ରିଲିଜ୍ ହେଲା ହଙ୍ଗାମା ୨ ର ଟ୍ରେଲର

ମୁମ୍ବାଇ: ବଲିଉଡ୍‌ର ଆଗଧାଡିର ଅଭିନେତ୍ରୀ ଶିଳ୍ପା ସେଟ୍ଟିଙ୍କ ବହୁ ପ୍ରତିକ୍ଷିତ ଫିଲ୍ମ ‘ହଙ୍ଗାମା ୨’ର ଟ୍ରେଲର ରିଲଜ୍ ହୋଇଛି । ଏହି ଫିଲ୍ମ ଓଟିଟି ପ୍ଲାଟଫର୍ମରେ ରିଲିଜ୍ ଅପେକ୍ଷାରେ ରହିଛି । ଖୁବ୍ ହସ ମଜାକରେ ଭରପୁର ଏହି କମେଡି ଫିଲ୍ମରେ ଶିଳ୍ପାଙ୍କ ସହ ପରେଶ ରାୱଲ, ମିଜାନ ଜାଫରି, ଆଶୁତୋଷ ରାଣା ତଥା ପ୍ରଣିତା ସୁଭାଷ ମୁଖ୍ୟ ଭୂମିକାରେ ନଜର ଆସିବେ । ଏହି କମେଡି ମୁଭିର ଟ୍ରେଲର ରିଲିଜ୍ ହେବା ପରେ ଦର୍ଶକଙ୍କ ମନରେ ଫିଲ୍ମକୁ ନେଇ ଉତ୍ସାହ ବଢି ଯାଇଛି । ଏଥିରେ ପରେଶ ରାୱଲଙ୍କ ଅଭିନୟ ସମସ୍ତଙ୍କୁ ହସିବାକୁ ବାଧ୍ୟ କରିଛି । ଏହି ୩ ମିନିଟର ଟ୍ରେଲରରେ ପ୍ରଣିତା ସୁଭାଷ ଏକ ଶିଶୁଙ୍କୁ ଧରି ପ୍ରଥମେ ଏଣ୍ଟ୍ରି କରୁଥିବା ବେଳେ ମିଜାନଙ୍କ ଘରକୁ ଯାଇ ଆଶୁତୋଷ ରାଣାଙ୍କୁ କହୁଛନ୍ତି ସେ ଓ ମିଜାନ କଲେଜରେ ପରସ୍ପରକୁ ଭଲ ପାଉଥିଲେ ଓ ଏହି ଶିଶୁ ସେମାନେ ଦୁଇ ଜଣଙ୍କର । ଏହାପରେ ଓକିଲ ଅର୍ଥାତ୍ ପରେଶ ରାୱାଲଙ୍କ ଏଣ୍ଟ୍ରି ହେବା ସହ ଆରମ୍ଭ ହେଉଛି କମେଡି । ଏଥିରେ ଶିଳ୍ପା ପରେଶଙ୍କ ସ୍ତ୍ରୀ ଭୂମିକାରେ ନଜର ଆସିଛନ୍ତି । ଏହା ହଙ୍ଗାମା ପ୍ରଞ୍ଚାଇଜର ଦ୍ୱିତୀୟ ମୁଭି ।


Enter your email to get our daily news in your inbox.

All Right Reserved By Dharitri.Com

UPI ଚାର୍ଜକୁ ନେଇ ବଡ଼ ଖୁଲାସା! କାର୍ଡ ପେମେଣ୍ଟଠାରୁ ୮୦% ଶସ୍ତା କାହିଁକି? ଜାଣନ୍ତୁ ପୂରା ହିସାବ

ନୂଆଦିଲ୍ଲୀ,୨୩।୯ : UPI ପେମେଣ୍ଟକୁ ନେଇ ଆସିଛି ନୂଆ ନିୟମ । ଅକ୍ଟୋବର ୧୫, ୨୦୨୬ରୁ ୨ ହଜାର ଟଙ୍କାରୁ ଅଧିକ କିଛି UPI ଟ୍ରାଞ୍ଜାକ୍ସନରେ ୦.୪…

