Posted inଜାତୀୟ

ରିପୋର୍ଟ କାର୍ଡ: ଟ୍ରମ୍ପ୍‌ ଥିଲେ ଛାତ୍ରନେତା;ମଡେଲିଂ ପାଇଁ ମେଲାନିଆ ବାନ୍ଧିଥିଲେ ପାଠପଢ଼ାରେ ଡୋରି-ଇଭାଙ୍କାଙ୍କ ଲାଗି ବୋର୍ଡିଂ ସ୍କୁଲ ଥିଲା ଜେଲ ଭଳି

ଅହମଦାବାଦ୍‌,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଅହମଦାବାଦ୍‌ରେ ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଟ୍ରମ୍ପ୍‌ ପରିବାର ସଦସ୍ୟଙ୍କ ମଧ୍ୟରେ ସ୍ତ୍ରୀ ମେଲାନିଆ ଏବଂ ଝିଅ ଇଭାଙ୍କା ଟ୍ରମ୍ପ୍‌ ମଧ୍ୟ ଭାରତ ଗସ୍ତରେ ଆସିଛନ୍ତି। ଟ୍ରମ୍ପ୍‌ ମିଲିଟାରୀ ସ୍କୁଲରେ ପାଠପଢ଼ିଥିବାବେଳେ କଲେଜ ଜୀବନରେ ଜଣେ ଛାତ୍ରନେତା ଥିଲେ। ପରେ ଟିଭି କଳାକାର ଭାବେ ସେ କିଛି ଦିନ ମଧ୍ୟ କାର୍ଯ୍ୟ କରିଥିଲେ। ସେହିପରି ସ୍ତ୍ରୀ ମେଲାନିଆ ମଡେଲିଂ ପାଇଁ ପାଠପଢ଼ାରେ ଡୋରି ବାନ୍ଧିଥିଲେ। ସେ ୫ ବର୍ଷ ବୟସରୁ ମଡେଲିଂ କରିବା ଆରମ୍ଭ କରିଥିଲେ। ୧୬ ବର୍ଷ ବୟସରେ ସେ ଫେଶନ ଫଟୋଗ୍ରାଫି କରିବା ଆରମ୍ଭ କରିଥିଲେ। ଟ୍ରମ୍ପ୍‌ଙ୍କ ଝିଅ ଇଭାଙ୍କାଙ୍କ ଶିକ୍ଷା ବୋର୍ଡିଂ ସ୍କୁଲରେ ହୋଇଥିଲା। ତାଙ୍କୁ ସ୍କୁଲ ଏକ ଜେଲ ଭଳି ଲାଗୁଥିଲା ବୋଲି ସେ ଏକ ସାକ୍ଷାତ୍‌କାରରେ କହିଥିଲେ। ସେ ଟ୍ରମ୍ପ୍‌ଙ୍କ ପ୍ରଥମ ସ୍ତ୍ରୀ ଇଓ୍ବାନାଙ୍କ ଝିଅ। ୧୯୯୧ରେ ଟ୍ରମ୍ପ୍‌ ଏବଂ ଇଓ୍ବାନାଙ୍କ ମଧ୍ୟରେ ଛାଡ଼ପତ୍ର ହୋଇଥିଲା। ସେତେବେଳେ ଇଭାଙ୍କାଙ୍କୁ ୯ ବର୍ଷ ହୋଇଥିଲା। ଏହାପରେ ଶିକ୍ଷା ପାଇଁ ତାଙ୍କୁ ବୋର୍ଡିଂ ସ୍କୁଲରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ରାଣୀ ମୁଖାର୍ଜୀଙ୍କ ଉପରେ ଭାଙ୍ଗିପଡିଲା ଦୁଃଖର ପାହାଡ଼, ଏମିତି କେବେ ଘଟିବ ବୋଲି…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ରାଣୀ ମୁଖାର୍ଜୀଙ୍କ ଉପରେ ଦୁଃଖର ପାହାଡ଼ ଭାଙ୍ଗିପଡ଼ିଛି। ତାଙ୍କ ମାଆ କୃଷ୍ଣା ମୁଖାର୍ଜୀଙ୍କର ୭୫ ବର୍ଷ ବୟସରେ ପରଲୋକ ଘଟିଛି। ମଙ୍ଗଳବାର, ସେପ୍ଟେମ୍ବର…

ଏମିତି ଏକ ରହସ୍ୟମୟ ଗାଁ, ଯେଉଁଠି ଚାଲିଯାଏ ଲୋକଙ୍କ ଦୃଷ୍ଟିଶକ୍ତି! କାରଣ ଜାଣିଲେ ହେବେ ଚକିତ

ମେକ୍ସିକୋର ଏକ ଦୂରଦୂରାନ୍ତ ଗାଁକୁ ନେଇ ଦୀର୍ଘଦିନ ଧରି ଏକ ରହସ୍ୟମୟ କାହାଣୀ ପ୍ରଚଳିତ ରହିଛି। କୁହାଯାଏ, ଏଠାରେ ଲୋକଙ୍କ ସହ ପଶୁମାନଙ୍କର ମଧ୍ୟ ଦୃଷ୍ଟିଶକ୍ତି ଚାଲିଯାଉଥିଲା।…

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

କର୍କଟ ରାଶିରେ ଏକାଠି ହେବେ ୩ ବଡ଼ ଗ୍ରହ: ୪ ରାଶିଙ୍କ କ୍ୟାରିୟରରେ ଲାଗିବ ଚାରିଚାନ୍ଦ, ହାତକୁ ଆସିବ କୋଟିକୋଟି ଟଙ୍କା!

ଭୁବନେଶ୍ୱର,୨୨।୯: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଯେତେବେଳେ ତିନିଟି ଗ୍ରହ ଗୋଟିଏ ରାଶିରେ ଏକାଠି ଅବସ୍ଥାନ କରନ୍ତି, ସେତେବେଳେ ତ୍ରିଗ୍ରହୀ ଯୋଗ ଗଠିତ ହୁଏ। ଆସନ୍ତା ଅକ୍ଟୋବର ୪ରେ…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?