ରିଷି କପୁରଙ୍କୁ ଭେଟିଲେ ନିତା-ମୁକେଶ

ମୁମ୍ବାଇ: ବଲିଉଡ୍‌ ଅଭିନେତା ରିଷି କପୁର ବେଶ୍‌ କିଛି ଦିନ ହେବ ନ୍ୟୁୟର୍କରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ଆଶୁ ଆରୋଗ୍ୟ କାମନା କରି ବଲିଉଡ୍‌ର ବହୁ ଜଣାଶୁଣା ବ୍ୟକ୍ତି ତାଙ୍କୁ ଦେଖା କରିବାକୁ ନ୍ୟୁୟର୍କ ପହଞ୍ଚିବା ଖବର ଆସୁଛି। ନିକଟରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ମୁଖ୍ୟ ମୁକେଶ ଅମ୍ବାନି ଓ ତାଙ୍କ ପତ୍ନୀ ନିତା ଅମ୍ବାନି ରିଷିଙ୍କୁ ଦେଖା କରିବାକୁ ନ୍ୟୁୟର୍କ ପହଞ୍ଚିଥିବା ଜଣାପଡିଛି। ପ୍ରକୃତ କଥା ହେଲା ଯିଏବି ରିଷିଙ୍କୁ ଦେଖା କରିବାକୁ ଯାଉଛନ୍ତି ତାଙ୍କ ସହ ରିଷିଙ୍କ ପତ୍ନୀ ନିତୁ କପୁର ସେଲ୍‌ଫି ନେବା ସହ ଏହାକୁ ସୋସିଆଲ ମିଡିଆରେ ପୋଷ୍ଟ କରିବା ପରେ ଖବର ସାମ୍ନାକୁ ଆସୁଛି। ତେଣୁ ଏବେ ରିଷି ଓ ନିତୁଙ୍କ ସହ ମୁକେଶ ଓ ନିତାଙ୍କର ଏକ ଫଟୋ ସୋସିଆଲ ମିଡିଆରେ ଦେଖିବା ପରେ ଆଲୋଚନା ହେଉଛି କି ରିଷିଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିବାକୁ ଏମାନେ ନ୍ୟୁୟର୍କ ଯାଇଥିଲେ। ନିକଟରେ କିଙ୍ଗ ଖାନ୍‌ ଶାହାରୁଖ ମଧ୍ୟ ରିଷିଙ୍କୁ ଦେଖିବାକୁ ଯାଇଥିବା ବେଳେ ସେ ସମୟର ଏକ ସେଲ୍‌ଫି ନିତୁ ସୋସିଆଲ ମିଡିଆରେ ଶେୟାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାମିଆ ଛାତ୍ରଙ୍କ ସପକ୍ଷରେ ବାହାରିଲେ ଅଭିନେତ୍ରୀ ସୋନମ କପୁର

ନାଗରିକତ୍ୱ ସଂଶୋଧନ ଆଇନକୁ ବିରୋଧ କରି ନୂଆଦିଲ୍ଲୀର ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟ ଚର୍ଚ୍ଚାକୁ ଆସିଛି। ଏଠାକାର ଛାତ୍ରମାନେ ଏହି ଆଇନକୁ ତୀବ୍ର ବିରୋଧ କରିଛନ୍ତି।...

ଭାବପ୍ରବଣ ହେଲେ ଜାହ୍ନବୀ

ଆଜି ମଦର୍ସ ଡେ’। ମା’ଙ୍କ ପାଇଁ ଦିନଟିଏ। ଏହି ଅବସରରେ ବଲିଉଡ୍‌ ସେଲିବ୍ରିଟିମାନେ ସୋସିଆଲ ମିଡିଆରେ ନିଜ ମା’ଙ୍କୁ ମନେ ପକାଇଛନ୍ତି। ଏଥିରେ ସାମିଲ ଅଛନ୍ତି...

ମାଳଦ୍ୱୀପରେ ଛୁଟିକାଟୁଛନ୍ତି ଏହି ଅଭିନେତ୍ରୀ

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ବର୍ତ୍ତମାନ ମାଳଦ୍ୱୀପରେ ତାଙ୍କ ସାଙ୍ଗମାନଙ୍କ ସହିତ ଛୁଟି କଟାଉଛନ୍ତି। ସେ ଇନଷ୍ଟାଗ୍ରାମରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ତାଙ୍କୁ...

ସଲମାନ୍‌ଙ୍କ ସାମ୍ନାରେ ଆଣ୍ଠେଇ ଭୋ ଭୋ ହୋଇ କାନ୍ଦିଥିଲେ କରଣ

କରଣ ଜୋହରଙ୍କ ପ୍ରଥମ ଫିଲ୍ମ ‘କୁଛ୍‌ କୁଛ୍‌ ହୋତା ହୈ’ ୧୯୯୮ରେ ରିଲିଜ୍‌ ହୋଇଥିଲା। ଏଥିରେ ପ୍ରମୁଖ ଚରିତ୍ରରେ ଶାହାରୁଖ ଖାନ୍‌, କାଜଲ ଏବଂ ରାଣୀ...

ଏହି ରୋଗରେ ଆକ୍ରାନ୍ତ ଅନୁଷ୍କା ଶର୍ମା

ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବ୍‌ ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଏହାରି ମଧ୍ୟରେ ସେ ବାରମ୍ବାର କ୍ଲିନିକ୍‌ ଯାଉଥିବା ମଧ୍ୟ ନଜର ଆସିଛନ୍ତି। ବର୍ତ୍ତମାନ...

ବିବାହ ପରେ ଅନ୍ୟ ଅଭିନେତ୍ରୀଙ୍କ ସହ କାମ କରିବେ ନାହିଁ ବରୁଣ!

ବଲିଉଡ୍‌ର ଚକଲେଟ୍‌ ବଏ ବରୁଣ ଧାଓ୍ବନ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଦୀର୍ଘଦିନର ପ୍ରେମିକା ନତାଶା ଦଲାଲଙ୍କୁ ନିଜ ଜୀବନ ସାଥୀ ଭାବେ ବାଛିଛନ୍ତି ସେ।...

ମହାଶିବରାତ୍ରି: ଭଗବାନ ଶିବଙ୍କ ଉପରେ ଆଧାରିତ ବଲିଉଡ୍‌ ଫିଲ୍ମ

ଆଜି ମହାଶିବରାତ୍ରି। ସମସ୍ତ ଭକ୍ତ ଭଗବାନ ଶିବଙ୍କ ପୂଜା କରିବାରେ ଲାଗିପଡ଼ିଛନ୍ତି। ବଲିଉଡ୍‌ ଇଣ୍ଡଷ୍ଟ୍ରି ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହିଁ। ଶିବଙ୍କ ଉପରେ ଆଧାରିତ ତଥା...

କରିନାଙ୍କ ସହ ଯୋଡ଼ିକୁ ନେଇ ଏମିତି କହିଥିଲେ ଶାହିଦ; ଚକିତ ହୋଇଥିଲେ ପ୍ରଶଂସକ

ବମ୍ବେ: ଏକଦା ବଲିଉଡ୍‌ର ଚର୍ଚ୍ଚିତ ପ୍ରେମୀ ଯୁଗଳଙ୍କ ମଧ୍ୟରୁ ଗୋଟିଏ ଥିଲେ କରିନା କପୁର ଖାଁ ଏବଂ ଶାହିଦ କପୁର। ଚଳଚ୍ଚିତ୍ର ‘ଫିଦା’ ସେଟ୍‌ରୁ ଉଭୟଙ୍କ...

Advertisement
Archives

Model This Week