Posted inଖେଳ

ରିୟଲ ମାଡ୍ରିଡ୍‌ ସହ ରହିବେ କ୍ରୁଜ୍‌

ମାଡ୍ରିଡ୍‌,୨୦।୫(ଏଏଫ୍‌ପି)- ଜର୍ମାନୀ ଅନ୍ତର୍ଜାତୀୟ ଫୁଟ୍‌ବଲ ଷ୍ଟାର ଟୋନି କ୍ରୁଜ୍‌ ରିୟଲ ମାଡ୍ରିଡ୍‌ କ୍ଲବ ସହ ହୋଇଥିବା ଚୁକ୍ତିର ସମୟସୀମାରେ ବୃଦ୍ଧି କରିଛନ୍ତି। ଫଳରେ ସେ ୨୦୨୩ ପର୍ଯ୍ୟନ୍ତ ସ୍ପାନିଶ କ୍ଲବ ପାଇଁ ଖେଳିବା ନେଇ ସ୍ପଷ୍ଟ ହୋଇଛି। ୨୯ ବର୍ଷୀୟ ମିଡ୍‌ଫିଲ୍ଡର ସ୍ପେନ୍‌ରେ ଗତ ୫ ବର୍ଷରେ ୧୨ ଟାଇଟଲ ଜିତିସାରିଛନ୍ତି। ଏଥିରେ ୨୦୧୬, ୨୦୧୭ ଓ ୨୦୧୮ ଚାମ୍ପିୟନ୍ସ ଟ୍ରଫି ରହିଛି। ରିୟଲ ମାଡ୍ରିଡ୍‌ ଦଳ ପକ୍ଷରୁ ୨୩୩ ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରି ସେ ୧୩ ଗୋଲ କରିଛନ୍ତି। ଏଥିପୂର୍ବରୁ ସେ ମ୍ୟୁନିକ୍‌ ପାଇଁ ଖେଳୁଥିଲେ। ୨୦୧୪ରେ ଜର୍ମାନୀକୁ ବିଶ୍ୱକପ୍‌ ଜିତାଇବା ପରେ ସେ ମାଡ୍ରିଡ୍‌ ସହ ଚୁକ୍ତି କରିଥିଲେ। ଏହି ଦଳ ଚଳିତ ଲା ଲିଗା ସିଜନର ପଏଣ୍ଟ ଟେବୁଲର ୩ୟ ସ୍ଥାନରେ ରହିଥିଲେ। ଚାମ୍ପିୟନ ବାର୍ସିଲୋନାଠାରୁ ୧୯ ପଏଣ୍ଟ ପଛରେ ରହିଥିଲା ମାଡ୍ରିଡ୍‌।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୫ କୋଟି ଟଙ୍କାର ଖବର, ପ୍ରେମାନନ୍ଦ ମହାରାଜଙ୍କୁ ନେଇ ବଡ଼ କଥା କହିଲେ ବିରାଟ କୋହଲି, ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୭।୧୦: ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ (ଯିଏ ଦୀପକ ଲୋଦି ନାମରେ ମଧ୍ୟ ଜଣାଶୁଣା)ଙ୍କ ମୃତ୍ୟୁ ପରେ ‘କେଳିକୁଞ୍ଜ ଆଶ୍ରମ’ କ୍ରମାଗତ ଭାବେ ଆଲୋଚନାର…

ପ୍ରଥମ T20I ଶତକ ପରେ ମନର କଥା ଖୋଲି କହିଦେଲେ ଶ୍ରେୟସ ଆୟର: କହିଲେ, ଏମିତି ଖେଳିଲେ…

ଲକ୍ଷ୍ନୌ,୭।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତୀୟ ଅଧିନାୟକ ଶ୍ରେୟସ ଅୟରଙ୍କ ଧୂଆଁଧାର ଶତକ ବଳରେ ଭାରତ ୮ ଉଇକେଟ୍‌ରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର…

ଅବିଶ୍ୱସନୀୟ କ୍ୟାଚ ଧରିଲେ ଇଶାନ କିଶନ: ନିଜେ ବି କରିପାରିଲେନି ବିଶ୍ୱାସ, ଦେଖନ୍ତୁ VIDEO

ଲକ୍ଷ୍ନୌ,୭।୧୦: ଟି-୨୦ କ୍ରିକେଟ୍‌ରେ ଭାରତୀୟ ଦଳର ଫିଲ୍ଡିଂକୁ ନେଇ ଅନେକ ସମୟରେ ପ୍ରଶ୍ନ ଉଠିଥାଏ। ବିଶେଷକରି କ୍ୟାଚ ଧରିବା ମାମଲାରେ ଭାରତର ରେକର୍ଡ ଆହୁରି ଉନ୍ନତ ହେବାର…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି ବୋଲର୍‌: ପ୍ରଥମ ଭାରତୀୟ ସ୍ପିନର୍‌ ଭାବେ କଲେ ଏମିତି କାରନାମା

ଲକ୍ଷ୍ନୌ,୭।୧୦: ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଯୁବ ଅଲରାଉଣ୍ଡର ନମନ ଧୀର ବୋଲିଂରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଆକ୍ରମଣାତ୍ମକ ବ୍ୟାଟିଂ…

ଚୌକା-ଛକା ବର୍ଷା କରି ୪ ବଡ଼ ରେକର୍ଡ ଭାଙ୍ଗିଦେଲେ ଶ୍ରେୟସ ଆୟର

ଲକ୍ଷ୍ନୌ,୭।୧୦: ଶ୍ରେୟସ ଆୟରଙ୍କ ଧୂଆଁଧାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି-୨୦ରେ ଭାରତ ୮ ଉଇକେଟରେ ବଡ଼ ବିଜୟ ହାସଲ କରିଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?