ରିଲିଜ୍‌ ହେଲା ସଲମାନଙ୍କ ବହୁପ୍ରତୀକ୍ଷିତ ଫିଲ୍ମ ‘ଦବଙ୍ଗ-୩’: ଦର୍ଶକ କହିଲେ ‘ବ୍ଲକବଷ୍ଟର’

ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ବହୁପ୍ରତୀକ୍ଷିତ ଫିଲ୍ମ ‘ଦବଙ୍ଗ-୩’ ରିଲିଜ ହୋଇଯାଇଛି। ‘ଚୁଲବୁଲ ପାଣ୍ଡେ’ ଚରିତ୍ରରେ ସଲ୍ଲୁ ପୁଣିଥରେ ଏହି ଖ୍ରୀଷ୍ଟମାସରେ ଦର୍ଶକଙ୍କ ମନୋରଞ୍ଜନ କରିଛନ୍ତି। ଦମଦାର କମେଡି ସାଙ୍ଗକୁ ସଲମାନ ଖାନଙ୍କ ଆକ୍ସନ ଦର୍ଶକଙ୍କୁ ଖୁବ ପସନ୍ଦ ଆସିଛି। ଫିଲ୍ମ ଦେଖି ଦର୍ଶକ ବ୍ଲକବଷ୍ଟର ବୋଲି କହିଛନ୍ତି। ସଲମାନଙ୍କ ହୋମ ବ୍ୟାନରରେ ପ୍ରସ୍ତୁତ ଏହି ଫିଲ୍ମଟି ସୁପଟହିଟ୍‌ ସାବ୍ୟସ୍ତ ହେବ ବୋଲି ଫିଲ୍ମ ସମୀକ୍ଷକ ଭବିଷ୍ୟବାଣୀ କରିଛନ୍ତି। ଫିଲ୍ମଟିର ନିର୍ଦ୍ଦେଶନା ଦେଇଛନ୍ତି ପ୍ରଭୁଦେବା। ଏଥିରେ ସଲମାନଙ୍କ ସହ ସ୍କ୍ରିନ ଶେୟାର କରିଛନ୍ତି ସୋନାକ୍ଷୀ ସିହ୍ନା। ଅନ୍ୟପକ୍ଷରେ ଅରବାଜ ଖାଁ, ମାହି ଗିଲ, ସନ୍ତୋଷ ଶୁକ୍ଳାଙ୍କୁ ବିଭିନ୍ନ ଭୂମିକାରେ ଦେଖିବାକୁ ମିଳଛି। ଚଳଚ୍ଚିତ୍ରରେ ସଂଯୋଜିତ ଗୀତଗୁଡିକୁ ସ୍ବର ଦେଇଛନ୍ତି ସନ୍ଦୀପ ସିରୋଦକର।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କ ଭିଡିଓ ଶେୟାର କରି ଭାବବିହ୍ବଳ ହେଲେ ରାଖୀ: କହିଲେ ‘ ମୋ ପାଖେ ହରାଇବାକୁ ଆଉ କିଛି ନାହିଁ’

ବମ୍ବେ: ଦିନେ ଲୋକଙ୍କୁ ହସାଉଥିବା ରାଖୀ ସାଓ୍ବନ୍ତଙ୍କ ଆଖିରୁ ଲୁହ ଶୁଖୁନି। ଦୀର୍ଘଦିନ ଧରି ବ୍ରେନ୍‌ ଟ୍ୟୁମର ଏବଂ କ୍ୟାନ୍‌ସର ସହ ଲଢ଼ିବା ପରେ ମା’...

ଏହି ହ୍ୟାଣ୍ଡସମ୍‌ ଅଭିନେତାଙ୍କୁ ଭ୍ୟାଲେଣ୍ଟାଇନ୍‌ ଡେ’ରେ ୩୦ହଜାରରୁ ଅଧିକ ଯୁବତୀ ଦେଇଥିଲେ ବିବାହ ପ୍ରସ୍ତାବ, ଚକିତ ହୋଇଥିଲେ…

ବମ୍ବେ: ବଲିଉଡ୍‌ର ହ୍ୟାଣ୍ଡସମ୍‌ ନାୟକଙ୍କ ମଧ୍ୟରୁ ହ୍ରିତିକ୍‌ ରୋଶନ ଅନ୍ୟତମ। ତାଙ୍କୁ ‘ବଲିଉଡ୍‌ର ଟମ୍‌ କ୍ରୁଜ୍‌’ ମଧ୍ୟ କୁହାଯାଏ। ଏହି ସୁନ୍ଦର ଚେହେରା ଯୋଗୁ ବଲିଉଡ୍‌ରେ...

‘ମିଶନ୍‌ ମଙ୍ଗଲ୍‌’ର ବୈଜ୍ଞାନିକ ଭୂମିକାରେ ଅକ୍ଷୟ

ମୁମ୍ବାଇ: ସ୍ପେସ୍‌ ଡ୍ରାମା ‘ମିସନ୍‌ ମଙ୍ଗଲ୍‌’ରେ ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ଜଣେ ବୈଜ୍ଞାନିକ ଭୂମିକା ନେଇଥିବା ବେଳେ ଏହା ତାଙ୍କ ଝିଅ ବୟସର ପିଲାଙ୍କ...

ସାତଫେରା ନେଲେ ଆଥିଆ-ରାହୁଲ

ମୁମ୍ବାଇ,୨୩।୧: ଦୀର୍ଘଦିନର ସମ୍ପର୍କ ପରେ ବଲିଉଡ ଅଭିନେତ୍ରୀ ଆଥିଆ ଶେଟ୍ଟୀ ଏବଂ କ୍ରିକେଟର୍‌ କେ.ଏଲ ରାହୁଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ସୁନୀଲ ଶେଟ୍ଟୀଙ୍କ ଖଣ୍ଡାଲା...

ଫିଟ୍‌ ରହିବା ଲାଗି ସାଇକେଲ ଚଲାଏ

ଓଡ଼ିଆ କଣ୍ଠଶିଳ୍ପୀ ଆର୍‌.ଏସ୍‌. କୁମାର ସବୁବେଳେ ଫିଟ୍‌ନେସ ଉପରେ ଗୁରୁତ୍ୱ ଦିଅନ୍ତି। ବିଭିନ୍ନ ସଙ୍ଗୀତଭିତ୍ତିକ କାର୍ଯ୍ୟକ୍ରମରେ ବର୍ଷସାରା ରାଜ୍ୟ ତଥା ରାଜ୍ୟ ବାହାରକୁ ଯିବାକୁ ପଡ଼ୁଥିଲେ...

ଦ କପିଲ ଶର୍ମା ଶୋ’ର ଶୁଟିଂ ଆରମ୍ଭ: ଆସିଲା କଳାକାରଙ୍କ ଦାନ୍ତ ଭଙ୍ଗା ଭିଡିଓ, ଦେଖିଲେ ବନ୍ଦ ହେବନି ହସ

ଦୀର୍ଘ ଦିନର ଅପେକ୍ଷା ପରେ ‘ଦ କପିଲ ଶର୍ମା ଶୋ’ର ଶୁଟିଂ ଆରମ୍ଭ ହୋଇଛି। ଶୀଘ୍ର ଦର୍ଶକମାନେ ଏହାର ନୂତନ ଏପିସୋଡ ଦେଖି ପାରିବେ। ପ୍ରାୟ...

ବାନ୍ଧବୀଙ୍କ ସହ ରେଷ୍ଟୁରାଣ୍ଟରେ ଖାଇଲେ ଅନୁଭବ, ଫଟୋ ଶେୟାର କରି ଏବେ ଚର୍ଚ୍ଚାରେ

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରି ଏବେ ଚର୍ଚ୍ଚାରେ ରହିଛନ୍ତି। ଅନୁଭବ ନିଜେ ତାଙ୍କ...

ଏହି ଫିଲ୍ମରୁ ବଲିଉଡ୍‌ରେ ଡେବ୍ୟୁ କରିବେ କ୍ୟାରି ମିନାଟି

ଅଜୟ ନାଗର, କ୍ୟାରି ମିନାଟି ନାମରେ ୟୁଟୁବ୍‌ରେ ଲୋକପ୍ରିୟ। ସେ ବର୍ତ୍ତମାନ ବିଗ୍‌ ବି ଅମିତାଭ ବଚ୍ଚନ ଓ ଅଜୟ ଦେବଗନଙ୍କ ଅଭୀନତ ‘ମେଡ’ ଫିଲ୍ମ...

Advertisement
Archives

Model This Week