ରିଲାକ୍ସ ଥେରାପି

ବ୍ୟାୟାମର ସୁପ୍ରଭାବ ଆମ ଶରୀର ଉପରେ କେତେକ ପଡିଥାଏ ତାହା ଅନୁଭବୀ ହିଁ ଜାଣେ। ସେଥିପାଇଁ ଆଜିକାଲି ଅନେକେ ଏହାକୁ ଦୈନନ୍ଦିନ ଜୀବନ ତାଲିକାରେ ସାମିଲ କରିଛନ୍ତି। ପ୍ରତିଦିନ ସକାଳୁ ଅଧ ଘଣ୍ଟାଏ ଚାଲିଲେ ତାହା ଶରୀରକୁ ସତେଜ ରଖିଥାଏ। ଏବେ ଅନେକ ବ୍ୟାୟାମ କରିବା ସମୟରେ ଗୀତ ଶୁଣୁଥିବାର ଦେଖିବାକୁ ମିଳୁଛି। ଏହାଦ୍ୱାରା ମନ ପ୍ରଫୁଲ୍ଲ ରହିଥାଏ। ଅପରପକ୍ଷରେ ଏହି ସମୟରେ ଗୀତ ଶୁଣିବା ଦ୍ୱାରା ବ୍ୟାୟାମ କରିବାର ଏକାଗ୍ରତା ପ୍ରଭାବିତ ହୋଇଥାଏ ବୋଲି କେତେକ ମତ ଦିଅନ୍ତି। ହେଲେ ଏହା ଠିକ୍‌ ନୁହେଁ ବୋଲି ଓ୍ବାଶିଂଟନ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ ପ୍ରକାଶ କରିଛନ୍ତି। ବ୍ୟାୟାମ ସମୟରେ ଗୀତ ଶୁଣିବାକୁ ସେମାନେ ‘ରିଲାକ୍ସ ଥେରାପି’ ନାମରେ ନାମିତ କରିଛନ୍ତି। ହେଲେ ଏହି ସମୟରେ ହାଲକା ମ୍ୟୁଜିକ ଶୁଣିବା ଭଲ ବୋଲି ସେମାନେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେତେ ଉପକାରୀ ଜୁସ୍‌

ତଟକା ଫଳମୂଳରେ ପ୍ରସ୍ତୁତ ଜୁସ୍‌ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା କହିବା ବାହୁଲ୍ୟ। ଜୁସ୍‌ରେ ଭିଟାମିନ୍‌-ଏ, ସି, ଇ ଏବଂ ଫୋଲିକ ଏସିଡ ଭରି...

ମାନସିକ ଦୁଶ୍ଚିନ୍ତା

ଦୁଶ୍ଚିନ୍ତା ମନ ଭିତରେ ବହୁ ଦିନ ଧରି ବସା ବାନ୍ଧି ରହିବା ଦ୍ୱାରା ମନ ଭାରାକ୍ରାନ୍ତ ହୋଇ ତାହା ମାନସିକ ତଥା ଶାରୀରିକ ସ୍ତରରେ ପ୍ରଭାବ...

ସନ୍ଧ୍ୟା ୬ଟା ପରେ ଭୋଜନ: ବଢ଼ାଏ ଟାଇପ୍‌-୨ ଡାଇବେଟିସ୍‌ ଆଶଙ୍କା

ଲଣ୍ଡନ: ସନ୍ଧ୍ୟା ୬ ପରେ ଭୋଜନ କଲେ ଶରୀର ଉପରେ ଖରାପ ପ୍ରଭାବ ପଡ଼ିଥାଏ। ଏହା ହାର୍ଟର ସ୍ବାଭାବିକ କାର୍ଯ୍ୟରେ ବାଧା ସୃଷ୍ଟି କରିବା ସହିତ...

କର୍ମଜୀବୀ ଓ ମେକ୍‌ଅପ

ଓ୍ବାର୍କିଂ ଓ୍ବମେନ ଅର୍ଥାତ୍‌ କର୍ମଜୀବୀ ମହିଳା ନିଜର ଦୈନନ୍ଦିନ କାମକୁ ନେଇ ଏତେ ବ୍ୟସ୍ତ ଯେ ନିଜ ସୌନ୍ଦର୍ଯ୍ୟକୁ ଚମକଦାର ରଖିବା ପାଇଁ ଆବଶ୍ୟକ ସମୟ ...

ଏହି ୫ ସମସ୍ୟା ଥିଲେ ଭୁଲରେ ଖାଆନ୍ତୁ ନାହିଁ କମଳା: ନଚେତ୍‌…

ଶୀତ ଦିନେ ବଜାରରେ ବହୁ ପରିମାଣରେ କମଳା ଉପଲବ୍ଧ ହୁଏ। ଅନ୍ୟ ଋତି ତୁଳନାରେ ଏହି ଦିନେ କମଳା ଶସ୍ତାରେ ମିଳିଥାଏ। କରୋନା ସମୟରେ କମଳା...

ଅଣ୍ଟା ବିନ୍ଧୁଥିଲେ…

ଅଣ୍ଟା ବିନ୍ଧୁଥିଲେ ଏଥିପ୍ରତି ସତର୍କ ରହିବା ନିହାତି ଜରୁରୀ। କାରଣ ପ୍ରାରମ୍ଭରୁ ଏହାର ଉପଚାର ନ କରିଲେ ପରବର୍ତ୍ତୀ ସମୟରେ ତାହା ଗମ୍ଭୀର ସମସ୍ୟା ଭାବରେ...

ହୃଦ୍‌ରୋଗୀ ଓ ଖାଦ୍ୟ

ହୃଦ୍‌ରୋଗରେ ଆକ୍ରାନ୍ତ ହେଲେ ଡାକ୍ତରଙ୍କ ପରାମର୍ଶ ଅନୁସାରେ ଔଷଧ ଖାଇବାକୁ ପଡ଼ିଥାଏ। ତା’ସହ ନିୟମିତ ସମୟ ଅନ୍ତରାଳରେ ଚେକ୍‌ଅପ୍‌ ପ୍ରତି ନଜର ଦେବାକୁ ପଡ଼େ। ଏହାବ୍ୟତୀତ...

ବସ୍‌ରେ ଯାତ୍ରା କରୁଛନ୍ତି କି : ଆପଣାନ୍ତୁ ଏହି ଉପାୟ

ସାରା ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଥିବା ବେଳେ ଏହାକୁ ନେଇ ଲୋକଙ୍କ ଚିନ୍ତା ବଢ଼ିଯାଇଛି। ଦେଶରେ କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା କ୍ରମଶଃ ବୃଦ୍ଧି...

Play 250+ Trending Games
Archives

Model This Week

Why Dharitri