ରିଲିଫ ଫଣ୍ଡକୁ ଦାନ କଲା ମହିଳା ମଞ୍ଚ

କେନ୍ଦୁଝର, ୧୯ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ବ୍ଲକ ମୈଦାନକେଲ ପଞ୍ଚାୟତ ସମିତି ମହାସଂଘ ପକ୍ଷରୁ ୧୩ ହଜାର ଟଙ୍କା ପ୍ରଧାନମନ୍ତ୍ରୀଙ୍କ ରିଲିଫ ଫଣ୍ଡ ଓ ୩ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ସହାୟତା ଦିଆଯାଇଛି। ଜିଲାପାଳଙ୍କ ଜରିଆରେ ଏହି ସହାୟତା ପ୍ରଦାନ କରାଯାଇଛି। କେରି ଆଞ୍ଚଳିକ ମଞ୍ଚ, ସଠିଆପଡା ଆଞ୍ଚଳିକ ମଞ୍ଚ, ବଡ଼ପଶି ଆଞ୍ଚଳିକ ମଞ୍ଚ, ନାଏକ ସାହି ମୈଦାନକେଲ ଆଞ୍ଚଳିକ ମଞ୍ଚ, ମା’ କାଳିଶିକି ମୈଦାନକେଲ ଆଞ୍ଚଳିକ ମଞ୍ଚ, ଛକସାହି ମୈଦାନକେଲ ଆଞ୍ଚଳିକ ମଞ୍ଚ, ତାଳପଦା ଆଞ୍ଚଳିକ ମଞ୍ଚ, ମା’ ଲକ୍ଷ୍ମୀ ଆଞ୍ଚଳିକ ମଞ୍ଚ, ଜଗନ୍ନାଥପୁର ଆଞ୍ଚଳିକ ମଞ୍ଚ, ଦେଓବନ୍ଧ ଆଞ୍ଚଳିକ ମଞ୍ଚ, ବାସୁଦେବପୁର ଆଞ୍ଚଳିକ ମଞ୍ଚ, ହରିହାରପୁର ଆଞ୍ଚଳିକ ମଞ୍ଚ, ଛେମୁଣ୍ଡିବିଲ ଆଞ୍ଚଳିକ ମଞ୍ଚର ସଦସ୍ୟାମାନେ ଏହି ଅର୍ଥ ଦେଇଛନ୍ତି। ସେହିପରି ୩୪୦୦ଟଙ୍କା ର ମାସ୍କ ମାଗଣାରେ ବଣ୍ଟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌, ଟଙ୍କା ଲୁଟ୍‌ ଘଟଣା: ୩ କୋର୍ଟ ଚାଲାଣ

ଛତ୍ରପୁର,୧୩ା୭(ଡି.ଏନ.ଏ)-ବାଇକ୍‌ ଓ ଟଙ୍କା ଲୁଟ୍‌ ଘଟଣାରେ ୩ ଅଭିଯୁକ୍ତଙ୍କୁ ଛତ୍ରପୁର ପୋଲିସ ଗିରଫ କରିଛି ।  ସେମାନେ ହେଲେ ବ୍ରହ୍ମପୁର ବଡବଜାର ଥାନା ଅଞ୍ଚଳର ରାଜ...

ବିଦ୍ୟୁତ୍‌ ସଂଯୋଗରେ ଦୁର୍ନୀତି: ଟଙ୍କା ନେଉଛନ୍ତି ସଂଯୋଗ ଦେଉନାହାନ୍ତି

ରାୟଗଡ଼(ଗଜପତି),୯ା୧୨-ପ୍ରତ୍ୟେକ ଘରକୁ ବିଦ୍ୟୁତ୍‌ ସଂଯୋଗ ପାଇଁ ସରକାରଙ୍କ ପକ୍ଷରୁ ପଦକ୍ଷେପ ନିଆଯାଉଥିବାବେଳେ ଗଜପତି ଜିଲା ରାୟଗଡ଼ ବ୍ଲକ୍‌ରେ ବିଦ୍ୟୁତ୍‌ ସଂଯୋଗରେ ଦୁର୍ନିତି ଅଭିଯୋଗ ହୋଇଛି। ଠିକା...

ହାତୀ ଉପଦ୍ରବ : ଘର ଭାଙ୍ଗିଲେ, ଫସଲ ଉଜାଡ଼ିଲେ

ସଜନାଗଡ଼,୧୬ା୬(ଡି.ଏନ୍‌.ଏ.) : ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅନ୍ତର୍ଗତ କୁଲାଡିହା ପାଦଦେଶ ତିନିକୋଶିଆ ସଂରକ୍ଷିତ ଜଙ୍ଗଲକୁ ୨୮ଟି ଝାଡ଼ଖଣ୍ଡୀ ହାତୀ ପଶି ଆସିଛନ୍ତି। ଏହି ହାତୀପଲ...

  ରେଳଲାଇନ କଡ଼ରେ ଡେରାପକାଇଛନ୍ତି ହାତୀପଲ

କେନ୍ଦୁଝର,୪।୧୦(ସ୍ବ.ପ୍ର.): କେନ୍ଦୁଝର ସଦର ରେଞ୍ଜ ଅନ୍ତର୍ଗତ କଣ୍ଡରାପଶି ହାଟ ନିକଟ ରେଳଲାଇନ କଡ଼ରେ ସାତଟିକିଆ ହାତୀପଲ ଡେରା ପକାଇଛନ୍ତି। ହାତୀମାନଙ୍କ ଉପସ୍ଥିତିକୁ ନେଇ କଣ୍ଡରାପଶି, ନଇଗାଁର...

ପାଣି ଭିତରୁ ମିଳିଲା ୭୦ ହଜାର ଟଙ୍କାର ଶାଳକାଠ

କେନ୍ଦୁଝର,୨୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବନଖଣ୍ଡ ଅଧୀନସ୍ଥ ଦେଓଗାଁ ରେଞ୍ଜ ଅନ୍ତର୍ଗତ ଭଗାମୁଣ୍ଡା ସେକ୍ସନ ବାଇଲୋ ଗ୍ରାମରେ ହରିଚନ୍ଦନପୁର ଓ ଭଗାମୁଣ୍ଡା ବନବିଭାଗର ମିଳିତ ଚଢ଼ାଉରେ...

ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀରେ ଭାଜପା ଆଗୁଆ

ବାରିପଦା ଅଫିସ,୨୩ା୫ : ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ସୁଗୁଦା ମୁର୍ମୁ ୬୭୬ ଭୋଟରେ ଆଗୁଆ ଅଛନ୍ତି। ସେହିପରି ମୋରଡ଼ା ନିର୍ବାଚନମଣ୍ଡଳୀରେ ବିଜେଡି...

ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରୁ ଲୁଟିନେଲେ ୧ ଲକ୍ଷ ୬୦ ହଜାର

ପଦ୍ମପୁର(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରୁ ବୁଧବାର ପୂର୍ବାହ୍ନରେ ଲୁଟ୍‌ ହୋଇଛି। ବାସୁଦେବପୁର ବ୍ଲକ ଅଧୀନ ରଘୁପୁର ଗ୍ରାମର ଶରତ ବେହେରା ବ୍ୟାଙ୍କରୁ...

ଭୁବନେଶ୍ୱରରୁ ଆଜି ପୁଣି ୨୮ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍‌

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୨୪...

Advertisement
Archives

Model This Week