ରେମୁଣା, ୨୧।୪(ଡି.ଏନ୍.ଏ.)-ବାଲେଶ୍ୱର ଜିଲା ରେମୁଣା ବ୍ଲକ ବରୁଣସିଂ ପଞ୍ଚାୟତ ଅଧୀନ ମାଳ ଗ୍ରାମ ନିକଟସ୍ଥ ରସିକପୁର ଗ୍ରାମର କେତେକ ଅନୁଷ୍ଠାନପ୍ରେମୀ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡକୁ କରୋନା ମୁକାବିଲା ପାଇଁ ସାହାଯ୍ୟର ହାତ ବଢ଼ାଇଛନ୍ତି। ସେମାନେ ମିଳିମିଶି ୨୧୦୦ ଟଙ୍କା ତହସିଲଦାରଙ୍କ ଦ୍ୱାରା ପ୍ରଦାନ କରିଛନ୍ତି। କୌଶଲ୍ୟା ମାହାର୍ଣ୍ଣା, ଦୁର୍ଗାଚରଣ ମହାନ୍ତି, ବାଦଲ ଦଳେଇ ପ୍ରମୁଖ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ।
ସେହିପରି ନୀଳଗିରି ରୋଡ଼ ହାଇସ୍କୁଲ, ବରୁଣସିଂର ପୂର୍ବତନ ଛାତ୍ର ସଂସଦ ପକ୍ଷରୁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ଫଣ୍ଡକୁ ୧୦ହଜାର ଟଙ୍କା ପ୍ରଦାନ କରାଯାଇଛି। ସଂସଦର ସଭାପତି ଓ ସମ୍ପାଦକଙ୍କ ନିର୍ଦ୍ଦେଶକ୍ରମେ ରେମୁଣା ତହସିଲଦାରଙ୍କ ଦ୍ୱାରା ଚେକ୍ ପ୍ରଦାନ କରାଯାଇଛି।

ଜୀବନ୍ତ ମା’ଙ୍କୁ ଆରତି କରି ପୂଜିଲେ
ଜଳେଶ୍ୱର,୧୦।୧୦- ବାଲେଶ୍ୱର ଜିଲା ଜଳେଶ୍ୱର ସ୍ଥିତ ଦେଉଳି ପଞ୍ଚୁଘଣ୍ଟା ମା’ ମଙ୍ଗଳା ପୂଜୋସତ୍ବ କମିଟି ପକ୍ଷରୁ ଶାରଦୀୟ ପୂଜା ତଥା ଦଶହରା ଅବସରରେ ସୋମବାର ମାତୃପୂଜା...

ଆର୍ଟି-ପିସିଆର୍ ପରୀକ୍ଷାକୁ ଗୁରୁତ୍ୱ ଦିଆଯାଉନି: ଅସମ୍ଭାଳ ସ୍ଥିତିରେ କରୋନା
ବାଲେଶ୍ୱର ଅଫିସ, ୨୧।୪-ବାଲେଶ୍ୱର ଜିଲାରେ କରୋନା ସଂକ୍ରମଣ ସ୍ଥିତି ଜଟିଳ ହେବାରେ ଲାଗିଛି। ବେକାବୁ ସ୍ଥିତିର ମୁକାବିଲା କରିବା ପାଇଁ ଆର୍ଟି-ପିସିଆର୍ ଓ ଆଣ୍ଟିଜେନ୍ ପରୀକ୍ଷା...

ଚାଇନା ଫେରନ୍ତା ବ୍ୟକ୍ତି ଅସୁସ୍ଥ: ଖଇରାରେ କରୋନା ଆତଙ୍କ
ଖଇରା,୭।୩(ଡି.ଏନ୍.ଏ.): ବାଲେଶ୍ବର ଜିଲା ଖଇରା ଥାନା ସାରକୋଣା ପଞ୍ଚାୟତ ସୋଜାଗଡ଼ ଗ୍ରାମରେ କରୋନା ଆତଙ୍କ ଦେଖାଦେଇଛି। ଚାଇନା ଫେରନ୍ତା ଯୁବକ ଜଗନ୍ନାଥ ଜେନାଙ୍କୁ କରୋନା ସଂକ୍ରମିତ...

ଧୂଷୁରୀରେ ଭାଜପାର ବିଜୟ ସଂକଳ୍ପ ସମାବେଶ: ‘ସରକାର ପରିବର୍ତ୍ତନ ନିଶ୍ଚିତ’
ଧାମନଗର, ୨୭।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ନିର୍ବାଚନମଣ୍ଡଳୀର ଧୂଷୁରୀ ବାସନ୍ତୀ ପଡ଼ିଆରେ ଭାଜପାର ବିଜୟ ସଂକଳ୍ପ ସମାବେଶ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ଆଦିବାସୀ...

ପେଟ୍ରୋଲ ପମ୍ପରେ ଭଙ୍ଗାରୁଜା: ୨ ଗିରଫ
ରେମୁଣା, ୭।୧୦(ଡି.ଏନ.ଏ.)- ବାଲେଶ୍ୱର ଜିଲା ରେମୁଣା ଥାନା ଅନ୍ତର୍ଗତ କ୍ଷୀରଚୋରା ପେଟ୍ରୋଲ ପମ୍ପରେ ରବିବାର ବିଳମ୍ବିତ ରାତିରେ ଭଙ୍ଗାରୁଜା କରିବା ଅଭିଯୋଗରେ ପୋଲିସ ୨ ଯୁବକଙ୍କୁ...

ହଟୁନି ସରକାରୀ ହୋର୍ଡିଂ
ସଜନାଗଡ଼,୩୧।୧(ଡି.ଏନ.ଏ.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ସକାଶେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବା ସତ୍ତ୍ୱେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଞ୍ଚଳରେ ମାଳମାଳ ସରକାରୀ ହୋର୍ଡିଂ ଦେଖିବାକୁ...

ହାଇଦ୍ରାବାଦ ଫେରନ୍ତା କ୍ୱାରାଣ୍ଟାଇନ୍ରେ ନ ରହିବାରୁ ଉତ୍ତେଜନା: ସରପଞ୍ଚଙ୍କୁ ଘେରିଲେ ଲୋକେ
ବାହାନଗା, ୧୫ା୫(ଡି.ଏନ.ଏ.)-ହାଇଦ୍ରାବାଦରୁ ଆସିଥିବା ବାଲେଶ୍ୱର ଜିଲା ବାହାନଗା ବ୍ଲକ ଆରୁହାବାଡ଼ ପଞ୍ଚାୟତ ରୂପଖଣ୍ଡ ଗ୍ରାମର ଜଣେ ଯୁବକ ସରକାରୀ କ୍ୱାରାଣ୍ଟାଇନ୍କେନ୍ଦ୍ରରେ ନ ରହି ଘରେ ରହିବାରୁ...

ଭୋଜିଖାଇ ୮୦ରୁ ଊଦ୍ଧର୍ବ ଝାଡ଼ାବାନ୍ତିରେ ଆକ୍ରାନ୍ତ
କୁଆମରା,୨୭।୭(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅନ୍ତର୍ଗତ ପୁରୁଣା ବାରିପଦା ପଞ୍ଚାୟତର ମାଙ୍କଡ଼କେନ୍ଦା ଗ୍ରାମରେ ବୁଧବାର ରାତିରେ ଭୋଜି ଖାଇ ୮୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ...