସୀ ମଧ୍ୟରେ କେବଲ ଉପରେ ଏହି ରେଳ...

ଆଧାର ସହ ଲିଙ୍କ୍‌ ହେବ ସବୁ ବ୍ୟାଙ୍କ ଆକାଉଣ୍ଟ

ନୂଆଦିଲ୍ଲୀ: ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା ସବୁ ବ୍ୟାଙ୍କ ଆକାଉଣ୍ଟକୁ ଆଧାର ସହ ଲିଙ୍କ୍‌ କରାଯିବା ନେଇ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାଙ୍କଗୁଡିକ ଏ...

ଏୟାରଟେଲ୍‌ ଏକ୍ସଟ୍ରିମ୍‌ ଫାଇବର ସେବା

ନୂଆଦିଲ୍ଲୀ,୯।୫: ଦେଶର ପ୍ରମୁଖ ଟେଲିକମ କମ୍ପାନୀ ଏୟାରଟେଲ୍‌ ପକ୍ଷରୁ ନୂତନ ବ୍ରଡ୍‌ବ୍ୟାଣ୍ଡ ସେବା ‘ଏୟାରଟେଲ୍‌ ଏକ୍ସଟ୍ରିମ୍‌ ଫାଇବର’ର ଶୁଭାରମ୍ଭ କରାଯାଇଛି। ବିଶେଷ କରି ଦେଶର ନାଗରିକ,...

ଭାରତରେ ପୁଣିଥରେ ଡାଉନଲୋଡ୍‌ କରିହେବ ଭିଏଲ୍‌ସି ମିଡିଆ ପ୍ଲେୟାର

ନୂଆଦିଲ୍ଲୀ,୧୪।୧୧: ନିକଟରେ ମଲ୍ଟିମିଡିଆ ପ୍ଲେୟାର ଭିଏଲ୍‌ସି ଉପରେ ଭାରତ ସରକାର ପ୍ରତିବନ୍ଧ ଲଗାଇଥିଲେ। ଏବେ ଏହି ଆଦେଶ ହଟିଛି। ଫଳରେ ବ୍ୟବହାରକାରୀମାନେ ଭାରତରେ ଏହାକୁ ଡାଉନଲୋଡ...

Advertisement
Archives

Model This Week