ଅସ୍ବାସ୍ଥ୍ୟକର ହେବ ନାହିଁ ଟ୍ରେନ ଖାଦ୍ୟ; ମୂଷା କିମ୍ବା ଅସରପା ଦେଖାଗଲେ ସିଧାସଳଖ ସତର୍କ ସୂଚନା (alert) ପଠାଇବ AI କ୍ୟାମେରା

ସମସ୍ତିପୁର,୨୩।୯: ସମସ୍ତିପୁର ଦେଇ ଯାଉଥିବା ପ୍ରମୁଖ ଟ୍ରେନଗୁଡ଼ିକ (ଯେପରିକି ସ୍ବାଧୀନତା ସେନାନୀ ଏକ୍ସପ୍ରେସ, ବିହାର ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ, ବୈଶାଳୀ ଏକ୍ସପ୍ରେସ ଏବଂ ବାଗମତୀ ଏକ୍ସପ୍ରେସ)ର ପ୍ୟାଣ୍ଟ୍ରି…

ଡୋନାଲ୍ଡ ଟ୍ରମ୍ପଙ୍କ ପୁଅଙ୍କ ଖର୍ଚ୍ଚର ଯାଞ୍ଚ କରାଯିବ; ତଦନ୍ତ ପାଇଁ ଦାବି କରିଛନ୍ତି ରିପବ୍ଲିକାନ ସିନେଟର୍‌

ଓ୍ବାଶିଂଟନ,୨୩।୯: ୟୁଟାହ ରିପବ୍ଲିକାନ ସେନେଟର ଜନ କର୍ଟିସ ସିନେଟ ନ୍ୟାୟପାଳିକା କମିଟିକୁ ତଦନ୍ତ କରିବାକୁ ଆହ୍ବାନ କରିଛନ୍ତି ଯେ ଡୋନାଲ୍ଡ ଟ୍ରମ୍ପ ଜୁନିଅର ଆର୍ଥିକ ଲାଭ ପାଇଁ…

ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ: ପର୍ଦ୍ଦାଫାଶ କଲା ପୋଲିସ

ବଲାଙ୍ଗୀର, ୨୩।୯ (ବୀରେନ୍ଦ୍ର କୁମାର ଝାଙ୍କର): ଅଭିନବ ଉପାୟରେ ରାଜ୍ୟ ବାହାରକୁ ଚାଲାଣ ହେଉଥିଲା ଗଞ୍ଜେଇ। ଆଚାର କଣ୍ଟେନରରେ ଗଞ୍ଜେଇ ଭର୍ତ୍ତି କରାଯାଇ ଟ୍ରେନ ଯୋଗେ ରାଜ୍ୟ…

ରାସ୍ତାରେ ଯିବାବେଳେ ହଠାତ୍‌ ଦୋକାନ ଭିତରକୁ ପଶିଗଲା କାର୍‌, ୨ ଭାଇ ଗୁରୁତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଲୋଏର ବସ୍‌ଷ୍ଟାଣ୍ଡ ନିକଟରେ ବୁଧବାର ଏକ କାର୍‌ ଭରସାମ୍ୟ ହରାଇ ସିରିଜ୍‌ ଦୁର୍ଘଟଣା ଘଟାଇବା ସହ…

ସ୍ବତନ୍ତ୍ର ତକିଆ କିଣିଲେ ବୁମ୍‌ରା: ସବୁ ଗୁମର ଖୋଲିଦେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୩।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଜସପ୍ରୀତ ବୁମରା ଟିମ ଇଣ୍ଡିଆ ସହ ଜାପାନରେ ଅଛନ୍ତି। ସେଠାରେ ସେ ନିଜ ପାଇଁ ବାଛିଥିବା ତକିଆ ଯୋଗୁ ସେ…

ଟି-୨୦ ବୋଲିଂ ରାଙ୍କିଙ୍ଗ୍‌ରେ ହଟଚମଟ: ଦୁନିଆର ନମ୍ବର-୧ ବୋଲର ହେଲେ ପାକିସ୍ତାନର ଏହି ଖେଳାଳି, ଭାରତକୁ ଝଟ୍‌କା!

ନୂଆଦିଲ୍ଲୀ,୨୩।୯: ଆଇସିସି ପକ୍ଷରୁ ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କରାଯାଇଛି। ଏଥିରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପାକିସ୍ତାନର ସ୍ପିନର ଅବରାର ଅହମ୍ମଦ ୭୩୬ ରେଟିଂ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?