ବଲିଉଡ୍ ଅଭିନେତା ଅଜୟ ଦେବଗନ୍ ନିଜ ଆଗାମୀ ଫିଲ୍ମ ‘ଥ୍ୟାଙ୍କ୍ ଗଡ୍’କୁ ନେଇ ଏବେ ବିବାଦ ଦେଖାଦେଇଛି। ଫିଲ୍ମଟି ହିନ୍ଦୁ ଧାର୍ମିକ ଭାବନାକୁ ପ୍ରଭାବିତ କରୁଥିବା ନେଇ ଉତ୍ତର ପ୍ରଦେଶର ଜୈନପୁର କୋର୍ଟରେ ଆଇନ୍ଜୀବୀ ହିମାଂଶୁ ଶ୍ରୀବାସ୍ତବ ଫିଲ୍ମର ଦୁଇ ଲିଡ୍ ଆକ୍ଟର ଅଜୟ ଦେବଗନ, ସିଦ୍ଧାର୍ଥ ମାଲହୋତ୍ରା ଏବଂ ନିର୍ଦ୍ଦେଶକ ଇନ୍ଦ୍ର କୁମାର ନାଁରେ ଅଭିଯୋଗ କରିଛନ୍ତି। ନିକଟରେ ଫିଲ୍ମର ଟ୍ରେଲର ରିଲିଜ୍ ହୋଇଥିବାବେଳେ ଏହା ହିନ୍ଦୁ ଧାର୍ମିକ ଭାବନାକୁ ଆଘାତ ଦେଉଥିବା ହିମାଂଶୁ ନିଜ ପିଟିଶନ୍ରେ ଉଲ୍ଲେଖ କରିଛନ୍ତି। ଅଜୟ ଦେବଗନ ଚିତ୍ରଗୁପ୍ତଙ୍କ ଛବି ଥିବା ଏକ ପୋଷାକ ପିନ୍ଧି ଜୋକ୍ କରିବା ସହ ଅଶାଳୀନ ଭାଷା ବ୍ୟବହାର କରୁଥିବା ଦେଖିବାକୁ ମିଳିଛି। ଚିତ୍ରଗୁପ୍ତ ମନୁଷ୍ୟର ଭଲ ଓ ମନ୍ଦ କାମର ହିସାବ ରଖୁଥିବାବେଳେ ତାଙ୍କ ଭଳି ଜଣେ ଦିବ୍ୟ ପୁରୁଷଙ୍କ ଚିତ୍ର ଥିବା ପୋଷାକ ଫିଲ୍ମରେ ବ୍ୟବହାର ହେବା ଅନୁଚିତ୍ ବୋଲି ହିମାଂଶୁ ନିଜ ପିଟିଶନ୍ ଜରିଆରେ କହିଛନ୍ତି। ଅଭିଯୋଗ ନେଇ ନଭେମ୍ବର ୧୮ରେ ଶୁଣାଣି ହେବ। ଫିଲ୍ମଟି ଅକ୍ଟୋବର ୨୪ରେ ମୁକ୍ତିଲାଭ କରିବ।
୮୦% ଭିନ୍ନକ୍ଷମ ସୁନୀଲଙ୍କୁ ମିଳୁନି ଭତ୍ତା: ପଚାରିବାରୁ ସରପଞ୍ଚଙ୍କ ଦେଲେ ଏଭଳି ମନ୍ତବ୍ୟ, କହିଲେ ମୋ ନିଜ ଭାଉଜଙ୍କର ମଧ୍ୟ…
ଥୁଆମୂଳ ରାମପୁର, ୨୭ା୫ (ଦୁର୍ଗା କୀର୍ତ୍ତି): ସରକାର ଗରିବ, ଅସହାୟ ଓ ଭିନ୍ନକ୍ଷମମାନଙ୍କ ସାମାଜିକ ସୁରକ୍ଷା ପାଇଁ କୋଟି କୋଟି ଟଙ୍କାର ଯୋଜନା ପ୍ରଣୟନ କରୁଥିବା ବେଳେ,…
ବାଇଜୁ ମାଲିକଙ୍କୁ ବଡ଼ ଝଟ୍କା: ୬ ମାସ ଜେଲ୍, ଏହାସହ…
ନୂଆଦିଲ୍ଲୀ,୨୭।୫: ଭାରତର ସବୁଠାରୁ ହାଇ-ପ୍ରୋଫାଇଲ ଷ୍ଟାର୍ଟଅପ ମଧ୍ୟରେ ଗଣିତ ଏଡଟେକ କମ୍ପାନୀ ବାଇଜୁର ପ୍ରତିଷ୍ଠାତା ବାଇଜୁ ରବିନ୍ଦ୍ରନ ଫସିଯାଇଛନ୍ତି। ସିଙ୍ଗାପୁରର ଏକ କୋର୍ଟରେ ରବିନ୍ଦ୍ରନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ…
ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…
ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ…
ଜୁନ୍ ୧ରୁ ପ୍ରତି ମାସରେ ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା ସହ ମାଗଣା ବସ୍ ଯାତ୍ରା; ଜାଣନ୍ତୁ କେମିତି କରିବେ ଆବେଦନ
କୋଲକାତା,୨୭।୫: ପଶ୍ଚିମବଙ୍ଗର ନବନିର୍ୱାଚିତ ସରକାର ରାଜ୍ୟର ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ପାଇଁ ସେମାନଙ୍କର ସବୁଠାରୁ ବଡ଼ ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟ…
ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍ ହ୍ୟାଣ୍ଡରେ ଧରାପଡ଼ିଲେ
କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)। ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…
ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼
ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ…
CM ବିଜୟଙ୍କ ଫିଲ୍ମ ଇଣ୍ଡଷ୍ଟ୍ରିକୁ ବଡ଼ ଉପହାର! ଥ୍ରୀଏଟରରେ ବଦଳିବ ୭୦ ବର୍ଷର ନିୟମ, ଏବେ ହେବ ଜୋରଦାର ରୋଜଗାର
ଚେନ୍ନାଇ,୨୭।୫: ତାମିଲନାଡୁର ନବନିର୍ୱାଚିତ ମୁଖ୍ୟମନ୍ତ୍ରୀ ତଥା ସୁପରଷ୍ଟାର୍ ଥାଲାପତି ବିଜୟ (Thalapathy Vijay) ଏବେ ଏଭଳି ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି, ଯାହା ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରି…
ପୁରୀର ଏକ ରିସର୍ଟରୁ ଗିରଫ ହେଲେ TMC ବିଧାୟକ
ପୁରୀ,୨୭ା୫: ପଶ୍ଚିମବଙ୍ଗର ପୂର୍ବତନ ପରିବହନ ମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ(TMC)ର ବରିଷ୍ଠ ନେତା ଦିଲ୍ଲୀପ ମଣ୍ଡଳଙ୍କୁ ଏସ୍ଟିଏଫ୍ ଦ୍ୱାରା ଗିରଫ ହୋଇଥିବା ନେଇ ସୂଚନା ମିଳିଛି ।…
Archives

