ରିଲିଫ ପାଣ୍ଠିକୁ ଫ୍ରିଡମ ଅଏଲର ୨୫ ଲକ୍ଷ

ଭୁବନେଶ୍ୱର,୧୧।୪: ଫ୍ରିଡମ ବ୍ରାଣ୍ଡର ମୂଳ କମ୍ପାନୀ ଜେମିନି ଏଡିବଲସ୍‌ ଆଣ୍ଡ ଫ୍ୟାଟ୍‌ସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୫ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। କୋଭିଡ୍‌-୧୯ ଲଢ଼େଇରେ ସରକାରଙ୍କ ସହ ଯୋଗଦାନ ଅନ୍ତର୍ଗତ କମ୍ପାନୀ ଏଭଳି ସହାୟତା ଯୋଗାଇ ଦେଇଥିବା କହିଛି। କମ୍ପାନୀ ମୋଟ ୨.୫ କୋଟି ଟଙ୍କା କୋଭିଡ୍‌ ଲାଗି ପ୍ରଦାନ କରିଛି। ଏହା ମଧ୍ୟରେ ପିଏମ୍‌ କେୟାର୍ସ ପାଣ୍ଠିକୁ ୫୦ ଲକ୍ଷ ଟଙ୍କା ଦିଆଯାଇଛି। ଏହାବାଦ ଓଡ଼ିଶା ସମେତ ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ, କର୍ନାଟକ ଏବଂ ତାମିଲାନାଡୁ ସରକାରଙ୍କ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୨୫ ଲକ୍ଷ ଟଙ୍କା ଲେଖାଏ ସହାୟତା ଦିଆଯାଇଛି ବୋଲି କମ୍ପାନୀର ଏମ୍‌ଡି ପ୍ରଦୀପ ଚୌଧରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ପିପିଏଲ୍‌ ପକ୍ଷରୁ ମେଗା ସ୍ବାସ୍ଥ୍ୟ ଶିବିର

ଭୁବନେଶ୍ୱର,୨।୨: ସୁବର୍ଣ୍ଣରେଖା ବନ୍ଦର ପ୍ରାଇଭେଟ୍‌ ଲିମିଟେଡ୍‌ (ଏସ୍‌ପିପିଏଲ୍‌) ପକ୍ଷରୁ ବାଲେଶ୍ୱର ଜିଲାର ବସ୍ତା ନିକଟସ୍ଥ ସିଙ୍ଗଲାସ୍ଥିତ ପାଠଦୁର୍ଗା ସଂସ୍କୃତ କଲେଜ ପରିସରରେ ଏକ ମେଗା ସ୍ବାସ୍ଥ୍ୟ...

ନୋକିଆ ସି ୩୨ ଉନ୍ମୋଚିତ

ଭୁବନେଶ୍ୱର,୨୫।୫: ଏଚ୍‌ଏମ୍‌ଡି ଗ୍ଲୋବାଲ ପକ୍ଷରୁ ନୋକିଆ ସି ୩୨କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ ସମ୍ପର୍କରେ ଘୋଷଣା କରାଯାଇଛି। ଏ ସମ୍ପର୍କରେ ଏଚ୍‌ଏମ୍‌ଡି ଗ୍ଲୋବାଲର ଭିପି-ଭାରତ ଓ...

ବଜେଟକୁ ଅପେକ୍ଷା ନ କରି ବିଭିନ୍ନ ପଦକ୍ଷେପ ନିଆଯାଉଛି: ନିର୍ମଳା

ନୂଆଦିଲ୍ଲୀ,୬-୧: ବିଭିନ୍ନ କ୍ଷେତ୍ର ସାମ୍ନା କରୁଥିବା ସମସ୍ୟାକୁ ବିଚାର କରି ସରକାର ପଦକ୍ଷେପ ନେଉଛନ୍ତି। ଏଥି ଲାଗି ବଜେଟ ଯାଏ ଅପେକ୍ଷା କରାଯାଉନାହିଁ ବୋଲି ଅର୍ଥମନ୍ତ୍ରୀ...

ଏମ୍‌ସିଏଲ୍‌ ସର୍ବବୃହତ୍‌ କୋଇଲା ଉତ୍ପାଦନକାରୀ କମ୍ପାନୀ

ତାଳଚେର,୧୪ା୩(ଡି.ଏନ.ଏ.): ମହାନଦୀ କୋଲ୍‌ ଫିଲ୍ଡସ୍‌ ଲିମିଟେଡ୍‌ (ଏମ୍‌ସିଏଲ୍‌) ଚଳିତ ଆର୍ଥିକ ବର୍ଷରେ କୋଇଲା ଉତ୍ପାଦନରେ ୧୫୭ ମିଲିୟନ୍‌ ଟନ୍‌ ଅତିକ୍ରମ କରି ଦେଶର ଅଗ୍ରଣୀ କୋଇଲା...

ପ୍ରଶାନ୍ତ କୁମାରଙ୍କ ଉପରେ ନ୍ୟସ୍ତ କରାଗଲା ୟସ୍‌ ବ୍ୟାଙ୍କର ଦାୟିତ୍ୱ

ନୂଆଦିଲ୍ଲୀ,୬।୩: ୟସ୍‌ ବ୍ୟାଙ୍କର ଆର୍ଥିକ ସ୍ଥିତି ବିଗିଡିବା ଯୋଗୁ ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ କଟକଣା ଜାରି କରିଛନ୍ତି। ଫଳରେ...

ଆକାଶଛୁଆଁ ତୈଳଦର; ଆଜି ପୁଣି ବଢ଼ିଲା…

ନୂଆଦିଲ୍ଲୀ,୨୨।୧୦: ତୈଳଦର ବୃଦ୍ଧିରେ ଲାଗୁନି ଲଗାମ। ଶୁକ୍ରବାର ପୁଣି ୩୫ ପଇସା ବଢ଼ିଛି ପେଟ୍ରୋଲ-ଡିଜେଲ ଦର। ଏହାପରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୬.୮୯ ଟଙ୍କା,...

ଚଳିତ ଆର୍ଥିକ ବର୍ଷରେ ୨୫,୦୦୦ କୋଟିର ବ୍ୟବସାୟ ଆକଳନ

ଭୁବନେଶ୍ୱର,୨୫।୮ (ଅଭୟ ଦାଶ):ବିଗତ କିଛି ବର୍ଷ ମଧ୍ୟରେ ମାଇକ୍ରୋଫାଇନାନ୍ସ କମ୍ପାନୀଗୁଡ଼ିକର କାରବାର ପୂର୍ବାପେକ୍ଷା ବୃଦ୍ଧି ପାଇଛି। ବିଶେଷକରି ସହରାଞ୍ଚଳରୁ ଆରମ୍ଭକରି ଗ୍ରାମାଞ୍ଚଳର ଶେଷ ସ୍ତର ପର୍ଯ୍ୟନ୍ତ...

ବିମାନ ଯାତ୍ରା ବେଳେ ମୁହଁ ହେବ ବୋର୍ଡିଂ ପାସ୍‌;ଡିଜି ଯାତ୍ରା ନାମରେ ଆରମ୍ଭ ହେବ ପ୍ରକଳ୍ପ

ନୂଆଦିଲ୍ଲୀ,୨୨-୫: ଏଣିକି ଦେଶର ସମସ୍ତ ବିମାନ ବନ୍ଦରରେ ଖୁବ୍‌ଶୀଘ୍ର ଯାତ୍ରୀଙ୍କୁ ବୋର୍ଡିଂ ପାସ୍‌ ଓ ଲମ୍ବା ଲାଇନରୁ ମୁକ୍ତି ମିଳିବାକୁ ଯାଉଛି। ବେଙ୍ଗାଲୁରୁ ବିମାନ ବନ୍ଦରରୁ...

Advertisement
Archives

Model This Week