ରିଫି୍ରିଜିଂ ଖାଦ୍ୟ ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ

ଆଜିକାଲି ଖାଦ୍ୟକୁ ସଂରକ୍ଷିତ କରି ରଖିବାର ଅନେକ ପ୍ରକାର ଉପାୟ ରହିଛି। ଆମେ ରାନ୍ଧିଥିବା ଖାଦ୍ୟ ବଳି ପଡ଼ିଲେ ତାହାକୁ ରେଫ୍ରିଜରେଟରରେ ରଖିଦେଇଥାଉ। ପରବର୍ତ୍ତୀ ସମୟରେ ତାହାକୁ ବାହାର କରି ଖାଇଥାଉ। ପୁଣି ବଳକା ଖାଦ୍ୟକୁ ତା’ ଭିତରେ ରଖିଦେଉ। ଏହାକୁ ‘ରିଫ୍ରିଜିଂ’ କୁହାଯାଏ। ହେଲେ ପୁଷ୍ଟିବିଜ୍ଞାନୀଙ୍କ ମତରେ ଏହି (ରିଫ୍ରିଜିଂ)ଖାଦ୍ୟ ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ସାବ୍ୟସ୍ତ ହୋଇଥାଏ। କଥା କ’ଣ କି ରେଫ୍ରିଜରେଟରରେ ଥିବା ଖାଦ୍ୟକୁ ବାରମ୍ବାର ବାହାର କଲେ ସେଥିରେ ବ୍ୟାକ୍ଟେରିଆ ସୃଷ୍ଟି ହୋଇଥାଆନ୍ତି। ତେଣୁ ସେପରି ଖାଦ୍ୟକୁ ପରେ ଖାଇଲେ ତାହା ସ୍ବାସ୍ଥ୍ୟ ପାଇଁ ହିତକର ନୁହେଁ ବୋଲି କାଲିଫର୍ନିଆ ବିଶ୍ୱବିଦ୍ୟାଳୟ ପକ୍ଷରୁ ହୋଇଥିବା ଏକ ସର୍ଭେରୁ ଜଣାପଡ଼ିଛି। ଅନ୍ୟପକ୍ଷରେ ରେଫ୍ରିଜରେଟରରେ ଖାଦ୍ୟ ଆବଶ୍ୟକତାଠାରୁ ଅଧିକ ଦିନ ରହିଲେ ତାହାର ଗୁଣବତ୍ତା ନଷ୍ଟ ହୋଇଯାଇଥାଏ। ତା’ ସହ ସେହି ଖାଦ୍ୟର ପୋଷକତତ୍ତ୍ୱ ମଧ୍ୟ ହ୍ରାସ ପାଇଥାଏ। ତେଣୁ ଖାଦ୍ୟପଦାର୍ଥ ହେଉ ଅବା ପନିପରିବା-ଏଗୁଡ଼ିକୁ ରେଫ୍ରିଜରେଟରରେ ଆବଶ୍ୟକତାଠାରୁ ଅଧିକ ଦିନ ନ ରଖିବା ଭଲ।


Enter your email to get our daily news in your inbox.

All Right Reserved By Dharitri.Com

‘ହଁ ଆମେ ଯୁଦ୍ଧ ଶେଷ କରିବୁ…’, ଆମେରିକାକୁ ଇରାନର ସିଧା ଜବାବ, ସାମ୍ନାରେ ରଖିଲା ୨ ବଡ଼ ସର୍ତ୍ତ

ତେହରାନ୍‌,୨୪।୩: ଆମେରିକା ଏବେ ଇରାନ ସହିତ ସଂଘର୍ଷ ସମାପ୍ତ କରିବାକୁ ପ୍ରସ୍ତୁତ। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନ ଆଉ ଯୁଦ୍ଧ କରିବାକୁ…

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର…

ହାର ମାନିବାକୁ ପ୍ରସ୍ତୁତ ନୁହେଁ ଇରାନ, କେମିତି ହେବ ଶାନ୍ତି ଆଲୋଚନା? ଟ୍ରମ୍ପଙ୍କୁ ଫୋନ ଲଗାଇଲେ ନେତାନ୍ୟାହୁ

ଓ୍ବାଶିଂଟନ,୨୪।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏକ ଉତ୍କଟ ସ୍ଥିତିରେ ପହଞ୍ଚିଛି। ଗୋଟିଏ ପଟେ, ବେଞ୍ଜାମିନ ନେତାନ୍ୟାହୁ ଜାରି ଆକ୍ରମଣ ବିଷୟରେ କହୁଛନ୍ତି, ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ…

IPL 2026: କୋଲକାତାର କ୍ୟାପ୍ଟେନ ହେବେକି ରିଙ୍କୁ ସିଂ? KKRକୁ ପରାମର୍ଶ ଦେଲେ….

ନୂଆଦିଲ୍ଲୀ,୨୪।୩: ତିନିଥର ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ପୁଣି ଥରେ ଅଜିଙ୍କ୍ୟ ରାହାଣେଙ୍କ ଅଧିନାୟକତ୍ୱରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି । ଗତ ସିଜନରେ କେକେଆରର ଅଧିନାୟକ…

ନଇଁବାକୁ ପ୍ରସ୍ତୁତ ନୁହେଁ ଇରାନ, ଆମେରିକାକୁ ଦେଲା ଅଲ୍ଟିମେଟମ, ‘ଗ୍ୟାରେଣ୍ଟି ଦିଅ, ନଚେତ୍‌ ମୁଣ୍ଡ ବଦଳରେ ମୁଣ୍ଡ…’

ତେହରାନ୍‌,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି କହିଛନ୍ତି ଯେ ଇରାନ ଏକ ଚୁକ୍ତିରେ ପହଞ୍ଚିବାକୁ ଚାହୁଁଛି; କିନ୍ତୁ, ଇରାନ ପକ୍ଷରୁ ଏକ କଠୋର ବିବୃତ୍ତି ଆସିଛି।…

କଲମ୍ବିଆରେ ସେନା ବିମାନ ଦୁର୍ଘଟଣା; ୬୬ ଯବାନ ମୃତ, ଭିଡିଓ ଦେଖିଲେ….

କଲମ୍ବିଆ,୨୪।୩: କଲମ୍ବିଆରେ ଏକ ବଡ଼ ବାୟୁସେନା ବିମାନ ଦୁର୍ଘଟଣା ଘଟିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ୧୨୫ ଜଣ ସୈନିକଙ୍କୁ ନେଇ ଯାଉଥିବା ଏକ ବିମାନ ପୁଏର୍ଟୋ…

ଇରାନ-ଆମେରିକା ଯୁଦ୍ଧରେ ମଧ୍ୟସ୍ଥତା କରିବ ପାକିସ୍ତାନ! ଟ୍ରମ୍ପଙ୍କ ସହ କଥା ହେଲେ ମୁନିର

ଇସଲାମାବାଦ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ସମାଧାନ ପାଇଁ ପ୍ରୟାସ ତୀବ୍ର ହୋଇଛି। ଗୋଟିଏ କ୍ଷେତ୍ରରେ, ଆମେରିକା ଏବଂ ଇରାନ ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ…

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri