ଡକାୟତି ଯୋଜନା ପଣ୍ଡ : ରିଭଲଭର ଜବତ, ୩ ଗିରଫ

ଚୌଦ୍ୱାର, ୨୩ା୬(ଡି.ଏନ୍‌.ଏ.) : ଚୌଦ୍ୱାର ପୋଲିସ ୩ କୁଖ୍ୟାତ ଅପରାଧୀଙ୍କୁ ଗିରଫ କରି ରବିବାର କୋର୍ଟଚାଲାଣ କରିଛି। ସେମାନଙ୍କଠାରୁ ଗୋଟିଏ ଦେଶୀ ରିଭଲଭର ଓ ହୋଣ୍ଡା ଆକ୍ଟିଭା ଗାଡ଼ି ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଚୌଦ୍ୱାର ତଳବଜାର ଡେଲ୍‌ଟା କଲୋନୀର ଚିତ୍ତରଞ୍ଜନ ଦାସ, ସାମଲସାହିର ମିଟୁ ସାମଲ ଏବଂ ଆନନ୍ଦ ସାମଲ। ଏମାନଙ୍କ ନାମରେ ଚୌଦ୍ୱାର ଥାନା ସମେତ ଟାଙ୍ଗୀ ଓ ସାଲେପୁର ଥାନାରେ ଚୋରି, ଡକାୟତି ଭଳି ବିଭିନ୍ନ ମାମଲା ରହିଛି। ଶନିବାର ଅଭିଯୁକ୍ତମାନେ କୌଣସି ଏକ ଡକାୟତି ଯୋଜନା କରୁ୍‌ଥିବା ପୋଲିସକୁ ସୂଚନା ମିଳିଥିଲା। ସୂଚନା ପାଇ ପୋଲିସ ଆଗ୍ରାହାଟ ଶଙ୍କରପୁର ରାସ୍ତାରେ ଅଭିଯୁକ୍ତ ୩ ଜଣଙ୍କୁ ଆକ୍ଟିଭା ଗାଡ଼ିରେ ଯାଉଥିବାବେଳେ ସେମାନଙ୍କୁ ଅଟକାଇ ଯାଞ୍ଚ କରିବାରୁ ଗୋଟିଏ ଦେଶୀ ରିଭଲଭର ପୋଲିସକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?