ରିଲିଫ୍‌ ଫଣ୍ଡକୁ ୫ ମାସର ଦରମା ଦାନ କଲେ ମୁଖ୍ୟମନ୍ତ୍ରୀ

ଡେରାଡୁନ,୩୧।୩: କରୋନା ଭାଇରସର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡ ଓ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ସହାୟତା ରାଶି ଆସିବାରେ ଲାଗିଛି। ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାଓ୍ବତ ମଙ୍ଗଳବାର ଘୋଷଣା କରିଛନ୍ତି ସେ ତାଙ୍କର ୫ ମାସର ଦରମା କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ଦାନ କରିବେ। ଏହାସହ ତାଙ୍କ ସହଧର୍ମିଣୀ ସୁନିତା ରାଓ୍ବତ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ୧ ଲକ୍ଷ ଟଙ୍କା ଦାନ କରିଛନ୍ତି। କେବଳ ସେତିକି ନୁହେଁ ରାଓ୍ବତଙ୍କ ୨ ଝିଅ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ୫୨ ହଜାର ଟଙ୍କା ସହାୟତା ଦେଇଥିବା ଘୋଷଣା କରିଛନ୍ତି। କରୋନା ଭାଇରସ ସଂକ୍ରମଣ ଏବେ ଭାରତରେ ଦ୍ରୁତ ଗତିରେ ବଢି ଚାଲିଥିବା ବେଳେ ଆଗକୁ ଏହା କେଉଁ ରୂପ ନେବ ତାହା କହିବା କାଠିକର ପାଠ। ହେଲେ ସଚେତନ ରହିଲେ ନିୟମ ପାଳନ କଲେ ଏହାକୁ ଅନେକାଂଶରେ ଦୂରେଇ ଦେଇହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡୋଭାଲଙ୍କ ଘରେ ଧାର୍ମିକ ନେତାଙ୍କ ବୈଠକ : ଶାନ୍ତି, ସହାବସ୍ଥାନ ପାଇଁ ସହମତି

ନୂଆଦିଲ୍ଲୀ,୧୧ା୧୧(ପି.ଟି.): ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ମାମଲାରେ ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ ଆସିବା ଦିନକ ପରେ ଉକ୍ତ ଅଞ୍ଚଳରେ ଶାନ୍ତି ଓ ସହାବସ୍ଥାନ ପାଇଁ ଉଭୟ...

୫ ଦିନିଆ ଭାରତ ଗସ୍ତରେ ନୂଆଦିଲ୍ଲୀ ପହଞ୍ଚିଲେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୭।୨: ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକସା ୫ ଦିନିଆ ଭାରତ ଗସ୍ତରେ ଶୁକ୍ରବାର ନୂଆଦିଲ୍ଲୀଠାରେ ପହଞ୍ଚିଛନ୍ତି। ଦିଲ୍ଲୀ ବିମାନ ବନ୍ଦରରେ ତାଙ୍କୁ କେନ୍ଦ୍ରମନ୍ତ୍ରୀ ସଞ୍ଜୟ ଧୋତ୍ରେ...

ସୋଲାର ପ୍ଲାଣ୍ଟରୁ ମାସକୁ ଆୟ ୪ ଲକ୍ଷ ଟଙ୍କା

ପୌଡ଼ି: ‘ଆମେ ନିଜେ କିଛି କରିବୁ’ ଏଭଳି ବିଚାର କରୁଥିବା ଯୁବକମାନଙ୍କୁ ଧୀରେନ୍ଦ୍ର ସିଂ ରାଓତଙ୍କ ଠାରୁ କିଛି ଶିଖିବାକୁ ପଡିବ। ୩୧ ବର୍ଷ ଧରି...

ନିର୍ବାଚନ ନ ଲଢ଼ି ବିଧାୟକ ହୋଇଯାଇଥିଲେ ମୁଲାୟମ; ଜାଣନ୍ତୁ ତାଙ୍କ ରାଜନୀତିର କିଛି ରୋଚକ କଥା…

ଲକ୍ଷ୍ନୌ,୧୯।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଚାଲିଛି। ଏପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟ ମତଦାନ ହୋଇଥିବା ବେଳେ ରବିବାର ଅର୍ଥାତ ଫେବୃୟାରୀ ୨୦ରେ ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ...

ଇଡିର ଦାବି ସିସୋଡିଆ ତାଙ୍କ ପତ୍ନୀଙ୍କର ଏକମାତ୍ର କେୟାର ଟେକର ନୁହେଁ, ରିପୋର୍ଟ ମାଗିଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୪।୬: ଦିଲ୍ଲୀ ହାଇକୋର୍ଟ ଶନିବାର ଲୋକନାୟକ ଜୟପ୍ରକାଶ ନାରାୟଣ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ମନୀଷ ସିସୋଡିଆଙ୍କ ଅସୁସ୍ଥ ପତ୍ନୀଙ୍କ ସ୍ବାସ୍ଥ୍ୟ ସ୍ଥିତିକୁ ନେଇ ରିପୋର୍ଟ ମାଗିଛନ୍ତି।...

୩୦ ହଜାର ଯାତ୍ରୀଙ୍କୁ ଜାତୀୟ ପତାକା ବାଣ୍ଟିଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୬।୧: ସାଧାରଣତନ୍ତ୍ର ଦିବସ ଅବସରରେ ଏୟାର ଇଣ୍ଡିଆ ପକ୍ଷରୁ ଦେଶର ସମସ୍ତ ମେଟ୍ରୋ ସହର ସମେତ ଶ୍ରୀନଗର ବିମାନ ବନ୍ଦରରେ ଯାତ୍ରୀଙ୍କୁ ରବିବାର ଜାତୀୟ ପତାକା...

ମୋଦିଙ୍କ ପାଇଁ ପୁଣି ଥରେ ଶୁଭ ସାବ୍ୟସ୍ତ ହେଲା ୮ ଅଙ୍କ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନର ଫଳାଫଳକୁ ଦେଖିଲେ ଏବେ ଜ୍ୟୋତିଷ ଅଙ୍କଙ୍କ ଗଣନା ପୁଣି ଥରେ ସତ ସାବ୍ୟସ୍ତ ହୋଇଥିବା କୁହାଯାଉଛି। କାରଣ ଏଥର ବି...

ଗୁଣ୍ଡିଚା ମନ୍ଦିର ପରିସରରେ ପରିସ୍ରାକରିବା ପଡ଼ିଲା ମହଙ୍ଗା: ଜେଟିପି ନିଲମ୍ବିତ

ପୁରୀ ଅଫିସ, ୨୯।୬: ଗୁଣ୍ଡିଚା ମନ୍ଦିର ପରିସରରେ ପରିସ୍ରାକରିବା ଜଣେ ଜଗନ୍ନାଥ ମନ୍ଦିର ଟେମ୍ପୁଲ ପୋଲିସ(ଜେଟିପି)ଙ୍କ ପାଇଁ ମହଙ୍ଗା ପଡିଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ...

Advertisement
Archives

Model This Week