ରିୟଲ ଲାଇଫକୁ ନେଇ ସିନେମା କରିବ ଫିଲ୍ମ କିଡା

ମୁମ୍ବାଇ,୧୮-୪: ବ୍ୟବସାୟିକ ସିନେମା ପ୍ରସ୍ତୁତିରେ ନିଜର ଛାପ ଛାଡିବା ପରେ ଫିଲ୍ମ କିଡା ପ୍ରଡକ୍ସନ ହାଉସ ବର୍ତ୍ତମାନ ରିୟଲ ଲାଇଫ ଷ୍ଟୋରୀକୁ ନେଇ ସିନେମା କରିବ। ଦର୍ଶକଙ୍କ ପସନ୍ଦ ଆସିବା ଭଳି କଣ୍ଟେଣ୍ଟ ଉପରେ କାର୍ଯ୍ୟ କରିବାକୁ ପ୍ରଡକ୍ସନ ହାଉସ ଲକ୍ଷ୍ୟ ରଖିଛି। କିଛି ଦିନ ତଳେ ରିଲିଜ ହୋଇଥିବା ସିନେମା ମିଲନ ଟକିଜ ବ୍ୟବସାୟିକ ସଫଳତା ହାସଲ କରିଥିଲା। ଏହି ସିନେମାକୁ ତିଗମାଂଶୁ ଧୁଳିଆ ନିର୍ଦ୍ଦେଶନା ଦେଇଥିଲେ। ଏଭଳି ଭଲ ଷ୍ଟୋରୀ ଆଗକୁ ଦର୍ଶକଙ୍କୁ ଭେଟି ଦେବାକୁ ଉଦ୍ୟମ ଜାରି ରହିଥିବା ଫିଲ୍ମ କିଡା ପ୍ରଡକ୍ସନର ପ୍ରତିଷ୍ଠାତା ପି.ଏସ୍‌,ଛୋଟଓ୍ବାଲ ସୂଚନା ଦେଇଛନ୍ତି। ଦର୍ଶକୁ ଚାହିଦାକୁ ନିରନ୍ତର ଭାବେ ଧ୍ୟାନରେ ରଖାଯାଇଥିବା ସହ ପ୍ରତିଷ୍ଠାତା ରିଚ୍ଚା ସିହ୍ନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଡିଜ୍‌ର ଆକଳନ; ଭାରତୀୟ ବ୍ୟାଙ୍କଗୁଡ଼ିକର ଚାପଗ୍ରସ୍ତ ସମ୍ପତ୍ତି ବଢିବ

ନୂଆଦିଲ୍ଲୀ,୯-୯: ଦେଶର ବ୍ୟାଙ୍କଗୁଡିକ ଏବେ ସମସ୍ୟା ଦେଇ ଗତି କରୁଥିବା ବେଳେ ବ୍ୟାଙ୍କରପ୍ସି (ଦେବାଳିଆ) ମାମଲାର ସମାଧାନ ବିଳମ୍ବିତ ହେଉଛି। ଏହି କାରଣରୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକର...

ପୋଷ୍ଟ ଅଫିସର ଏହି ସ୍କ୍ରିମ୍‌ରେ ଦ୍ୱିଗୁଣ ହୋଇଥାଏ ଟଙ୍କା: ୫୦ହଜାର ରଖିଲେ ପାଇବେ ଲକ୍ଷେ; ଜାଣନ୍ତୁ..

ନୂଆଦିଲ୍ଲୀ,୧୮।୧୧: ପୋଷ୍ଟ ଅଫିସରେ ଟଙ୍କା ନିବେଶ କରିବା ଲାଭଦାୟକ। ବିଶେଷକରି ପୋଷ୍ଟ ଅଫିସର ‘କିଶାନ ବିକାଶ ପତ୍ର’ ସ୍କ୍ରିମ୍‌ରେ ନିବେଶ କରିବା ଦ୍ୱାରା ଆପଣ ଦୁଇଗୁଣ...

ବଲିଉଡରେ ଡେବ୍ୟୁ କରିବେ ସଉଥ୍‌ ଷ୍ଟାର ରଶ୍ମୀକା ମନ୍ଦନା

ମୁମ୍ବାଇ,୨୮।୧୨-ଖୁବଶୀଘ୍ର ବଲିଉଡରେ ଡେବ୍ୟୁ କରିବେ ସଉଥ୍‌ ଷ୍ଟାର ରଶ୍ମୀକା ମନ୍ଦନା। ଅପକମିଂ ଫିଲ୍ମ ’ମିସନ ମଜନୁ’ରେ ସେ ନଜର ଆସିବେ। ତେବେ ପ୍ରଥମ ବଲିଉଡ ଫିଲ୍ମ...

ଏଲ୍‌ପିୟୁ ଛାତ୍ରୀଙ୍କୁ ମାଇକ୍ରୋସଫ୍ଟର ୪୨ ଲକ୍ଷ ପ୍ୟାକେଜ

ଚଣ୍ଡୀଗଡ,୨୪-୧୨: ଲଭ୍‌ଲୀ ପ୍ରଫେଶନାଲ ୟୁନିଭର୍ସିଟି (ଏଲ୍‌ପିୟୁ) ଛାତ୍ରୀଛାତ୍ର ଚଳିତ ବର୍ଷ କ୍ୟାମ୍ପସ ନିଯୁକ୍ତିରେ ସଫଳତା ହାସଲ କରିଛନ୍ତି। ୟୁନିଭର୍ସିଟିର ଶେଷ ବର୍ଷ କମ୍ପ୍ୟୁଟର ସାଇନ୍ସ ଆଣ୍ଡ...

କଟକରେ ବଲିଉଡ୍‌ ଚଳଚ୍ଚିତ୍ର ନିର୍ମାତା ଆଦିତ୍ୟ ସେଠ୍‌:‘ବାସ୍ତବତାକୁ କ୍ୟାମେରାରେ ତୋଳିବା ସହଜ ନୁହେଁ’

କଟକ ଅଫିସ,୧୭ା୧୨: ପ୍ରାମାଣିକ ଚଳଚ୍ଚିତ୍ର ନିର୍ମାଣ କ୍ଷେତ୍ରରେ ଆଦିତ୍ୟ ସେଠ୍‌ ଜଣେ ଚର୍ଚ୍ଚିତ ଚେହେରା। ୧୯୮୬ ମସିହାରୁ ସେ ମନୋରଞ୍ଜନ ଦୁନିଆ ସହ ଜଡ଼ିତ। ଆଦିତ୍ୟଙ୍କ...

୧୦ ବର୍ଷ ପାଇଁ ଓସ୍କାରରୁ ବ୍ୟାନ୍‌ ହେଲେ ସ୍ମିଥ୍‌

୯୪ ତମ ଓସ୍କାର ଆୱାର୍ଡ ବିତରଣ ସମାରୋହରେ ହୋଷ୍ଟ ତଥା କମେଡିଆନ୍‌ କ୍ରିସ ରକ୍‌ଙ୍କୁ ଚାପୁଡ଼ା ମାରି ବିବାଦ ଘେରକୁ ଆସିଥିଲେ ହଲିଉଡ୍‌ ଅଭିନେତା ଓ୍ବିଲ୍‌...

ନବାବଙ୍କ ସହ ପୂଜାଙ୍କ ଗୋପନୀୟ ବିବାହ: ଫଟୋ ଭାଇରାଲ

ମୁମ୍ବାଇ: ବଲିଉଡ୍‌ କଳାକାରମାନେ ନିଜ ବିବାହକୁ ଗୁପ୍ତ ରଖିବା କିଛି ନୂଆ କଥା ନୁହେଁ। ପୂର୍ବରୁ ରଣବୀର-ଦୀପିକା, ବିରାଟ-ଅନୁଷ୍କାଙ୍କ ଭଳି କଳାକାର ବିଦେଶରେ ବିବାହ କରିବାକୁ...

କ୍ୟାଶ୍‌ବ୍ୟାକ୍‌ ଏସ୍‌ବିଆଇ କାର୍ଡର ଶୁଭାରମ୍ଭ

ନୂଆଦିଲ୍ଲୀ,୭।୯: ଦେଶର ପ୍ରମୁଖ ପିଓର-ପ୍ଲେ କ୍ରେଡିଟ୍‌ କାର୍ଡ ଜାରିକର୍ତ୍ତା ଏସ୍‌ବିଆଇ କାର୍ଡ ପକ୍ଷରୁ ନିକଟରେ ‘କ୍ୟାଶ୍‌ବ୍ୟାକ୍‌ ଏସ୍‌ବିଆଇ କାର୍ଡ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। କ୍ୟାଶ୍‌ବ୍ୟାକ୍‌...

Advertisement
Archives

Model This Week