ରିଲିଜ ହେଲା ଫିଲ୍ମ ‘ଲକ୍ଷ୍ମୀ ବମ୍‌’ର ପ୍ରଥମ ପୋଷ୍ଟର, କିନ୍ନର ଭୂମିକାରେ ନଜର ଆସିବେ ଅକ୍ଷୟ

ମୁମ୍ବାଇ: ଆଗାମୀ ଫିଲ୍ମ ‘ଲକ୍ଷ୍ମୀ ବମ୍‌’ରେ କିନ୍ନର ଭୂତ ଭୂମିକାରେ ନଜର ଆସିବେ ବଲିଉଡ୍‌ ସୁପରଷ୍ଟାର ଅକ୍ଷୟ କୁମାର। ଫିଲ୍ମର ପ୍ରଥମ ପୋଷ୍ଟର ରିଲିଜ ପରେ ଏହା ସ୍ପଷ୍ଟ ହୋଇଛି। ଫିଲ୍ମଟି ତାମିଲ ଫିଲ୍ମ ‘କଞ୍ଚନା’ର ରିମେକ୍‌। ଅକ୍ଷୟଙ୍କ ସହ ପ୍ରମୁଖ ଭୂମିକାରେ ଅଭିନୟ କରିବେ କିଆରା ଆଡଭାଣୀ। ଏହାଛଡ଼ା ବିଗ୍‌ ବି ଅମିତାଭ ମଧ୍ୟ ଅକ୍ଷୟଙ୍କ ଭଳି ଜଣେ କିନ୍ନର ଭୂତ ଭୂମିକାରେ ଅଭିନୟ କରିପାରନ୍ତି ବୋଲି ଶୁଣିବାକୁ ମିଳୁଛି। ତେବେ ଏହା ସ୍ପଷ୍ଟ ହୋଇପାରିନାହିଁ।

ଫିଲ୍ମଟିକୁ ନିର୍ଦ୍ଦେଶନା ଦେବେ ରାଘବ ଲୋରେନ୍ସ। ସେହିଭଳି ତୁଷାର କପୁର ଓ ଶବିନା ଖାନ୍‌ ଏହାର ପ୍ରଯୋଜନା କରିବେ। ଏହା ୨୦୨୦ ଏପ୍ରିଲ ୫ତାରିଖରେ ରିଲିଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସିଦ୍ଧ ସ୍କ୍ରିପ୍ଟରାଇଟର୍‌ଙ୍କ ପରଲୋକ

ଲୋକପ୍ରିୟ ତାମିଲ-ତେଲୁଗୁ ସ୍କ୍ରିପ୍ଟରାଇଟର୍‌୍‌ ଶ୍ରୀ ବାଲାମୁରୁଗାନଙ୍କ ଦେହାନ୍ତ ହୋଇଛି। ୮୬ ବର୍ଷ ବୟସରେ ସେ ଦୁନିଆରୁ ବିଦାୟ ନେଇଛନ୍ତି। ସେ ଗତ କିଛି ବର୍ଷ ଧରି...

ଅନନ୍ୟାଙ୍କ ସହ ଆଗକୁ କାମ ନେଇ ଏମିତି କହିଲେ ଶାହିଦ୍‌

ବଲିଉଡ୍‌ ଅଭିନେତା ଶାହିଦ୍‌ କପୁର ଏବଂ ଅନନ୍ୟା ପାଣ୍ଡେଙ୍କ କେମେଷ୍ଟ୍ରି ପ୍ରାୟତଃ ସମସ୍ତଙ୍କୁ ପସନ୍ଦ। କେହି କେହି କହିଛନ୍ତି, ଏହି ଯୋଡି ଖୁବ୍‌ ସୁନ୍ଦର ।...

ପିଭିଆର୍‌, ଆଇନକ୍ସର ମିଶ୍ରଣ

ନୂଆଦିଲ୍ଲୀ,୨୮।୩: ଦେଶର ପ୍ରମୁଖ ମଲ୍ଟିପ୍ଲେକ୍ସ ଇଣ୍ଡଷ୍ଟ୍ରୀ ମଧ୍ୟରେ ଏକ ବଡ଼ ଧରଣର ପରିବର୍ତ୍ତନ ହୋଇଛି। ଭାରତର ଦୁଇ ସର୍ବବୃହତ୍‌ ମଲ୍ଟିପ୍ଲେକ୍ସ ଇଣ୍ଡଷ୍ଟ୍ରୀ ପିଭିଆର୍‌ ଲିମିଟେଡ୍‌ ଏବଂ ଆଇନକ୍ସ...

ଦାଉଦଙ୍କ ଘର ଭଙ୍ଗା ଯାଇ ପାରୁ ନ ଥିବା ବେଳେ କାହିଁକି ଭଙ୍ଗାଗଲା କଙ୍ଗନାଙ୍କ ଘର: ଫଡନବିଶ

ମୁମ୍ବାଇ,୧୧ ।୯: ମହାରାଷ୍ଟ୍ର ସରକାର ଓ ବଲିଉଡ୍ ନାୟିକା କଙ୍ଗନା ରାନାୱତଙ୍କ ମଧ୍ୟରେ ତୁତୁ ମେମେ ଲାଗି ରହିଛି । ଇତିମଧ୍ୟରେ ମୁମ୍ବାଇ ପୋଲିସ କଙ୍ଗନାଙ୍କ...

ଦିଅରଙ୍କୁ ଆଶୀର୍ବାଦ ଦେଲେ କ୍ୟାଟ୍ରିନା

ଅଭିନେତା ବିକି କୌଶଲଙ୍କ ଭାଇ ସନ୍ନି ଆଜି ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ସନ୍ନି ମଧ୍ୟ ତାଙ୍କ ଭାଇଙ୍କ ପରି ଜଣେ ଅଭିନେତା, ଯିଏ ଖୁବ...

ଖୁବ୍‌ଶୀଘ୍ର ଆରମ୍ଭ ହେବ ଦବଙ୍ଗ- ୪ର ଶୁଟିଂ,ଉତ୍ସାହରେ ଦର୍ଶକ

ବଲିଉଡ୍‌ ଭାଇଜାନ ସଲମାନ ଖାନ୍‌ଙ୍କ ଫିଲ୍ମ ଦେଖିବା ପାଇଁ ଉତ୍ସାହର ସହ ଅପେକ୍ଷା କରିଥାନ୍ତି ଦର୍ଶକ। ଆଗକୁ ମଧ୍ୟ ଭାଇଜାନଙ୍କ ଅନେକ ଫିଲ୍ମ ଆସିବାକୁ ଯାଉଛି।...

ସ୍ବାମୀ ଅଧିନାୟକକ ପଦରୁ ଇସ୍ତଫା ଦେବା ପରେ ଅନୁଷ୍କା କହିଲେ…

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଟି -୨୦ର ଅଧିନାୟକତ୍ୱ ଛାଡିବାକୁ ଘୋଷଣା କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ଆଇସିସି ଟି -୨୦ବିଶ୍ୱକପ ପରେ...

ସୁନ୍ଦରତାରେ ଅଭିନେତ୍ରୀଙ୍କୁ ବି ପଛରେ ପକାଇଦେବେ କେନ୍ଦ୍ରମନ୍ତ୍ରୀଙ୍କ ଝିଅ: ଖୁବ୍‌ଶୀଘ୍ର ବଲିଉଡ୍‌ରେ କରିବେ ଡେବ୍ୟୁ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କଙ୍କ ଝିଅ ଆରୁଷୀ ନିଶଙ୍କ ଖୁବ୍‌ଶୀଘ୍ର ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ତେବେ ଏହା ଏକ ଯୁଦ୍ଧ ଭିତ୍ତିକ...

Advertisement
Archives

Model This Week