ରିଲିଫ ପାଣ୍ଠିକୁ ୨୦ ହଜାର ଦାନ

ଛେଣ୍ଡିପଦା,୧୦ା୪(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ଗ୍ରାମ କମିଟି ପକ୍ଷରୁ ମୁଖମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୦ ହଜାର ଟଙ୍କା ଦାନ କରାଯାଇଛି। ଗ୍ରାମକମିଟି ସଭାପତି ଗୋବର୍ଦ୍ଧନ ନାୟକ, ଉପସଭାପତି ବିପିନ ବିହାରୀ ପ୍ରଧାନ, କୋଷାଧ୍ୟକ୍ଷ ଜଗବନ୍ଧୁ ସାହୁ, ଜଙ୍ଗଲ କମିଟି ସଭାପତି ଭଜମନ ବେହେରା, ସାହି ସଭାପତି ଡମ୍ବରୁଧର ବେହେରା, ଭୀମସେନ ସାହୁ, ବିଦ୍ୟାଧର ସାହୁ ପ୍ରମୁଖ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ ଓ ଜିଲାପରିଷଦର ପୂର୍ବତନ ସଭ୍ୟ ଦିଲୀପ କୁମାର ବେହେରାଙ୍କ ଉପସ୍ଥିତିରେ ବିଡିଓ ସୁନୀଲ କେର୍କେଟାଙ୍କୁ ୨୦ ହଜାର ଟଙ୍କା ପ୍ରଦାନ କରିଛନ୍ତି। ସେହିପରି ଗ୍ରାମ କମିଟି ସମ୍ପାଦକ କପିଳେଶ୍ବର ସାହୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୫୦୫ ଟଙ୍କା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯିବା ବାଟରେ ଗୋଡାଇ ଗୋଡାଇ କାମୁଡିଲା ମାଙ୍କଡ଼, ତଳେ ପଡିଯିବାରୁ…..

ଆନନ୍ଦପୁର,୧୮।୮(ସୁଶାନ୍ତ କୁମାର ସାହୁ): ମାଙ୍କଡ଼ କାମୁଡ଼ାରେ ଜଣେ ବ୍ୟକ୍ତି ଗୁରୁତର ହୋଇଥିବା ବେଳେ ତାଙ୍କୁ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତର ବ୍ୟକ୍ତି ହେଉଛନ୍ତି ଆନନ୍ଦପୁର…

ଜମିରେ ଚାଷ କରୁଥିବା ବେଳେ କାମୁଡ଼ିଲା ସାପ, ପରେ….

ପାରଳାଖେମୁଣ୍ଡି, ୧୮।୮ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଥାନା ଅଧୀନ ଅଗରଖଣ୍ଡି ପଞ୍ଚାୟତର ଭିନ୍ନଳା ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ…

ଦିଗପହଣ୍ଡି ଘୋଡାହାଡ଼ ଡ଼୍ୟାମ ଇକୋ ଟୁରିଜିମ ପ୍ରକଳ୍ପ ନେଇ ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା, ବିକାଶ….

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ଘୋଡାହାଡ଼ ଡ଼୍ୟାମ ପାର୍ଶ୍ଵରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପାର୍କ ଏବଂ ବନ ବିଭାଗ ପକ୍ଷରୁ ନିର୍ମାଣ…

ବାନ୍ଦା ଘାଟିରେ ଫସିଲେ ପର୍ଯ୍ୟଟକ: ରାସ୍ତା ଅବସ୍ଥା ଶୋଚନୀୟ

ଦାରିଙ୍ଗବାଡି,୧୮।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତର ବାନ୍ଦା ଘାଟିରେ ପର୍ଯ୍ୟଟକଙ୍କ କାର ଫସିଯାଇଛି। ଲଘୁଚାପ ଜନିତ ବର୍ଷା ଯୋଗୁ ଏବେ ଉକ୍ତ ଘାଟି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ଖେଳୁଥିବା ବେଳେ ହଠାତ୍…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri