Posted inରାଜ୍ୟ

ରିଲିଫ ଚାଉଳ ବଣ୍ଟନରେ ଅନିୟମିତତା : ପ୍ରତିବାଦରେ ଧାରଣା ଦେଲେ ସିହା ପଞ୍ଚାୟତବାସୀ

ଚଣ୍ଡିଖୋଲ,୨୧ା୫(ଡି.ଏନ.ଏ.)- ବଡ଼ଚଣା ବ୍ଲକ ଅନ୍ତର୍ଗତ ସିହା ପଞ୍ଚାୟତରେ ରିଲିଫ ଚାଉଳ ବଣ୍ଟନରେ ଅନିୟମିତତା ହୋଇଥିବା ପ୍ରତିବାଦରେ ପଞ୍ଚାୟତବାସୀ ମଙ୍ଗଳବାର ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ଦୀର୍ଘଦିନ ଧରି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଆସୁ ନ ଥିବାରୁ ରିଲିଫ ଚାଉଳ ବଣ୍ଟନରେ ଘୋର ଅସୁବିଧା ସୃଷ୍ଟି ହୋଇଥିବା ଅଭିଯୋଗ ହୋଇଛି। ବାତ୍ୟାକୁ ୧୯ ଦିନ ବିତିଯାଇଥିଲେ ମଧ୍ୟ ପଞ୍ଚାୟତବାସୀ ରିଲିଫ ଚାଉଳରୁ ବଞ୍ଚିତ ହୋଇଥିବା ଜଣାପଡ଼ିଛି। ଏହି ରିଲିଫ ଚାଉଳ ଗତ ୧୨ ତାରିଖରୁ ପଞ୍ଚାୟତରେ ଗଚ୍ଛିତ ଥିବାବେଳେ ଅଦ୍ୟାବଧି ବଣ୍ଟନ କରାଯାଇ ନ ଥିବା ଅଭିଯୋଗ ହୋଇଛି। ବଡ଼ଚଣା ବିଡିଓ ଅଜିତ ନାରାୟଣ ଗିରି ପଞ୍ଚାୟତବାସୀଙ୍କୁ ତୁରନ୍ତ ରିଲିଫ ବଣ୍ଟନ ହେବା ନେଇ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି-ଭାଜପା କାଉନସିଲର ଧସ୍ତାଧସ୍ତି

ଢେଙ୍କାନାଳ ଅଫିସ,୩୦ା୭: ଢେଙ୍କାନାଳ ପୌରସଂସ୍ଥା କାର୍ଯ୍ୟାଳୟ ନିର୍ବାହୀ ଅଧିକାରୀଙ୍କ ପ୍ରକୋଷ୍ଠରେ ଶନିବାର ମଧ୍ୟାହ୍ନରେ ବିଜେଡି ଓ ଭାଜପା କାଉନସିଲର ଧସ୍ତାଧସ୍ତି ହୋଇଛନ୍ତି। ଫଳରେ ପୌରସଂସ୍ଥା କାର୍ଯ୍ୟାଳୟରେ...

ଗ୍ରାମସଭା ବିନା ବେଦାନ୍ତକୁ ଜମି ପ୍ରଦାନ ମାମଲା: ତଦନ୍ତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୨୪ା୭: କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମ ନିକଟ ସରକାରୀ ଜମିରେ ବେଦାନ୍ତ କମ୍ପାନୀ କୋଠା ନିର୍ମାଣ କରୁଛି। ବିନା ଗ୍ରାମସଭାରେ...

ଓଜେଇଇ ପାଇଁ ପ୍ରକାଶ ପାଇଲା ସୂଚୀ

ଭୁବନେଶ୍ୱର,୧।୬(ବ୍ୟୁରୋ): ଚଳିତ ବର୍ଷର ଓଜେଇଇ ପରୀକ୍ଷା ପାଇଁ ବୁଧବାର ସୂଚୀ ପ୍ରକାଶ ପାଇଛି। ଜୁଲାଇ ୪ରୁ ପରୀକ୍ଷା ଆରମ୍ଭ ହୋଇ ୮ତାରିଖରେ ଶେଷ ହେବ। ସକାଳ...

ଫେବୃୟାରୀ ୩ ରୁ ଆଇଏସ୍‌ସି ଦ୍ୱାଦଶ, ୨୭ରୁ ଆଇସିଏସ୍‌ଇ ଦଶମ ପରୀକ୍ଷା

ଭୁବନେଶ୍ୱର,୧୮।୧୨(ବ୍ୟୁରୋ):କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ-୨୦୨୦ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଓ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ପାଇଁ ତାରିଖ ଘୋଷଣା...

ମୋଟା ଅଙ୍କର ଟଙ୍କା ସହିତ ଧରାପଡ଼ିଲେ ବିଜେପୁର ବିଡିଓ

ସୋନପୁର/ବିଜେପୁର,୨୯ା୮(ନି.ପ୍ର./ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡିଓ) ପଦ୍ମନାଭ ସାମନ୍ତରାୟ ରବିବାର ଭୋର୍‌ରୁ ଭିଜିଲାନ୍ସ ଜାଲରେ ପଡିଛନ୍ତି। ସେ ମୋଟାଅଙ୍କର ଟଙ୍କା ଧରି...

ବୁଥ୍‌ ମୁହାଁ ପୋଲିଂ ଅଫିସର: ମତଦାନର ୪୮ ଘଣ୍ଟା ପୂର୍ବରୁ ବନ୍ଦ ରହିବ ମଦ ଦୋକାନ

ଝାରସୁଗୁଡ଼ା ଅଫିସ,୧୯।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ପୋଲିଂ ଅଫିସର ବୁଥ୍‌ ଅଭିମୁଖେ ବାହାରି ଯାଇଛନ୍ତି। ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି...

ରଥଯାତ୍ରାକୁ ନେଇ ଅନିଶ୍ଚିତତା ବଢ଼ିଲା

ପୁରୀ ଅଫିସ,୩।୫: କରୋନା କଟକଣା ଭିତରେ କେମିତି ହେବ ରଥଯାତ୍ରା? ଏବର୍ଷ ବଡ଼ଦାଣ୍ଡରେ କାଳିଆ ସାଆନ୍ତଙ୍କ ରଥ ଗଡ଼ିବ ନା ରୁକୁଣା ରଥ ପରି ବନ୍ଦ...

କ୍ଲିନ୍‌ ଏନର୍ଜି ସେସ୍‌ ୬୦% ଦିଅ

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଓଡ଼ିଶାରୁ ଆଦାୟ ହେଉଥିବା କ୍ଲିନ୍‌ ଏନର୍ଜି ସେସ୍‌ରୁ ଅତିକମ୍‌ରେ ୬୦ ପ୍ରତିଶତ ଅଂଶ ଓଡ଼ିଶାକୁ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କ ନିକଟରେ...

Advertisement
Archives

Model This Week