ରିଲିଜ ହେଲା ‘ଷ୍ଟ୍ରିଟ୍‌ ଡ୍ୟାନ୍ସର’ର ଟ୍ରେଲର

ବମ୍ବେ: ରିଲିଜ ହୋଇଛି ଚଳଚ୍ଚିତ୍ର ‘ଷ୍ଟ୍ରିଟ୍‌ ଡ୍ୟାନ୍ସର’ର ଟ୍ରେଲର। ୨.୫୨ ମିନିଟର ଏହି ଟ୍ରେଲରରେ ଆକ୍ସନ, ରୋମାନ୍ସ ସାଙ୍ଗକୁ ଡ୍ୟାନ୍ସର ଭରପୂର ଝଲକ ଦେଖିବାକୁ ମିଳୁଛି। ଫିଲ୍ମଟିର ନିର୍ଦ୍ଦେଶନା ଦେଇଛନ୍ତି ରେମୋ ଡିସୁଜା। କଳାକାର ଭାବେ ବରୁଣ ଧାଓ୍ବନ, ଶ୍ରଦ୍ଧା କପୁର, ନୋରା ଫତେହୀ ଏବଂ ପ୍ରଭୁ ଦେବା ପ୍ରମୁଖ ନଜର ଆସିବେ। ଜାନୁୟାରୀ ୨୪ରେ ଫିଲ୍ମଟି ପରଦାକୁ ଆସିବ।

ପୂର୍ବରୁ ଫିଲ୍ମ ଲାଗି କ୍ୟାଟ୍ରିନାଙ୍କୁ ଅଫର ମିଳିଥିଲା। ହେଲେ ସେ ଏହାକୁ ଗ୍ରହଣ କରି ନ ଥିଲେ। ଏଣୁ ପରେ ଶ୍ରଦ୍ଧାଙ୍କୁ ଏଥିଲାଗି ଫାଇନାଲ କରାଯାଇଥିଲା। ପୂର୍ବରୁ ଶ୍ରଦ୍ଧା ବରୁଣଙ୍କ ସହ ଏବିସିଡି-୨ରେ କାମ କରିସାରିଛନ୍ତି। ଫିଲ୍ମଟି ଭଲ ବ୍ୟବସାୟ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଲାମଙ୍କ ଉପରେ ନିର୍ମାଣ ହେବ ଫିଲ୍ମ

ଆଜିକାଲି ବଲିଉଡ୍‌ରେ ଚାଲିଛି ବାୟୋପିକର ଟ୍ରେଣ୍ଡ। ଦର୍ଶକଙ୍କୁ ଅନ୍ୟ ଫିଲ୍ମ ଅପେକ୍ଷା ବାୟୋପିକ ବେଶୀ ଭଲ ଲାଗୁଛି ଓ ଏହା ବକ୍ସ ଅଫିସରେ ଭଲ ଆୟ...

ଅମିତାଭଙ୍କ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁନାହାନ୍ତି ଏହି ନିର୍ଦ୍ଦେଶକ

ମହାମାରୀ କରୋନା ଏବେ ବଲିଉଡ୍‌ ମୁହାଁ ହୋଇଛି। ବଚ୍ଚନ ପରିବାରଠାରୁ ଆରମ୍ଭ କରି ଅନୁପମ୍‌ ଖେର୍‌ଙ୍କ ପରିବାର ପର୍ଯ୍ୟନ୍ତ କରୋନା ବ୍ୟାପିଛି। ଏହି ସମୟରେ ସମସ୍ତେ...

ବିବାହର ୬ ମାସ ପରେ ଅଲଗା ଲୁକ୍‌ରେ କମେଡି କିଙ୍ଗ୍‌

କମେଡି କିଙ୍ଗ୍‌ କପିଲ ଶର୍ମାଙ୍କୁ ବିବାହର ୬ ମାସ ପରେ ଅଲଗା ଲୁକ୍‌ରେ ଦେଖି ଫ୍ୟାନ୍‌ମାନେ ଆଶ୍ଚର୍ଯ୍ୟ ହେବା ସହ ଖୁସି ମଧ୍ୟ ହୋଇଛନ୍ତି। କପିଲ...

ଅନ୍ତର୍ଜାତୀୟ ଯୋଗ ଦିବସ: ଯୋଗରେ ନିମଗ୍ନ ବଲିଉଡ୍‌ର କିଛି ସେଲିବ୍ରିଟି

ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ। ସାଧାରଣତଃ ଲୋକେ ସୁସ୍ଥ ରହିବାକୁ ଯୋଗ କରିଥାନ୍ତି। ବଲିଉଡ୍‌ର ସେଲିବ୍ରିଟିମାନେ ମଧ୍ୟ ସୁସ୍ଥ ଏବଂ ସୌନ୍ଦର୍ଯ୍ୟକୁ ଅକ୍ଷୁଣ୍ଣ ରଖିବା...

ଲକ୍‌ଡାଉନ୍‌: ଅନ୍‌ଲାଇନରେ ଯୋଗ ଶିଖାଇବେ ମଲାଇକା

ମୁମ୍ବାଇ: ବଲିଉଡ୍‌ର ଫିଟ୍‌ନେସ୍‌ କୁଇନ୍‌ ମଲାଇକା ଆରୋରା, ହଲିଉଡ୍‌ ଆକ୍ଟ୍ରେସ୍‌ ଜେନିଫର ଲୋପେଜ୍‌, ଏଲେକ୍ସ ରୋଡ୍ରିଗେଜ, ମାର୍କ ମସ୍ତ୍ରୋବ ଓ ଐଶ୍ୱର୍ଯ୍ୟ ଧନୁଷ ୧୪ ଦିନିଆ...

ଭଲ ଲାଗୁଥିବା ଯାଏ ଯାତ୍ରାରେ ଥିବି: ଜ୍ୟୋତ୍ସ୍ନାରାଣୀ

ନା ଆଗରୁ ଯାତ୍ରା କରିଥିଲେ ନା ଅଭିନୟରେ ତାଲିମ୍‌ ନେଇଥିଲେ। ତେବେ ଯାତ୍ରା ପ୍ରତି ରୁଚି ରହିଥିଲା। ଅଚାନକ ମିଳିଗଲା ସୁଯୋଗ। ତ ଚାଲି ଆସିଲେ...

ସିଦ୍ଧାର୍ଥ ମାଲହୋତ୍ରାଙ୍କୁ ୩୫ ପୂରିଲା: ଏବେ ବି ଆଲିଆ-ଜ୍ୟାକଲିନ୍‌ଙ୍କୁ ପାରି ନାହାଁନ୍ତିି ଭୁଲି

ମୁମ୍ବାଇ: ବଲିଉଡ୍‌ ଷ୍ଟାର ସିଦ୍ଧାର୍ଥ ମାଲହୋତ୍ରା ଗୁରୁବାର ୩୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୫ ଜାନୁୟାରୀ ୧୬ରେ ଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ସେ ୧୮...

ଏହି ରୋଗ ସହ ୪ ବର୍ଷ ସଂଘର୍ଷ କରିଥିଲେ ସୁସ୍ମିତା

ମୁମ୍ବାଇ: ବଲିଉଡ୍‌ ନାୟିକା ସୁସ୍ମିତା ସେନ୍‌ ଏବେ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ରହୁଛନ୍ତି। ଏବେ ଲକ୍‌ଡାଉନ ସମୟରେ ସେ ତାଙ୍କ ପରିବାର ସହ ସମୟ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *