Posted inଖେଳ

ରିଲେରେ ଭାରତ ବ୍ରୋଞ୍ଜରୁ ବଞ୍ଚିତ

ଦୋହା, ୨୪।୪-ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମଙ୍ଗଳବାର ଅନୁଷ୍ଠିତ ମହିଳା ୪ ଗୁଣା ୧୦୦ ମିଟର ରିଲେ ରେସ୍‌ରେ ଭାରତ ଅଳ୍ପକେ ବ୍ରୋଞ୍ଜ ପଦକରୁ ବଞ୍ଚତ୍ତ ହୋଇଛି। ଭାରତୀୟ ଦଳର ସଦସ୍ୟା ଭାବେ ଦୂତୀ ମଧ୍ୟ ସମାନ ଫଳ ପାଇଛନ୍ତି। ଅର୍ଚ୍ଚନା ସୁସେନ୍ତ୍ରା, ରେବତୀ ବୀରମଣି, ରଙ୍ଗା କୁନାଥ ଓ ଦୂତୀ ଚାନ୍ଦଙ୍କୁ ନେଇ ଗଠିତ ଭାରତୀୟ ଦଳ ୪୩.୮୧ ସେକେଣ୍ଡ ସମୟ ନେଇ ୪ର୍ଥ ସ୍ଥାନରେ ସନ୍ତୁଷ୍ଟ ରହିଛି। ଚାଇନା ଦଳ ୪୨.୮୭ ସେକେଣ୍ଡ ନେଇ ସ୍ବର୍ଣ୍ଣ ପାଇଥିବାବେଳେ କାଜାଖସ୍ତାନ ଦଳ ୪୩.୩୬ ଓ ବାହାରିନ ଦଳ ୪୩.୬୧ ସେକେଣ୍ଡ ନେଇ ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦକ୍ଷିଣ ଭାରତୀୟ ରୀତିନୀତିରେ ବିବାହ

ବମ୍ବେ: ବିଗତ କିଛି ମାସ ଧରି ବଲିଉଡ୍‌ରେ ବିବାହ ଋତୁ ଚାଲିଛି। ଏହି ସମୟ ମଧ୍ୟରେ ଅଭିନେତା ବିକ୍କି କୌଶଲଙ୍କଠାରୁ ଆରମ୍ଭ କରି ଫର୍‌ହାନ ଅଖ୍‌ତର,...

ଆକମଲଙ୍କ ଅପିଲର ଶୁଣାଣି କରିବେ ପୂର୍ବତନ ସୁପ୍ରିମକୋର୍ଟ ଜଜ୍‌

କରାଚି,୩୧।୫ (ପି.ଟି.): ପାକିସ୍ତାନ ବ୍ୟାଟ୍ସମ୍ୟାନ ଉମର ଆକମଲଙ୍କ ମାମଲାର ଶୁଣାଣି କରିବେ ପୂର୍ବତନ ସୁପ୍ରିମକୋର୍ଟ ଜଜ୍‌ ଫକିର ମହମ୍ମଦ ଖୋଖାର। ଦୁର୍ନୀତି କରିବାକୁ ଆକମଲଙ୍କୁ ପ୍ରସ୍ତାବ...

କ୍ୱାଲିଫାୟର୍‌-୧: ଟସ୍‌ ଜିତିଲା ଚେନ୍ନାଇ

ଦୁବାଇ,୧୦।୧୦: ଆଇପିଏଲ ୨୦୨୧ରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ମଧ୍ୟରେ ପ୍ରଥମ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ ଆଜି ଦୁବାଇ ଅନ୍ତର୍ଜାତୀୟ...

ହକି ଷ୍ଟାଡିୟମରେ ମାଇକେଲଙ୍କୁ ଗାର୍ଡ ଅଫ୍‌ ଅନର

ରାଉରକେଲା ଅଫିସ,୨ା ୧- ବିଶିଷ୍ଟ ହକି ତାରକା ମାଇକେଲ କିଣ୍ଡୋଙ୍କ ଶେଷକୃତ୍ୟ ଶୁକ୍ରବାର ଖ୍ରୀଷ୍ଟୀୟ ରୀତିନୀତିରେ ହମିରପୁର ଚର୍ଚ୍ଚରେ ଶେଷ ହୋଇଛି। ପୂର୍ବାହ୍ନରେ ତାଙ୍କ ମୃତଦେହ...

ଅନୁରାଧା ଓଡ଼ିଶା ଆଥ୍‌ଲେଟିକ୍ସ ଦଳର କୋଚ୍‌

ଭୁବନେଶ୍ୱର, ୨୮।୯(କ୍ରୀଡ଼ା ପ୍ରତିନିଧି): ଗୁଜରାଟରେ ହେବାକୁଥିବା ଜାତୀୟ କ୍ରୀଡ଼ା ପାଇଁ ଅଲିମ୍ପିଆନ ଅନୁରାଧା ବିଶ୍ୱାଳଙ୍କୁ ଓଡ଼ିଶା ଆଥ୍‌ଲେଟିକ୍ସ ଦଳର କୋଚ୍‌ ମନୋନୀତ କରାଯାଇଛି। ଯେଉଁ କ୍ରୀଡ଼ାରେ...

ଇତିହାସ ରଚିଲେ ସିନ୍ଧୁ

ଟୋକିଓ,୧।୮: ଇତିହାସ ରଚିଲେ ଭାରତୀୟ ମହିଳା ଶଟଲର ପି ଭି ସିନ୍ଧୁ। ପ୍ରଥମ ଭାରତୀୟ ମହିଳା ଖେଳାଳି ଭାବେ ସିନ୍ଧୁ ଜିତିଛନ୍ତି ଦୁଇଟି ଅଲିମ୍ପିକ୍ସ ପଦକ।...

ଡେନମାର୍କ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ: ସିଙ୍ଗଲ୍ସ, ଡବଲ୍ସ ସେମିରେ ପ୍ରମୋଦ

ଭୁବନେଶ୍ୱର, ୧୯।୧୦(କ୍ରୀଡ଼ା ପ୍ରତିନିଧି)- ଡେନମାର୍କର କୋପେନହାଗେନଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ପ୍ରମୋଦ...

ସିରିଜ୍‌ ଜିତିଲା ଶ୍ରୀଲଙ୍କା

କଲମ୍ବୋ,୨୯।୭: ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ୍‌କୁ ୭ ଉଇକେଟରେ ଜିତି ନେଇଛି ଶ୍ରୀଲଙ୍କା। ଘରୋଇ ଶ୍ରୀଲଙ୍କା ବୋଲରଙ୍କ ଆଗରେ ଧରାଶାୟୀ ହୋଇଥିଲା ଭାରତୀୟ ଦଳର...

Advertisement
Archives

Model This Week