ରିଲେସନଶିପ୍‌ରେ ରହିବାକୁ ଚାହୁଁଛନ୍ତି କିୟାରା!

ମୁମ୍ବାଇ: କବିର ସିଂ ଫେମ୍‌ କିୟାରା ଆଡଭାନୀଙ୍କ ପ୍ରଥମ ସୋଲୋ ଫିଲ୍ମ ବକ୍ସ ଅଫିସରେ ଜବରଦସ୍ତ ଓପନିଂ କରିଛି। କିଛିଦିନ ତଳେ କିୟାରା ରୋମ୍‌ ଜେଣ୍ଡର ରିଲେସନଶିପ(ସମଲିଙ୍ଗି ସମ୍ପର୍କ)କୁ ନେଇ ତାଙ୍କର ମତ ରଖିଥିଲେ। ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଯଦି ରୋମ୍‌ ଜେଣ୍ଡର ରିଲେସନଶିପରେ ରହିବାକୁ ତାଙ୍କୁ କୁହାଯାଏ ତେବେ ସେ ବଲିଉଡ୍‌ ନାୟିକା ଦୀପିକା ପାଦୁକୋନଙ୍କ ସହ ରହିବାକୁ ପସନ୍ଦ କରିବେ ବୋଲି କହିଛନ୍ତି। ନିଜର ଭିନ୍ନ ଅନ୍ଦାଜକୁ ନେଇ କିୟାରାଙ୍କର ଏକ ସ୍ବତନ୍ତ୍ର ପରିଚୟ ଥିବା ବେଳେ ଏବେ ତାଙ୍କର ଏପରି ଉତ୍ତର ତାଙ୍କ ଫ୍ୟାନମାନଙ୍କୁ ଚିନ୍ତାରେ ପକାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ନାକୁ ଆସିଲା ସଲମାନଙ୍କ ଭାଣିଜୀ ଅୟାତଙ୍କ ପ୍ରଥମ ଫଟୋ

ମୁମ୍ବାଇ: ଭାଇ ଉଉଣୀଙ୍କ ଭଲପାଇବାର କାହାଣୀ ଅନେକ ଥର ଶୁଣିଥିବେ ଓ ଦେଖିଥିବେ ମଧ୍ୟ। କିନ୍ତୁ ବଲିଉଡ୍‌ର ଭାଇଜାନ କୁହାଯାଉଥିବା ସଲମାନ ଖାଁ ଓ ଭଉଣୀ...

ସୋସିଆଲ ମିଡିଆର ଭାଇରାଲ ଖବରକୁ ନେଇ ପ୍ରତିକ୍ରିୟା ରଖିଲେ ଅଭିନେତ୍ରୀ ମମତାଜ

ମୁମ୍ବାଇ,୨୨।୫: ନିକଟରେ ବଲିଉଡ୍‌ ତା’ର ଦୁଇ ଭେଟେରାନ କଳାକାରଙ୍କୁ ହରାଇଥିବା ବେଳେ ଏବେ ଆଉ ଜଣେ ଭେଟେରାନ ଅଭିନେତ୍ରୀଙ୍କ ମୃତ୍ୟୁ ଖବର ସୋସିଆଲ ମିଡିଆରେ ଭାଇରାଲ...

ଆସାମ ବନ୍ୟା ପୀଡ଼ିତଙ୍କୁ ୧ କୋଟି ଟଙ୍କା ଦାନ କଲେ ଅକ୍ଷୟ

ଦିସପୁର,୧୮।୮: ବଲିଉଡ୍‌ ନାୟକ ଅକ୍ଷୟ କୁମାରଙ୍କ ବଦାନ୍ୟତା ପୁଣି ଦେଖିବାକୁ ମିଳିଛି। ଆସାମ ବନ୍ୟା ପୀଡ଼ିତଙ୍କ ପାଇଁ ଖିଲାଡି ବୟ ଏବେ ୧ କୋଟି ଟଙ୍କା...

ସିଦ୍ଧାନ୍ତଙ୍କ ସହ ରୋମାନ୍ସ କରିବେ ଦୀପିକା

ବମ୍ବେ: ନୂଆ ନାୟକଙ୍କ ସହ ରୋମାନ୍ସ କରିବେ ଦୀପିକା। ସେ ବି ନିର୍ଦ୍ଦେଶକ ଶକୁନ ବତ୍ରାଙ୍କ ଆଗାମୀ ଫିଲ୍ମରେ। ଚଳଚ୍ଚିତ୍ରର ନାମ ଏଯାଏ ଫାଇନାଲ୍‌ ହୋଇ...

ଦର୍ଶକଙ୍କୁ ପସନ୍ଦ ଆସୁଛି ଓ୍ବେବ ସିରିଜ ‘ଦ କାସିନୋ’

ମୁମ୍ବାଇ: ଜି୫ର ବହୁ ପ୍ରତିକ୍ଷିତ ଥ୍ରିଲର ‘ଦ କାସିନୋ’ ରିଲିଜ ହୋଇ ସାରିଛି। ଏହି ଓ୍ବେବ ସିରିଜକୁ ଦର୍ଶକେ ବେଶ୍‌ ପସନ୍ଦ କରୁଥିବା ଦେଖାଯାଇଛି। କେବଳ...

‘ପଲ୍‌ ପଲ୍‌ ଦିଲ୍‌ କେ ପାସ୍‌’ରେ ପ୍ରଥମ ଅଭିନୟ

ମୁମ୍ବାଇ: ‘ପଲ୍‌ ପଲ୍‌ ଦିଲ୍‌ କେ ପାସ୍‌’ରେ ଅଭିନୟ ଜୀବନ ଆରମ୍ଭ କରିଛନ୍ତି ସନ୍ନି ଦେଓଲଙ୍କ ପୁତ୍ର କରନ ଦେଓଲ। କରନ ଶୁଟିଂସେଟ୍‌ରେ ଥିବାବେଳେ ତାଙ୍କ...

ଘରେ ରହି ଖୁସି ମନାଉଛନ୍ତି ଶିଳ୍ପା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ବୁଧବାର ନିଜ ସୋସିଆଲ ମିଡିଆ ଆକାଉଣ୍ଟ୍‌ରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ସେ ନିଜର ୨ମାସର ଝିଅ...

ମିଥୁନ ଦା’ଙ୍କ କଥା ଶୁଣି କାନ୍ଦିଲେ ଜଜ୍‌

ଛୋଟ ପରଦାର ଡ୍ୟାନ୍ସ ଶୋ’ରେ ସୁପର୍‌ ଗେଷ୍ଟ ଦାୟିତ୍ୱ ନିଭାଉଛନ୍ତି ଅଭିନେତା ମିଥୁନ ଚକ୍ରବର୍ତ୍ତୀ। ଏହି ଶୋ’ କୁନି କୁନି ପିଲାମାନେ ନିଜ ଡ୍ୟାନ୍ସ ଜରିଆରେ...

Coronavirus Update


Archives

Model This Week

Why Dharitri