ରିଲିଫ ପାଣ୍ଠିକୁ ୧ ଲକ୍ଷ ଦେଲା ଭିଏସ୍‌ ବିଦ୍ୟାଳୟ

ସୁନାବେଡ଼ା/ସେମିଳିଗୁଡ଼ା,୧୮ା୪(ସ୍ବ.ପ୍ର.): କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଅନେକ ଲୋକ ସହାୟତାର ହାତ ବଢ଼ାଉଛନ୍ତି। କୋରାପୁଟ ଜିଲା ସୁନାବେଡ଼ା ମିଗନଗରୀସ୍ଥିତ ଭିଏସ୍‌ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ତଥା ଶିକ୍ଷା କର୍ମଚାରୀ କରୋନା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏକ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରିଛନ୍ତି। ବିଦ୍ୟାଳୟ ସମ୍ପାଦକ ତନବୀର ଆଲମ, ଅଧ୍ୟକ୍ଷ ହେମନ୍ତ ସେଠ, ଲାଇବ୍ରେରିଆନ ଶେଖ ଇବ୍ରାହିମ ଏକ ଲକ୍ଷ ଟଙ୍କାର ସହାୟତା ରାଶି ଡ୍ରାଫ୍ଟ ମାଧ୍ୟମରେ କୋରାପୁଟ ଜିଲାପାଳ ମଧୁସୂଦନ ମିଶ୍ରଙ୍କୁ ପ୍ରଦାନ କରିଛନ୍ତି। ସେହିପରି ସେମିଳିଗୁଡ଼ା ଟେନଷ୍ଟାର ଗ୍ରୁପ ସଭାପତି କମୁଳୁ ମୁଣ୍ଡାଗାଡ଼ିଆ ଓ କର୍ମକର୍ତ୍ତା ୧୦ ହଜାର ଟଙ୍କାର ଚେକ ବିଡିଓ ସବ୍ୟସାଚୀ ବେହେରାଙ୍କୁ ପ୍ରଦାନ କରିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପୋଲିସ ଚାକିରି କରି ସମାଜ ସେବାରେ ସମୟ ଦେଉଛନ୍ତି ପି. କାର୍ତ୍ତିକ। ତାମିଲନାଡୁର ଛେଙ୍ଗଲାପେଟ ଟାଉନ ଥାନାର କନ୍‌ଷ୍ଟେବଲ ଭାବେ ଦାୟିତ୍ୱ ନିର୍ବାହ କରିବା ସହ ସେ…

ମୋଦିଙ୍କୁ ସୁଇଡେନ୍‌ର ସର୍ବୋଚ୍ଚ ସମ୍ମାନ

ଗୋଥେନ୍‌ବର୍ଗ,୧୮ା୫ (ପି.ଟି.):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୁଇଡେନ୍‌ ରବିବାର ଏହାର ସର୍ବୋଚ୍ଚ ସମ୍ମାନ ‘ରୟାଲ ଅର୍ଡର ଅଫ୍‌ ପୋଲାର ଷ୍ଟାର୍‌, ଡିଗ୍ରୀ କମାଣ୍ଡର ଗ୍ରାଣ୍ଡ କ୍ରସ୍‌’ରେ ସମ୍ମାନିତ…

ଯୁଦ୍ଧ ଓ ପରିବେଶ

ବର୍ତ୍ତମାନ ପୃଥିବୀରେ ଏକ ପକ୍ଷରେ ଯୁକ୍ତରାଷ୍ଟ୍ର ଆମେରିକା ଓ ଇସ୍ରାଏଲ ଏବଂ ଅନ୍ୟପକ୍ଷରେ ଇରାନ ଯୁଦ୍ଧରେ ବ୍ୟସ୍ତ। ଅନେକ କୋଠା ଧ୍ୱଂସ ପାଉଛି ଏବଂ ଅନେକ ଲୋକ…

ରୁଷିଆରେ ୟୁକ୍ରେନ୍‌ର ଆକ୍ରମଣ: ଭାରତୀୟଙ୍କ ସମେତ ୪ ମୃତ

ମସ୍କୋ,୧୮ା୫:ରୁଷିଆ ରାଜଧାନୀ ମସ୍କୋ ନିକଟରେ ୟୁକ୍ରେନ୍‌ ରବିବାର ଜୋର୍‌ଦାର ଡ୍ରୋନ୍‌ ଆକ୍ରମଣ କରିଛି। ଏଥିରେ ଜଣେ ଭାରତୀୟଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକେ ଆହତ…

ଭିଡ଼ହିଂସା: କାର୍ଯ୍ୟାନୁଷ୍ଠାନ ଜରୁରୀ

ଚଳିତ ମାସରେ ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଥାନା ଇଲାକାରେ ଭିଡ଼ ହଂସାର ଏକ ବୀଭତ୍ସ ଘଟଣା ସାମ୍ନାକୁ ଆସିଛି। ରାସ୍ତାରେ ବାଇକ୍‌ ଯୋଗେ ଯାଉଥିବା ବେଳେ ସ୍କୁଟି…

ସ୍କୁଟିକୁ ଧକ୍କାଦେଲା କାର୍‌, ଭାଙ୍ଗିଲା ଦୋକାନ ଘର, ଜଣଙ୍କ ଜୀବନ ଗଲା

ବାଲେଶ୍ୱର,୧୮ା୫(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଅନ୍ତର୍ଗତ ସୋର-କୁପାରୀ ରାସ୍ତାର ଖଇରା ଥାନା ଅଧୀନ ଧୋବାଗାଡ଼ିଆ ଛକ ନିକଟରେ ରବିବାର ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି l…

ଯାତ୍ରୀବାହୀ ଟ୍ରେନ କୋଚରେ ଭୟଙ୍କର ଅଗ୍ନିକାଣ୍ଡ; ଯାତ୍ରୀଙ୍କ ମଧ୍ୟରେ ଆତଙ୍କ

ପାଟନା,୧୮।୫: ବିହାରର ସାସାରାମରେ ଏକ ଟ୍ରେନରେ ନିଆଁ ଲାଗିବା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ ସାସାରାମ-ପାଟନା ପାସେଞ୍ଜର ଟ୍ରେନର ଏକ ବଗି ସାସାରାମ ଷ୍ଟେଶନରେ ଅଟକି…

ଆଜି ଶପଥନେବେ କେରଳ ମୁଖ୍ୟମନ୍ତ୍ରୀ, ଖାର୍ଗେ-ରାହୁଲ-ପ୍ରିୟଙ୍କାଙ୍କ ସମେତ ଯୋଗଦେବେ ୩ ରାଜ୍ୟର ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: କେରଳ ବିଧାନସଭା ନିର୍ବାଚନରେ, କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୪୦ ଆସନରୁ ୧୦୨ ଆସନ ହାସଲ କରି ଏକ ଐତିହାସିକ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri