ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ

ଅନୁଗୋଳ ଅଫିସ, ୩୦।୪- କରୋନାର ମୁକାବିଲା ପାଇଁ ଅନୁଗୋଳର ସାହିତି୍ୟକମାନେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ କରିଛନ୍ତି। ୨୦୧୮ କବି ଗଡ଼ନାୟକ ପୁରସ୍କାର ବିଜେତା ଗାଳ୍ପିକ ଗୌରହରି ବେହେରା ୫ ହଜାର ଓ ୨୦୧୯ ପବିତ୍ରମୋହନ ସ୍ମୃତି ସମ୍ମାନ ବିଜେତା ଅବସରପ୍ରାପ୍ତ ଶିକ୍ଷାବିତ୍‌ ଶୈଲେଶ ଚନ୍ଦ୍ର ଦାସଗୁପ୍ତ ୩୭ ହଜାର ୧୬୧ ଟଙ୍କାର ଚେକ୍‌ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଉଦ୍ଦେଶ୍ୟରେ ପିଡି ଅତୁଲ୍ୟ କୁମାର ଚମ୍ପତିରାୟଙ୍କୁ ପ୍ରଦାନ କରିଛନ୍ତି। ଏଥିପାଇଁ ଦୁଇ ସାହିତି୍ୟକଙ୍କୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି। ଏହି ଅବସରରେ ଅନୁଗୋଳ ସାହିତ୍ୟ ସଂସଦ ସମ୍ପାଦକ ରାଧାକାନ୍ତ ମହାନ୍ତି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

ସାକ୍ଷୀଗୋପାଳରେ ଆଜିବି ବଞ୍ଚିଛି ଶହ ଶହ ବର୍ଷର ନଡ଼ିଆ ଲଢ଼େଇ ପରମ୍ପରା, ଗହ୍ମାପୂର୍ଣ୍ଣମୀରେ…

ସାକ୍ଷୀଗୋପାଳ, ୨୭।୮ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳରେ ନଡିଆ ଲଢେଇ ପ୍ରତିଯୋଗିତା ଏକ ନିଆରା ପରମ୍ପରା ଭାବରେ ଶହ ଶହ ବର୍ଷ…

ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା

ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri